‘କଲଙ୍କ’ରେ ଭୂମିକାକୁ ନେଇ ଖୁସି

ମୁମ୍ବାଇ,୨୦ା୪(ଆଇଏଏନ୍‌ଏସ୍‌): ଅଭିଷେକ୍‌ ବର୍ମନଙ୍କ ଚଳଚ୍ଚିତ୍ର ‘କଲଙ୍କ’ରେ ନିଜର ଭୂମିକାକୁ ନେଇ ଅଭିନେତ୍ରୀ ସୋନାକ୍ଷୀ ସିହ୍ନା ସନ୍ତୋଷ ବ୍ୟକ୍ତ କରିଛନ୍ତି। ସେ ଏଥିରେ ଅଭିନେତା ଆଦିତ୍ୟ ରୟ କପୁରଙ୍କ ବିରୋଧରେ ସତ୍ୟ ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ତାଙ୍କର ଏହି ଭୂମିକାକୁ ସମସ୍ତେ ପ୍ରଶଂସା କରୁଥିବାରୁ ସେ ବହୁତ ଖୁସି ବୋଲି ସୋନାକ୍ଷୀ କହିଛନ୍ତି। ଅଭିନୟରେ ତାଙ୍କୁ ଅଭିଷେକ ପୂର୍ଣ୍ଣ ସହଯୋଗ କରିଛନ୍ତି। ବୁଧବାର ମୁକ୍ତିଲାଭ କରିଥିବା ଏହି ଚଳଚ୍ଚିତ୍ରରେ ଅନ୍ୟମାନଙ୍କ ମଧ୍ୟରେ ସଞ୍ଜୟ ଦତ୍ତ, ମାଧୁରୀ ଦୀକ୍ଷିତ ନେନେ, ବରୁଣ ଧାଓ୍ବନ ଏବଂ ଆଲିଆ ଭଟ୍ଟ ଅଭିନୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Aamir Khan Wedding: ୬୦ ବର୍ଷରେ ତୃତୀୟ ବିବାହ କଲେ ଆମିର, ବଧୂ ସାଜିଲେ ଗୌରୀ, ଦେଖନ୍ତୁ PHOTO

ମୁମ୍ବାଇ: ବଲିଉଡର ସୁପରଷ୍ଟାର ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ମୁମ୍ବାଇର ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ସେ ଗର୍ଲଫ୍ରେଣ୍ଡ ଗୌରୀ ସ୍ପ୍ରାଟ୍‌ଙ୍କ ସହ ତୃତୀୟ…

ବିଶିଷ୍ଟ ଲୋକ ଗାୟିକା ତୀଜନ ବାଈଙ୍କ ପରଲୋକ: ୭୦ ବର୍ଷ ବୟସରେ ଏମ୍ସ ରାୟପୁରରେ ଛାଡିଲେ ଶେଷ ନିଶ୍ୱାସ…

ନୂଆଦିଲ୍ଲୀ,୫/୭: ଖ୍ୟାତନାମା ଲୋକ ଗାୟିକା ତୀଜନ ବାଈଙ୍କର ପରଲୋକ ହୋଇଯାଇଛି। ୭୦ ବର୍ଷ ବୟସରେ ସେ ରାୟପୁର ଏମ୍ସ (AIIMS)ରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଏହି…

ତୃତୀୟ ଥର କେମିତି ପ୍ରେମରେ ପଡ଼ିଥିଲେ ଆମିର, ଜାଣନ୍ତୁ ଗୌରୀଙ୍କ ସହ ଭେଟର କାହାଣୀ-ଲଭ୍‌ଷ୍ଟୋରୀ

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ଟନିଷ୍ଟ’ ଆମିର ଖାନ ପୁଣିଥରେ ବିବାହ ବନ୍ଧନରେ ବାନ୍ଧିହେବେ। ଆସନ୍ତା ଜୁଲାଇ ୫ ତାରିଖରେ ସେ ତାଙ୍କର ଦୀର୍ଘଦିନର ବାନ୍ଧବୀ ଗୌରୀ ସ୍ପ୍ରାଟ୍‌ଙ୍କ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

‘ମୋ ବିବାହ ଜୁଲାଇରେ…’ ଗୌରୀ ସ୍ପ୍ରେଟଙ୍କ ସହିତ ଓ୍ବେଡିଂ ପ୍ଲାନ ପ୍ରକାଶ କଲେ ଆମିର

ମୁମ୍ବାଇ: ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’ ଆମିର ଖାନ ଜୁଲାଇ ୫ରେ ତାଙ୍କ ପ୍ରେମିକା ଗୌରୀ ସ୍ପ୍ରେଟଙ୍କୁ ବିବାହ କରିବାକୁ ଯାଉଛନ୍ତି। ଅଭିନେତା ପୂର୍ବରୁ ଦୁଇଥର ବିବାହ କରିଛନ୍ତି,…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ରେକର୍ଡ ଭାଙ୍ଗିବେ ଆଲିଆ

ମୁମ୍ବାଇ: ଚଳଚ୍ଚିତ୍ର ‘ଆଲ୍‌ଫା’ରେ ଅଭିନେତ୍ରୀ ଆଲିଆ ଭଟ୍ଟ ଏକ ଜବରଦସ୍ତ ଅଭିନୟ କରିଛନ୍ତି। ଏହି ଚଳଚ୍ଚିତ୍ରରେ ଆଲିଆ ଏବଂ ଶର୍ବରୀ ଓ୍ବାଘ୍‌ ଆକ୍ସନ ଭୂମିକାରେ ଅଭିନୟ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri