Posted inଜାତୀୟ

କର୍ନାଟକ ମନ୍ତ୍ରିମଣ୍ଡଳର ହେଲା ସମ୍ପ୍ରସାରଣ

ବେଙ୍ଗାଲୁରୁ,୨୦।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌. ୟେଦୁରପ୍ପାଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ମଙ୍ଗଳବାର କରାଯାଇଛି। ଏଥିରେ ୧୭ ଜଣ ମନ୍ତ୍ରୀଭାବେ ଶପଥ ଗ୍ରହଣ କରିଛନ୍ତି। ଜୁଲାଇ ୨୬ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିବା ୟେଦୁରପ୍ପା ପ୍ରାୟ ୨୪ ଦିନ ପରେ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ କରିଛନ୍ତି। ତେବେ ବିଳମ୍ବରେ ଏହା କରାଯାଇଥିବାରୁ ଏହାକୁ ବିରୋଧି ସମାଲୋଚନା କରିଥିଲା। ରାଜଭବନରେ ରାଜ୍ୟପାଳ ବାଜୁଭାଇ ବାଲାଙ୍କ ଉପସ୍ଥିତିରେ ସମସ୍ତ ୧୭ ଜଣ ସଦସ୍ୟ ମନ୍ତ୍ରୀ ପଦର ଶପଥ ନେଇଛନ୍ତି। ଏବେ ମୁଖ୍ୟମନ୍ତ୍ରୀଙ୍କୁ ନେଇ କର୍ନାଟକ ମନ୍ତ୍ରୀ ମଣ୍ଡଳରେ ୩୪ ଜଣ ସଦସ୍ୟ ହୋଇଥିବା ବେଳ ୨୪ ଦିନ ଧରି କେବଳ ମୁଖ୍ୟମନ୍ତ୍ରୀ ୟେଦୁରପ୍ପାଙ୍କୁ ନେଇ ‘ଓ୍ବାନ୍‌ ମ୍ୟାନ୍‌ କ୍ୟାବିନେଟ’ କାମ କରୁଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ତଥା ଭାଜପା ଅଧ୍ୟକ୍ଷ ଅମିତ ଶାହଙ୍କ ଗ୍ରୀନ୍‌ ସିଗନାଲ ମିଳିବା ପରେ ୟେଦୁରପ୍ପାଙ୍କ କ୍ୟାବିନେଟର ସମ୍ପ୍ରସାରଣ କରାଗଲା।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ବିଧାନସଭା ନିର୍ବାଚନ: ୫୫ ପ୍ରତିଶତ ବିଧାୟକଙ୍କ ବିରୋଧରେ ଆପରାଧୀକ ମାମଲା,୧୬୦ କୋଟିପତି

ପାଟନା, ୧୫।୯: ବିହାରରେ ବିଧାନସଭା ନିର୍ବାଚନ ପାଇଁ ଦିନ ପାଖେଇ ଆସୁଛି। ରାଜ୍ୟର ବର୍ତ୍ତମାନ ଥିବା ୨୪୦ ବିଧାୟକଙ୍କ ମଧ୍ୟରୁ ୫୫ ପ୍ରତିଶତଙ୍କ ନାମରେ ବିଭିନ୍ନ...

ସଚିବଙ୍କୁ ୧୬ ସୂତ୍ରୀ ଯୋଜନା ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୭।୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୬ ସୂତ୍ରୀ ଯୋଜନା ନିର୍ଦ୍ଦେଶନାମା ବିଷୟରେ ସମସ୍ତ ସଚିବଙ୍କୁ କ୍ୟାବିନେଟ ସଚିବ ରାଜୀବ ଗୌବା ଏକ ଚିଠି...

ସିଦ୍ଧାର୍ଥଙ୍କ ମୃତ୍ୟୁ ପରେ ସିସିଡିର କାମଚଳା ଅଧ୍ୟକ୍ଷ ହେଲେ ଏସ୍‌.ଭି. ରଙ୍ଗନାଥ

ବେଙ୍ଗାଲୁରୁ,୩୧।୭: ‘କାଫେ କଫି ଡେ’ (ସିସିଡି)ର ପ୍ରତିଷ୍ଠାତା ଭିଜି ସିଦ୍ଧାର୍ଥଙ୍କ ମୃତଦେହ ମିଳିବା ପରେ ଚାରିଆଡେ ବିଷାଦର ଛାୟା ଖେଳିଯାଇଛି। ସିଦ୍ଧାର୍ଥଙ୍କ ମୃତ୍ୟୁ ପରେ ଏସ୍‌.ଭି....

ଫାରୁକ୍‌ଙ୍କ ଗିରଫ ହେବା ନେଇ ଶାହଙ୍କୁ ପ୍ରଶ୍ନ କଲେ ସିବଲ୍‌

ନୂଆଦିଲ୍ଲୀ,୧୭।୯: ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍‌ ଅବଦୁଲାଙ୍କ ଗିରଫ ନେଇ କଂଗ୍ରେସ ବରିଷ୍ଠ ସଦସ୍ୟ କପିଲ୍‌ ସିବଲ୍‌ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ମଙ୍ଗଳବାର ଟୁଇଟ୍‌...

ରେଳବାଇ ଅଧିକାରୀ ମୁଖ୍ୟାଳୟରେ କାର୍ଯ୍ୟ କରିବା ପୂର୍ବରୁ ୧୦ ବର୍ଷ କରିବେ ଫିଲ୍ଡ ଡ୍ୟୁଟି…

ନୂଆଦିଲ୍ଲୀ,୨୮।୨ : ଏକ ପ୍ରମୁଖ ନୀତି ପରିବର୍ତ୍ତନରେ ରେଳବାଇ ବୋର୍ଡ କହିଛି ଯେ ଭାରତୀୟ ରେଳବାଇର ନୂତନ ଭାବରେ ନିଯୁକ୍ତ ଗ୍ରୁପ ‘ଏ’ ଅଧିକାରୀମାନଙ୍କୁ ମୁଖ୍ୟାଳୟରେ...

ପିଲା ଚୋରି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ପିଟିପିଟି ମାରିଦେଲେ ଲୋକେ

କୋଲକାତା,୨୯।୭: ଦେଶରେ ଦିନକୁ ଦିନ ଭିଡ଼ ହିଂସା ବୃଦ୍ଧି ପାଇବାରେ ଲାଗିଛି। ଲୋକମାନଙ୍କ ଭିତରେ ସଚେତନତା ଅଭାବରୁ ଏଭଳି ଘଟଣା ଘଟିବାରେ ଲାଗିଛି। ଏହି କ୍ରମରେ...

ଡେମ୍‌ଚୋକ୍‌ରେ ଚାଇନା କରି ନାହିଁ ଅନୁପ୍ରବେଶ: ଭାରତୀୟ ସେନା ମୁଖ୍ୟ

ନୂଆଦିଲ୍ଲୀ,୧୩।୭: ଚାଇନା ସୈନ୍ୟ ନିୟନ୍ତ୍ରଣ ରେଖା ନିକଟରେ ଥିବା ଲଦ୍ଦାଖର ଡେମ୍‌ଚୋକ୍‌ ସେକ୍ଟରରେ ଅନୁପ୍ରବେଶ କରି ନାହାନ୍ତି ବୋଲି ଭାରତୀୟ ସେନା ମୁଖ୍ୟ ବିପିନ୍‌ ରାଓ୍ବତ୍‌...

ପ୍ରଧାନମନ୍ତ୍ରୀ ତାଙ୍କ ଭାଷଣରେ କେବଳ କଂଗ୍ରେସକୁ ଟାର୍ଗେଟ କରନ୍ତି: ଥରୁର

ନୂଆଦିଲ୍ଲୀ,୮ ।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଭିଭାଷଣ ଉପରେ ଲୋକ ସଭାରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ବିରୋଧି କଂଗ୍ରେସକୁ...

Advertisement
Archives

Model This Week