Posted inଖେଳ

କଲଡ୍ରୋନରେ ଅଗ୍ନି ସଂଯୋଗ କଲେ ଦିଲ୍ଲୀପ

କଟକ ଅଫିସ,୨୩ା୨- ଭାରତୀୟ ତୀରନ୍ଦାଜ ମୁସ୍କାନ କିରାର୍‌ଙ୍କ ଦ୍ୱାରା ଉଦ୍‌ଘାଟନୀ ଉତ୍ସବର ମଶାଲ ରିଲେ ଆରମ୍ଭ ହୋଇଥିଲା। ପରେ ଏହାକୁ ଧରିଥିଲେ ସନ୍ତରଣକାରୀ ଏସ.ପି ଲିକିଥ। ଶେଷର ଅଲିମ୍ପିଆନ ଦିଲ୍ଲୀପ ତିର୍କୀ ମଶାଲକୁ ନେଇ କଲଡ୍ରୋନରେ ରଖିଥିଲେ।
ସୋନା-ରାମଙ୍କ ଖେଲେଙ୍ଗେ ସାନ୍‌ ସେ…
ବଲିଉଡ କଣ୍ଠଶିଳ୍ପୀ ତଥା ଓଡ଼ିଆ ଝିଅ ସୋନା ମହାପାତ୍ର ଓ ସଙ୍ଗୀତ ନିର୍ଦ୍ଦେଶକ ରାମ ସମ୍ପଥଙ୍କ ଯୁଗଳବନ୍ଦୀରେ ପରିବେଷଣ ହୋଇଥିଲା ଖେଲେଙ୍ଗେ ସାନ୍‌ ସେ.. ଗୀତ। ଉପସ୍ଥିତ ଦର୍ଶକ ଏହି ଗୀତରେ ଝୁମିବା ସହ ଶେଷରେ କଣ୍ଠଶିଳ୍ପୀ ସୋନାଙ୍କ ସହ ତାଳ ମିଶାଇ ଗାଇଥିଲେ ଅଗଣିତ ଶ୍ରୋତା।
ଚମତ୍କାର ଥିଲା ଓଡ଼ିଶୀ ଫ୍ୟୁଜନ
ଓଡ଼ିଶୀ ନୃତ୍ୟ ମାଧ୍ୟମରେ ଆରମ୍ଭ ହୋଇଥିଲା ଉତ୍ସବ। ପ୍ରତିଷ୍ଠିତ ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ଅରୁଣା ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ୧୦୦ଜଣ ନୃତ୍ୟଶିଳ୍ପୀ ଚମତ୍କାର ନୃତ୍ୟ ପ୍ରଦର୍ଶନ କରିଥିଲେ। ପ୍ରାୟ ୨୦ ମିନିଟ ଧରି ଓଡ଼ିଶୀ ନୃତ୍ୟ ସହ ଅନ୍ୟ ପାରମ୍ପରିକ ନୃତ୍ୟର ଫ୍ୟୁଜନ ଉପସ୍ଥିତ ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ବଲିଉଡର ଆଗଧାଡ଼ିର କଣ୍ଠଶିଳ୍ପୀ ନାକାସ୍‌ ଅଜିଜ୍‌ ପ୍ରତିଯୋଗିତାର ଥିମସଙ୍ଗ ପରିବେଷଣ କରିଥିବା ବେଳେ କୋରିଓଗ୍ରାଫର ଟେରେନ୍ସ ଲୁଇସ୍‌ଙ୍କ ଡ୍ୟାନ୍ସଗ୍ରୁପ ନୃତ୍ୟ ପରିବେଷଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କୋଲକାତା ସାମ୍ନାରେ ୧୯୬ ରନ ଲକ୍ଷ୍ୟ ରଖିଲା ମୁମ୍ବାଇ ଇଣ୍ଡିଆନ୍ସ

ଆବୁଧାବି, ୨୩।୯: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୧୩ତମ ସିଜନର ୫ମ ମୁକାବିଲାରେ ବୁଧବାର ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟ୍‌ ରାଇଡର୍ସ...

ଅଷ୍ଟ୍ରେଲିଆ ସ୍ଥିତି ମଜଭୁତ: ଉଇକେଟ୍‌ ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ

ଅହମ୍ମଦାବାଦ,୧୦।୩: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଚତୁର୍ଥ ତଥା ଅନ୍ତିମ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି।...

ପଦାର୍ପଣରେ ଫିକା ପ୍ରଦର୍ଶନ

ମେଲବୋର୍ନ,୧୮।୧: ପ୍ରଥମ ଭାରତୀୟ ପୁରୁଷ ଖେଳାଳି ଭାବେ ଉନ୍ମୁକ୍ତ ଚାନ୍ଦ ଅଷ୍ଟ୍ରେଲିଆର ବିଗ୍‌ ବାଶ୍‌ ଲିଗ୍‌ (ବିବିଏଲ୍‌)ରେ ପଦାର୍ପଣ କରିଛନ୍ତି। କିନ୍ତୁ ଭାରତୀୟ କ୍ରିକେଟର ଭାବେ...

ଲାୟନ୍ସ, ଜାଗୁଆର୍ସ ବିଜୟୀ

ଭୁବନେଶ୍ୱର, ୨୪।୬: ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ୨ଟି ଓସିଏଲ୍‌ (ଓଡ଼ିଶା କ୍ରିକେଟ ଲିଗ୍‌) ମ୍ୟାଚରେ ଲାୟନ୍ସ ଓ...

ଇତିହାସର କଥା

ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫଆଇଏଚ୍‌) ଆନୁକୂଲ୍ୟରେ ୧୯୭୧ରେ ଆରମ୍ଭ ହୋଇଥିଲା ହକି ବିଶ୍ୱକପ। ପ୍ରତିଯୋଗିତାର ସର୍ବ ପ୍ରଥମ ସଂସ୍କରଣରେ ପାକିସ୍ତାନ ପିନ୍ଧିଥିଲା ବିଜୟ ମୁକୁଟ। ସ୍ପେନର...

‘ହିନ୍ଦୁ-ମୁସ୍‌ଲିମ୍‌ ଛାଡ଼ି ମଣିଷ ହେବାର ସମୟ ଆସିଯାଇଛି’

ଲାହୋର,୨୩।୩- କରୋନା ଭାଇରସ୍‌ ଧୀରେ ଧୀରେ ପୂରା ବିଶ୍ୱକୁ ଗ୍ରାସ କରିଚାଲିଛି। ଏପର୍ଯ୍ୟନ୍ତ ୧୯୨ ଦେଶରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଛନ୍ତି। ଏଭଳି ସ୍ଥିତିରେ ହିନ୍ଦୁ-ମୁସ୍‌ଲିମ୍‌...

ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌: ହରମନପ୍ରୀତ, ବୋଲରଙ୍କ ଦମ୍‌ରେ ଜିତିଲା ଭାରତ

କାନବେରା,୩୧।୧- ଭାରତୀୟ ମହିଳା ଦଳ ଚଳିତ ତ୍ରିରାଷ୍ଟ୍ରୀୟ ଟି୨୦ ସିରିଜ୍‌ରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ପ୍ରଥମେ ବୋଲରଙ୍କ ଜବରଦସ୍ତ ବୋଲିଂ ଓ ପରେ...

ଅଭ୍ୟାସ ମ୍ୟାଚ୍‌ରେ ବି ଫେଲ୍‌ ମାରିଲେ ରୋହିତ, ପୂଜାରା

ଡର୍ହାମ,୨୦।୭: ଚେଷ୍ଟର ଲେ-ଷ୍ଟ୍ରିଟ୍‌ସ୍ଥିତ ରିଭରସାଇଡ୍‌ ଗ୍ରାଉଣ୍ଡରେ ମଙ୍ଗଳବାରଠାରୁ କାଉଣ୍ଟି ସିଲେକ୍ଟ ଏକାଦଶ ଓ ଭାରତୀୟ ଦଳ ମଧ୍ୟରେ ଆରମ୍ଭ ହୋଇଛି ୩ ଦିନିଆ ଅଭ୍ୟାସ ମ୍ୟାଚ୍‌।...

Advertisement
Archives

Model This Week