କଲଭର୍ଟ ତଳୁ ଯୁବକଙ୍କ ମୃତଦେହ ଉଦ୍ଧାର

ପାଟଣା,୧୯ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ନିକଟରେ ଏକ କଲଭର୍ଟ ତଳୁ ଗୁରୁବାର ସକାଳୁ ଜଣେ ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଜଣକ ହେଉଛନ୍ତି ଚିଲିଦା ଗ୍ରାମର ପ୍ରଦୀପ କୁମାର ମହାନ୍ତ। ସେ ଚେନ୍ନାଇରେ ଏକ ଘରୋଇ କମ୍ପାନିରେ ଗାଡ଼ିଚାଳକ ଭାବରେ କାର୍ଯ୍ୟ କରୁଥିଲେ। ବୁଧବାର ସେ ଘରକୁ ଫେରୁଥିଲେ। ତେବେ ଆଜି ସକାଳୁ ତାଙ୍କର ମୃତଦେହ ରାସ୍ତାକଡ଼ ଏକ କଲଭର୍ଟ ତଳୁ ଉଦ୍ଧାର ହୋଇଛି। ତାଙ୍କୁ କେହି ଦୁର୍ବୃତ୍ତ ହତ୍ୟା କରି ଏଠାରେ ପକାଇ ଦେଇଛନ୍ତି କିମ୍ବା ଅଜଣା ଗାଡ଼ି ଦୁର୍ଘଟଣାରେ ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ଜଣାପଡ଼ିନାହିଁ। ପରିବାର ଲୋକେ ଏହାକୁ ସୁପରିକଳ୍ପିତ ହତ୍ୟା କହୁଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଲୋଗୋରେ ପକ୍ଷୀ, ନାଲି କଙ୍କଡ଼ା ଉଭାନ୍‌

କେନ୍ଦ୍ରାପଡ଼ା ଅଫିସ,୨୧ା୯:କେନ୍ଦ୍ରାପଡ଼ା ବନ ବିଭାଗ ପକ୍ଷରୁ ଜାତୀୟ ଉଦ୍ୟାନ ଭିତରକନିକାର ଦୁଇଟି ନୂଆ ଲୋଗୋ ଉନ୍ମୋଚିତ ହୋଇଛି। ପ୍ରଥମ ଲୋଗୋରେ ବିରଳ ଅଲିଭ ରିଡ୍‌ଲେ କଇଁଛ...

ଲାଞ୍ଚ ନେବାବେଳେ ଧରାପଡ଼ିଲେ ଅଗ୍ନିଶମ ଅଧିକାରୀ

ଭଦ୍ରକ ଅଫିସ, ୧୪।୬ – ଗୁରୁବାର ସନ୍ଧ୍ୟାରେ ଭଦ୍ରକ ଅଗ୍ନିଶମ ଅଧିକାରୀ ସଂଗ୍ରାମ କୁମାର ହଁାସଦା ୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ...

ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା

ଗୁଣୁପୁର, ୨୬।୧୦(ଡି.ଏନ୍‌.ଏ.): ରାୟଗଡ଼ା-ଗଜପତି ଜିଲା ସୀମାନ୍ତ କତାଗୁଡା ଘାଟିରେ ସୋମବାର ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣ ଗୁରୁତର ହୋଇଥିବା ବେଳେ ୫...

ଡମ୍ପର ଧକ୍କାରେ ଅଙ୍ଗନଓ୍ବାଡି ଛାତ୍ରୀଙ୍କ ଜୀବନଗଲା

ବନ୍ତ,୨୯ା୫(ଡି.ଏନ୍‌.ଏ./ସ୍ବ.ପ୍ର.) : ଭଦ୍ରକ ଜିଲା ଆଗରପଡ଼ା ଥାନା ଅଧୀନ ଆଗରପଡ଼ା-କୁପାରୀ ରାସ୍ତାର କାଣ୍ଡବା ପୋଲ ନିକଟସ୍ଥ ପେଟ୍ରୋଲ ଟାଙ୍କି ଛକ ନିକଟରେ ବୁଧବାର ସକାଳ ସାଢ଼େ...

‘ଗୋନାସିକା’ ମହୋତ୍ସବରେ ବିକାଶର ବାର୍ତ୍ତା: ଉଦ୍‌ଯାପନ ମହୋତ୍ସବରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ, ୨୬ ପର୍ଯ୍ୟନ୍ତ ଚାଲିବ ପଲ୍ଲୀଶ୍ରୀ ମେଳା

କେନ୍ଦୁଝର, ୨୫ା୧୨(ଡି.ଏନ୍‌.ଏ.)-କେନ୍ଦୁଝର କାଳୀପଡିଆଠାରେ ‘ଗୋନାସିକା କେନ୍ଦୁଝର ମହୋତ୍ସବ’ ମଙ୍ଗଳବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଛି। ମେଳା ପରିସରରେ ଅନୁଷ୍ଠିତ ‘ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା-୨୦୧୯’ ଆସନ୍ତା ୨୬ ତାରିଖ...

ବଦଳୁନି ଆଦିବାସୀଙ୍କ ଜୀବନଧାରା

କେନ୍ଦୁଝର, ୧୦ା୮(ସ୍ବ.ପ୍ର.)-ଆଦିବାସୀଙ୍କ ବିକାଶ ଲାଗି ସରକାର ଯୋଜନା ପରେ ଯୋଜନା କରିଚାଲିଛନ୍ତି, ହେଲେ ଉପଯୁକ୍ତ ତଦାରଖ ଅଭାବରୁ ସେସବୁ ଫଳପ୍ରଦ ହେଉନାହିଁ। ଫଳରେ ସେମାନଙ୍କ ଜୀବନଧାରା...

ପ୍ରଧାନମନ୍ତ୍ରୀକୁଁ ଦୁଇ ବହେନ୍‌କଁର ଚିଠି ଘଟ୍‌ନା: ପାଏନ୍‌ ନମୁନା ଠୁଲାଲା ଜଳଯୋଗାଣ ବିଭାଗ

ଅମରପାଲି, ୧୩।୩ (ଡି.ଏନ୍‌.ଏ.)- ନିଜର ଅଂଚଲରେ ବହପୁଥିବାର କିଡ୍‌ନୀ ରୋଗ୍‌ର ପରତିକାର ଆର ନିରମଲ ପିଇଲା ପାଏନ୍‌ ଯୁଗେଇ ଦେବାକେ ମାର୍ଚ୍ଚ ୩ ତାରିଖ ପ୍ରଧାନମନ୍ତ୍ରୀ...

ରାଜ୍ୟ କ୍ୟାବିନେଟ ବୈଠକ: କନ୍ଧମାଳକୁ ୨ ପାନୀୟ ଜଳ ପ୍ରକଳ୍ପ ଅନୁମୋଦନ

ବାଲିଗୁଡା,୧୦।୨(ଡି.ଏନ୍‌.ଏ.): ରାଜ୍ୟ କ୍ୟାବିନେଟ ବୈଠକରେ କନ୍ଧମାଳ ଜିଲା ପାଇଁ ୨ଟି ପାନୀୟ ଜଳ ପ୍ରକଳ୍ପ ଅନୁମୋଦିତ ହେବା ପରେ ଜିଲା ବିଜେଡି ପକ୍ଷରୁ ଏକ ଖବରଦାତା...

Advertisement


Archives

Model This Week