Posted inଜାତୀୟ

କର୍ନାଟକ ବିଧାନସଭା ପରିସରରେ ସୁରକ୍ଷା ବ୍ୟବସ୍ଥା କଡାକଡି

ବେଙ୍ଗାଲୁରୁ,୨୨।୭: କର୍ନାଟକର କଂଗ୍ରେସ ଓ ଜେଡିଏସ ମେଣ୍ଟ ସରକାରକୁ ନେଇ ସଙ୍କଟ ଦେଖାଦେଇଥିବା ବେଳେ ସୋମବାର ବିଧାନସଭାରେ ଆସ୍ଥାଭୋଟ ହେବାର ଯୋଜନା ରହିଛି। ଏଥିପାଇଁ ବିଧାନସଭା ବାହାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବିଧାନସୌଧ ଓ ରାଜଭବନ ରାସ୍ତାରେ ଯଥେଷ୍ଟ ପରିମାଣରେ ସୁରକ୍ଷାକର୍ମୀ ମୁତୟନ କରାଯାଇଛି। ସୂଚନାଯୋଗ୍ୟ, ରବିବାର ଉଭୟ କଂଗ୍ରେସ ଓ ଜେଡିଏସ୍‌ ଗରୁତ୍ୱପୂର୍ଣ୍ଣ ବୈଠକରେ ଆଲୋଚନା କରିଛନ୍ତି। ଭାଜପା ସୋମବାର ଏକ ପାର୍ଲାମେଣ୍ଟାରୀ ପାର୍ଟି ମିଟିଂ ଡାକିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଆତଙ୍କବାଦୀ ଗିରଫ, ୩ ହ୍ୟାଣ୍ଡ ଗ୍ରେନେଡ ସହିତ ଏକ ଲକ୍ଷ ଟଙ୍କା ଜବତ…

ଅମୃତସର,୧୭।୧୧ : ଅମୃତସର ପୋଲିସ ଆତଙ୍କବାଦୀ ନେଟୱାର୍କର ଦୁଇ ଆତଙ୍କବାଦୀଙ୍କୁ ଗିରଫ କରିଛି। ପୋଲିସ ସେମାନଙ୍କ ପାଖରୁ ତିନୋଟି ହ୍ୟାଣ୍ଡ ଗ୍ରେନେଡ, ଏକ ଲକ୍ଷ ଟଙ୍କା...

ସୁଶାନ୍ତଙ୍କ ଆତ୍ମହତ୍ୟା ରହସ୍ୟ: ୮ ହାର୍ଡ ଡିସ୍କ୍‌ର ଡାଟା ଡିଲିଟ୍‌ କରିଥିଲେ ଗର୍ଲଫ୍ରେଣ୍ଡ…

ମୁମ୍ବାଇ, ୨୭।୮: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟାର ରହସ୍ୟ ଧୀରେଧୀରେ ଅଧିକ ଜଟିଳ ହେବାରେ ଲାଗିଛି। ସୁଶାନ୍ତଙ୍କ ଆଇନଜୀବୀ କହିଛନ୍ତି ଯେ, ହତ୍ୟା...

ଗୋଗୋଇଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୧୫।୧୧: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ରଞ୍ଜନ ଗୋଗୋଇଙ୍କର ଶୁକ୍ରବାର ଥିଲା ଶେଷ କାର୍ଯ୍ୟଦିବସ। ଏହି ଅବସରରେ ତାଙ୍କୁ ସୁପ୍ରିମକୋର୍ଟ ପରିସରରେ ବିଦାୟ କାଳୀନ ସମ୍ବର୍ଦ୍ଧନା ଦିଆଯାଇଛି।...

ଏଥର ଜମ୍ମୁ-କଶ୍ମୀରରେ ସ୍ବାଭାବିକ ହେବ ଟେଲିଫୋନ୍‌ ସେବା

ଶ୍ରୀନଗର,୧୬।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ସେଠାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବା ସହ କେତେଗୁଡିଏ ପ୍ରତିବନ୍ଧକ ଲଗାଯାଇଥିଲା। ତେବେ ଶୁକ୍ରବାର ଜମ୍ମୁ-କଶ୍ମୀରର...

ପୁଣି ୩୧ ରୋଗୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୫।୪: ରାଜଧାନୀ ଦିଲ୍ଲୀ ସମେତ କେତେକ ରାଜ୍ୟର ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ସଙ୍କଟ ଦେଖାଯାଇଛି। ଦିଲ୍ଲୀର ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଗତ ୫ ଦିନ ହେଲା...

୨୦୨୪ ନିର୍ବାଚନ ମୋଦି ବନାମ ମୋଦି ହେବ: କପିଲ ସିବ୍ବଲ

ନୂଆଦିଲ୍ଲୀ,୩୦।୮: ରାଜ୍ୟ ସଭା ଏମ୍‌ପି ତଥା ବରିଷ୍ଠ ଆଇନଜୀବୀ କପିଲ ସିବ୍ବଲ ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବରୁ ବଡ଼ ବୟାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ପଦ...

ଦେଶରେ ବଢ଼ିଲା ଚିତା ବଂଶ: ନାମିବ୍ୟା ଚିତା ବାଘୁଣୀ ଦେଲା ୪ ଶାବକଙ୍କୁ ଜନ୍ମ…

ଭୋପାଳ,୨୯।୩ : ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରୁ ଦେଶ ପାଇଁ ସବୁଠୁ ବଡ ଖୁସି ଖବର ଆସିଛି। ନାମିବ୍ୟାରୁ ଆସିଥିବା ସିଆୟା ନାମକ ଏକ ଚିତା...

ବନ୍ୟାବେଳେ ଦୋସା ଭିଡିଓ କରି ତେଜସ୍ବୀ ସୂର୍ଯ୍ୟା ହଟହଟା

ବେଙ୍ଗାଲୁରୁ,୮ା୯: ଲଗାଣ ବର୍ଷାରେ କର୍ନାଟକର ବେଙ୍ଗାଲୁରୁ ଉବୁଟୁବୁ ହେଉଥିବାବେଳେ ସ୍ଥାନୀୟ ଏମ୍‌ପି ତେଜସ୍ବୀ ସୂର୍ଯ୍ୟା ଦୋସା ଖାଉଥିବାର ଭିଡିଓ ସୋସିଆଲ ମିଡିଆରେ ବହୁଳ ପ୍ରସାରିତ ହୋଇଛି।...

Advertisement
Archives

Model This Week