କର୍ମଜୀବୀ ମା’ଙ୍କ ଲାଗି…

କେତେଜଣ କର୍ମଜୀବୀ ମା’ଙ୍କୁ ପ୍ରସବର କିଛି ମାସ ମଧ୍ୟରେ କର୍ମକ୍ଷେତ୍ରରେ ଯୋଗଦେବାକୁ ହେଉଥିବାରୁ ଶିଶୁକୁ ନିୟମିତ ସ୍ତନ୍ୟପାନ କରାଇବାରେ ଅବହେଳା ହୋଇଥାଏ। କିନ୍ତୁ ଏଭଳି ପରିସ୍ଥିତିରେ ମା’ ଚାହିଁଲେ ଡବାକ୍ଷୀର ଉପରେ ନିର୍ଭର ନ କରି ନିଜ କ୍ଷୀର ସଞ୍ଚୟ କରି ଫ୍ରିଜ୍‌ରେ ରଖି ଶିଶୁକୁ ମଝିରେ ମଝିରେ
ଖୁଆଇ ପାରିବେ। ଜାଣି ରଖନ୍ତୁ ଟିପ୍ସ…

– ମା’ କ୍ଷୀରରେ ଥିବା ପୋଷକ ତତ୍ତ୍ୱ ଶିଶୁର ମସ୍ତିଷ୍କ ବୃଦ୍ଧି ଓ ବିକାଶରେ ସାହାଯ୍ୟ କରିଥାଏ। ତେଣୁ କର୍ମଜୀବୀ ମହିଳା ଅଫିସ୍‌ ଯିବା ପୂର୍ବରୁ ନିଜ କ୍ଷୀର କାଢି(ଏକ୍ସପ୍ରେସ୍‌ଡ ମଦର୍ସ ମିଲ୍କ ବା ଇଏମ୍‌ଏମ୍‌) ଶିଶୁ ପାଇଁ ସଞ୍ଚୟ କରି ଫ୍ରିଜ୍‌ରେ ରଖି ଶିଶୁକୁ ମଝିରେ ମଝିରେ ଖୁଆଇ ପାରିବେ।
– ସକାଳେ ଶିଶୁକୁ ଖୁଆଇ ସାରିବା ପରେ ହାତରେ ବା ହସ୍ତଚାଳିତ ବ୍ରେଷ୍ଟ୍‌ ପମ୍ପ୍‌, ଇଲେକ୍ଟ୍ରି ବା ବ୍ୟାଟେରି ଚାଳିତ ବ୍ରେଷ୍ଟ୍‌ ପମ୍ପ୍‌ ସାହାଯ୍ୟରେ କ୍ଷୀର କାଢି ରଖିପାରିବେ। ଏହାକୁ ଫ୍ରିଜ୍‌ରେ ୭-୮ ଦିନ ପର୍ଯ୍ୟନ୍ତ ରଖିପାରିବେ। ଶିଶୁକୁ ଖୁଆଇବାର କିଛି ସମୟ ପୂର୍ବରୁ ଆବଶ୍ୟକ ମାତ୍ରାରେ କ୍ଷୀର ଫ୍ରିଜ୍‌ରୁ କାଢି ରୁମ୍‌ ଟେମ୍ପରେଚରକୁ ଆଣିବା ପରେ ଶିଶୁକୁ ଖୁଆଇବେ।
– କ୍ଷୀରକୁ ଡିପ୍‌ ଫ୍ରିଜ୍‌ରେ ଏକମାସ ପର୍ଯ୍ୟନ୍ତ ଷ୍ଟୋର କରାଯାଇପାରେ। ହେଲେ ଏଥିରେ ସଂକ୍ରମଣର ଆଶଙ୍କା ଥିବାରୁ ଏପରି ନ କରି ପ୍ରତିଦିନ ଅଫିସ୍‌ ଯିବା ପୂର୍ବରୁ ନିଜର ତଟକା କ୍ଷୀର କାଢି ରଖିବାକୁ ଚେଷ୍ଟା କରନ୍ତୁ।
– ମନେ ରଖନ୍ତୁ ପ୍ରତିଥର କ୍ଷୀର କାଢି ଗୋଟିଏ ବଡ ବଟଲ୍‌ରେ ଷ୍ଟୋର କରି ରଖିବାର ଭୁଲ୍‌ ଆଦୌ କରନ୍ତୁ ନାହିଁ। ଏଥିପାଇଁ ଭଲ ଭାବେ ସଫା କରି ଅଲଗା ଅଲଗା ଏୟାରଟାଇଟ୍‌ ପାତ୍ର ବ୍ୟବହାର କରନ୍ତୁ ଏବଂ କ୍ଷୀର କଢିବାର ଏକ ଘଣ୍ଟା ମଧ୍ୟରେ ଫ୍ରିଜ୍‌ରେ ରଖିଦିଅନ୍ତୁ। ଶିଶୁକୁ ଖୁଆଇବା ପରେ ବଳକା କ୍ଷୀରକୁ ପୁନର୍ବାର ଫ୍ରିଜ୍‌ରେ ନ ରଖି ଫିଙ୍ଗି ଦିଅନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ: ମିଳିଲା ବଡ଼ ସଙ୍କେତ! ଧର୍ମେନ୍ଦ୍ରଙ୍କୁ…

ଭୁବନେଶ୍ୱର, ୩୦।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ…

କେସିଙ୍ଗା ସହର ଜଳମଗ୍ନ: ଗାଁ ଗାଁ ବୁଲିଲେ ଜିଲାପାଳ-ଅଧିକାରୀ

କେସିଙ୍ଗା,୩୦।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସବୁଠାରୁ ଜଳମଗ୍ନ ଅଞ୍ଚଳ ହେଉଛି ବେଲଖଣ୍ଡି, ହାତୀଖୋଜ, ସିର୍ଜା ପାଳି ଅଞ୍ଚଳରେ ଲଗାଣ ବର୍ଷାରେ ରାସ୍ତା ଘାଟ ଜଳମଗ୍ନ…

୨.୪୦ ଲକ୍ଷ ଟଙ୍କା ଠକେଇର ଶିକାର ହେଲେ ଏହି ଅଭିନେତ୍ରୀ: ସେନ୍ଦେହ ହେବାରୁ…

ଫିଲ୍ମ ଅଭିନେତ୍ରୀ କୀର୍ତ୍ତି କୁଲହାରି ସାଇବର ଠକେଇର ଶିକାର ହୋଇଛନ୍ତି। ଠକମାନେ ଏକ ଅନଲାଇନ ଠକେଇ ମାଧ୍ୟମରେ ତାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ପ୍ରାୟ ୨.୪୦ ଲକ୍ଷ ଟଙ୍କା…

ରିଙ୍ଗ୍‌ ରୋଡ଼ ଘାଇରେ ଭାସିଯାଇଥିଲେ କାର୍‌ ଚାଳକ ସଦାଶିବ: ୩୦ ଘଣ୍ଟା ପରେ ମୃତଦେହ ଉଦ୍ଧାର, ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ,୩୦।୭(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍‌ ରୋଡ଼ରେ ସୃଷ୍ଟି ହୋଇଥିବା ବଡ଼ ଘାଇରେ ବନ୍ୟାର ପ୍ରବଳ ସ୍ରୋତରେ ଭାସିଯାଇଥିବା ଏର୍ଟିଗା କାର୍‌ର ନିଖୋଜ ଚାଳକ ସଦାଶିବ ମହାନ୍ତିଙ୍କ…

ବାହ୍ୟ ଜଗତରୁ ବିଚ୍ଛିନ୍ନ ମଣିପୁର ଗାଁ, ରାସ୍ତା ଉପରେ ୩ ଫୁଟ୍‌ ଉଚ୍ଚର ବନ୍ୟାଜଳ

ଭାପୁର,୩୦।୭ (ପ୍ରଭାତ ବରାଡ): ଭାପୁର ପଞ୍ଚାୟତ ସମିତିର ୨୦ଗୋଟି ପଞ୍ଚାୟତ ମଧ୍ୟରୁ ପ୍ରାୟ ଚାରି ଗୋଟି ପଞ୍ଚାୟତ ଦେଇ ଓଡ଼ିଶାର ବୃହତ୍ତମ ନଦୀ ମହାନଦୀ ପ୍ରବାହିତ। ସେହି…

ମୋଦିଙ୍କ ଇନ୍‌ଷ୍ଟା ଭିଡିଓକୁ ନେଇ ଅଭିଜିତଙ୍କ କଟାକ୍ଷ, କହିଲେ-ପ୍ରଧାନମନ୍ତ୍ରୀ ପଦ ଛାଡ଼ି ଇନଫ୍ଲୁଏନ୍ସର ହୋଇଯିବା ଉଚିତ୍‌…

ନୂଆଦିଲ୍ଲୀ,୩୦।୭: କକ୍ରୋଚ ଜନତା ପାର୍ଟି (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ କହିଛନ୍ତି, ନରେନ୍ଦ୍ର ମୋଦିଙ୍କୁ ପ୍ରଧାନମନ୍ତ୍ରୀ ପଦ ଛାଡ଼ିଦେବା ଉଚିତ୍‌ ଏବଂ ଜଣେ ଇନଫ୍ଲୁଏନ୍ସର (Influencer)…

ସୁଦାମଙ୍କୁ ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌: ଆଉ ତା’ପରେ ଘଟିଲା..

ପଦ୍ମପୁର, ୩୦।୭: ପଦ୍ମପୁର ପାଟଣାଗଡ଼ ମୁଖ୍ୟ ସଡ଼କର ଦହିତା କଲେଜ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ…

ଇତିହାସ ରଚିଲା RCB: ୩୦୦ ମିଲିୟନ ଡଲାର ବ୍ରାଣ୍ଡ ଭାଲ୍ୟୁ ପାଇଥିବା ପ୍ରଥମ କ୍ରିକେଟ ଦଳ ଭାବେ ରେକର୍ଡ

ନୂଆଦିଲ୍ଲୀ,୩୦।୭: ଆଇପିଏଲ (IPL) ର ଗତ ଦୁଇଟି ସଂସ୍କରଣ (୨୦୨୫-୨୦୨୬)ର ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) କ୍ରମାଗତ ଭାବେ ଦୁଇଟି ଟାଇଟଲ ଜିତିବାରେ ତୃତୀୟ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri