Posted inଜାତୀୟ

କର୍ନାଟକ ମନ୍ତ୍ରିମଣ୍ଡଳର ହେଲା ସମ୍ପ୍ରସାରଣ: ୧୦ ଅଯୋଗ୍ୟ ବିଧାୟକଙ୍କୁ ମିଳିଲା ମନ୍ତ୍ରୀ ପଦ

ବେଙ୍ଗାଲୁରୁ,୬।୨: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କ ମନ୍ତ୍ରିମଣ୍ଡଳର ସମ୍ପ୍ରସାରଣ ଗୁରୁବାର ହୋଇଛି। ଉପନିର୍ବାଚନ ଜିତିଥିବା କଂଗ୍ରେସ-ଜେଡିଏସ୍‌ର ୧୦ ଅଯୋଗ୍ୟ ବିଧାୟକଙ୍କୁ ଏଥର ମନ୍ତ୍ରୀ ପଦ ମିଳିଛି। ରାଜ୍ୟପାଳ ଏମାନଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ପୂର୍ବରୁ କହିଥିଲେ ଦଳର ଅଧ୍ୟକ୍ଷ ଓ ନେତାଙ୍କ ନିର୍ଦ୍ଦେଶ ଅନୁଯାୟୀ ୧୩ ବିଧାୟକଙ୍କ ମଧ୍ୟରୁ ୧୦ ଜଣଙ୍କୁ ମନ୍ତ୍ରୀ ପଦର ଶପଥ ଦିଆଯିବ। ଦିଲ୍ଲୀରେ ବୈଠକ ଅନୁଷ୍ଠିତ ହେବାପରେ ଯାଇ ଅନ୍ୟମାନଙ୍କ କଥା ଚିନ୍ତା କରାଯିବ ବୋଲି ୟେଦୁରପ୍ପା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭୟ: ୪ ଟଙ୍କାରେ ବିକ୍ରି ହେଲା ଚିକେନ୍‌

ହରିୟାଣା,୧୬।୩: କରୋନା ଭାଇରସ ଏବେ କାୟା ବିସ୍ତାର କରି ଚାଲିଥିବା ବେଳେ ଏହାର ପ୍ରଭାବ ସବୁଠି ଦେଖିବାକୁ ମିଳିଲାଣି। ବିଶେଷ ଭାବେ ପୋଲଟ୍ରି ଫାର୍ମ ଉପରେ...

ନିର୍ଦ୍ୱନ୍ଦ୍ୱରେ ଜିତିଲେ ସୁଶୀଲ ମୋଦି

ପାଟନା, ୭।୧୨- ପୂର୍ବତନ ବିହାର ଉପ ମୁଖ୍ୟମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ସୁଶୀଲ କୁମାର ମୋଦି ନିର୍ଦ୍ୱନ୍ଦ୍ୱରେ ରାଜ୍ୟସଭା ଉପ ନିର୍ବାଚନରେ ବିଜୟୀ ହୋଇଛନ୍ତି।...

ନୁଡଲ୍ସ ଫ୍ୟାକ୍ଟ୍ରିରେ ଫାଟିଲା ବଏଲର, ୬ ମୃତ-୧୨ରୁ ଅଧିକ ଆହତ…

ମୁଜାଫରପୁର, ୨୬।୧୨: ବିହାରର ମୁଜାଫରପୁରଠାରେ ଥିବା ନୁଡଲ୍ସ୍‌ ଫ୍ୟାକ୍ଟ୍ରିରେ ଥିବା ବଏଲରରେ ଫାଟିବା ଯୋଗୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ବଏଲର ପ୍ରଚଣ୍ଡ ବିସ୍ଫୋରଣ କରି...

‘ପ୍ରଭୁ ଶ୍ରୀରାମ ଆପଣଙ୍କୁ ଦୀର୍ଘାୟୁ କରନ୍ତୁ’

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୭୧ ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଦେଶ ତଥା ବିଶ୍ୱରୁ ଅଭିନନ୍ଦନର ସୁଅ ଛୁଟୁଛି।...

ଇମ୍ରାନ ଖାନଙ୍କୁ ରାବଣ ଭାବେ ସଜେଇ କରାଗଲା ଦହନ

ଭୋପାଳ,୯।୧୦: ସାରା ଦେଶରେ ବିଜୟା ଦଶମୀରେ ପାପ, ଅହଙ୍କାର, ଅସତ୍ୟର ପ୍ରତୀକ ସ୍ବରୂପ ଦୁଷ୍ଟଶକ୍ତି ରାବଣ ଦହନ କରାଯାଇଛି। ଏହି ଦିନ ପ୍ରଭୁ ଶ୍ରୀରାମ ରାବଣକୁ...

ପରାଜୟ ପରେ ପୁଣି ଜୋର ଧରିଲା ନେତୃତ୍ୱ ପରିବର୍ତ୍ତନ

ନୂଆଦିଲ୍ଲୀ,୧୨।୩: ଚଳିତ ନିର୍ବାଚନରେ ୫ ରାଜ୍ୟରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ପୁଣିଥରେ ଦଳରେ ନେତୃତ୍ୱ ପରିବର୍ତ୍ତନ ଦାବି ଜୋର୍‌ ଧରିଛି। ଯଥାଶୀଘ୍ର ସମ୍ଭବ ନୂଆ...

କରୋନା ସଂକ୍ରମଣରେ ଲାଗୁଛି ଲଗାମ୍‌: କମୁଛି ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ, ୧୭।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଲଗାମ୍‌ ଲାଗିବାରେ ଲାଗିଛି। ଇତିମଧ୍ୟରେ ଚିକିତ୍ସିତ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା କମି ୭ଲକ୍ଷ ୯୫ ହଜାର ୮୭ରେ...

ଇ-ସିଗାରେଟ୍‌ ନିଷିଦ୍ଧ ବିଲ୍‌କୁ ମଞ୍ଜୁରୀ

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ଇ-ସିଗାରେଟ୍‌ ନିଷିଦ୍ଧ ବିଲ୍‌ ବୁଧବାର ଲୋକ ସଭାରେ ଗୃହୀତ ହୋଇଯାଇଛି। ଫେଶନ ନାଁରେ କମ୍ପାନୀଗୁଡ଼ିକ ପ୍ରୋତ୍ସାହିତ କରୁଥିବା ନୂଆ ନିଶାଠାରୁ ଯୁବପିଢ଼ିଙ୍କୁ ସୁରକ୍ଷା ପାଇଁ...

Advertisement
Archives

Model This Week