କର୍ପୋରେଟ ଟିକସକୁ ଧୀରେ ଧୀରେ କମାଯିବ: ସୀତାରାମନ୍‌

ନୂଆଦିଲ୍ଲୀ,୨୦-୮: କର୍ପୋରେଟ ଟିକସକୁ ଧୀରେ ଧୀରେ ୨୫%କୁ ହ୍ରାସ କରାଯିବ ବୋଲି କେନ୍ଦ୍ର ଅର୍ଥମନ୍ତୀ ନିର୍ମଳା ସୀତାରାମନ୍‌ ସୋମବାର କହିଛନ୍ତି। ଦେଶ ପାଇଁ ସମ୍ପତ୍ତି ସୃଷ୍ଟି କରୁଥିବା ଉଦ୍ୟୋଗ ଜଗତକୁ ଯଥାସମ୍ଭବ ସହାୟତା ପ୍ରଦାନ କରାଯିବ ଏବଂ କର୍ପୋରେଟ ଟିକସକୁ ୩୦ରୁ ୨୫%କୁ କମାଯିବ। ବଜେଟ ଘୋଷଣା ଅନୁଯାୟୀ ୪୦୦ କୋଟି ଟଙ୍କାରୁ ଅଧିକ ବାର୍ଷିକ କାରବାର କରୁଥିବା କମ୍ପାନୀଙ୍କ ପାଇଁ କର୍ପୋରେଟ ଟିକସକୁ ଧୀରେ ଧୀରେ ୨୫%କୁ ହ୍ରାସ କରାଯିବ ବୋଲି ସେ କହିଛନ୍ତି। ଏଥିପୂର୍ବରୁ ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟ୍‌ଲୀ ଏହି କାରବାର ସୀମାକୁ ୨୫୦କୋଟି ଟଙ୍କା ଧାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆର୍‌ବିଆଇ ନିର୍ଦ୍ଦେଶ ସତ୍ତ୍ୱେ ଶସ୍ତା ହେବ ନାହିଁ ଋଣ

ନୂଆଦିଲ୍ଲୀ,୭-୯: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ପକ୍ଷରୁ ରେପୋ ରେଟ ଭଳି ବାହ୍ୟ ବେଞ୍ଚ ମାର୍କ ରେଟ୍‌ ସହ ସମସ୍ତ ପ୍ରକାର ରିଟେଲ ଋଣକୁ ଯୋଡିବାକୁ ନିର୍ଦ୍ଦେଶ...

ଅଗଷ୍ଟରେ ଖୁଚୁରା ମୁଦ୍ରାସ୍ଫୀତି ୭%

ନୂଆଦିଲ୍ଲୀ,୧୩ା୯:ଉପଭୋକ୍ତା ମୂଲ୍ୟ ସୂଚକାଙ୍କ (ସିପିଆଇ) ଆଧାରିତ ଖୁଚୁରା ମୁଦ୍ରାସ୍ଫୀତି ଅଗଷ୍ଟରେ ବୃଦ୍ଧି ପାଇ ୭%ରେ ପହଞ୍ଚତ୍ଛି, ଯାହାକି ଜୁଲାଇରେ ୬.୭୧% ଥିଲା। ପରିସଂଖ୍ୟାନ ଏବଂ କାର୍ଯ୍ୟକ୍ରମ...

କ୍ରିଏଟିଭ ହୋମ୍ସ ଉଦ୍‌ଘାଟିତ

ଜଟଣୀ,୨୯ା୧୦(ଡି.ଏନ୍‌.ଏ.): ଭୁବନେଶ୍ୱର ଜୟଦେବ ବିହାରଠାରେ ଶୁକ୍ରବାର କ୍ରିଏଟିଭ ହୋମ୍ସ ନାମକ ଏକ ଅତ୍ୟାଧୁନିକ ସାନିଟାରୀ ଶୋରୁମ ଉଦ୍‌ଘାଟିତ ହୋଇଯାଇଛି। ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ...

ବିତ୍ତୀୟ ନିଅଣ୍ଟ ଜିଡିପିର ୪.୬% ଛୁଇଁଲା

ନୂଆଦିଲ୍ଲୀ,୨୯।୫: ଆର୍ଥତ୍କ ବର୍ଷ ୨୦୧୯-୨୦ର ବିତ୍ତୀୟ ନିଅଣ୍ଟ( ସରକାରଙ୍କ ରାଜସ୍ବ ଏବଂ ଖର୍ଚ୍ଚ ମଧ୍ୟରେ ଥିବା ଦୂରତ୍ୱ) ଦେଶର ମୋଟ ଘରୋଇ ଉତ୍ପାଦ(ଜିଡିପି) ତୁଳନାରେ ୪.୬%...

ଆନନ୍ଦ ମହିନ୍ଦ୍ରା କହିଲେ ବ୍ରାଭୋ ମୁକେଶ

ନୂଆଦିଲ୍ଲୀ,୨୩।୪: ଫେସ୍‌ବୁକ୍‌ ଜିଓ ମେଗା ଡିଲ୍‌ ଉପରେ ମହିନ୍ଦ୍ରା ଆଣ୍ଡ ଗ୍ରୁପ ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରାଙ୍କ ଏକ ଟୁଇଟ ବେଶ ଚର୍ଚ୍ଚାର ପରିସରକୁ ଆସିଛି। ମୁକେଶ...

ସରିଲା ଡେଡ୍‌ଲାଇନ, କଟିବ ଫାଇନ

ନୂଆଦିଲ୍ଲୀ,୧୧।୧:  ଗତ ରବିବାର ଥିଲା ୨୦୧୯-୨୦ ଆର୍ଥିକ ବର୍ଷର ଆୟକର ରିଟର୍ନ ଦାଖଲ କରିବାର ଶେଷ ଦିନ। ଏହା ପୂର୍ବରୁ ଆଇଟିଆର ଫାଇଲ କରିବାର ଶେଷ ତାରିଖ...

ସୌଦି ଆରବର ଆରାମ୍‌କୋ ତୈଳ ଭଣ୍ଡାରରେ ଡ୍ରୋନ ଆକ୍ରମଣ; ମହଙ୍ଗା ହୋଇପାରେ ଅଶୋଧିତ ତେଲ ଦର

ନୂଆଦିଲ୍ଲୀ,୧୬।୯: ସୌଦି ଆରବର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀ ଆରାମ୍‌କୋର ଅବକିକ୍‌ ଓ ଖୁରେସରେ ଥିବା ଦୁଇଟି ତୈଳ ଭଣ୍ଡାର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଫଳରେ ସେଠାରେ...

କ୍ରିପ୍ଟୋକରେନ୍ସି ବ୍ୟାନ୍‌ ପାଇଁ ସୁପାରିସ୍‌

ନୂଆଦିଲ୍ଲୀ,୨୩-୭: କ୍ରିପ୍ଟୋକରେନ୍ସି ଉପରେ ନିଷ୍ପତ୍ତି ନେବା ଲାଗି ସରକାରଙ୍କ ପକ୍ଷରୁ ଗଠିତ ଅନ୍ତଃମନ୍ତ୍ରଣାଳୟ କମିଟି ତାଙ୍କର ରିପୋର୍ଟ ପ୍ରଦାନ କରିଛନ୍ତି। ଦେଶରେ ଘରୋଇ କ୍ରିପ୍ଟୋକରେନ୍ସି ପ୍ରଚଳନକୁ...

Advertisement
Archives

Model This Week