କର୍ଲାମୁଣ୍ଡାରେ ୭୧ ତମ ସାଧାରଣତନ୍ତ୍ର ଦିବସ

କର୍ଲାମୁଣ୍ଡା,୨୬।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ହସ୍ପିଟାଲ ପଡ଼ିଆଠାରେ କର୍ଲାମୁଣ୍ଡା ସଦର ପଞ୍ଚାୟତ ପକ୍ଷରୁ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ସରପଞ୍ଚ କୃଷ୍ଣଚନ୍ଦ୍ର ବାଗ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ଭଲ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସିଡିପିଓ ପାର୍ବତୀ ସାହୁ, ନାଏବ ସରପଞ୍ଚ ସରିତା ସାହୁ, ଫାଣ୍ଡି ଅଧିକାରୀ ଅଧିଶ ଚନ୍ଦ୍ର ବିଶ୍ୱାସ, ଅଗ୍ନିଶମ ବିଭାଗ ଅଫିସର ଜଗଦୀଶ ମେହେର ପ୍ରମୁଖ ଯୋଗଦେଇଥିଲେ। ଶେଷରେ କୃତୀ ଛାତ୍ରୀଛାତ୍ରମାନଙ୍କୁ ପୁରସ୍କୃତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri