କଲମ୍ବୋ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨୯୦ରେ ପହଞ୍ଚିଲା; ୨୪ ସନ୍ଦିଗ୍ଧଙ୍କୁ ପଚରାଉଚରା ଜାରି

କଲମ୍ବୋ,୨୨।୪: ଶ୍ରୀଲଙ୍କା କଲମ୍ବୋର ୩ ଚର୍ଚ୍ଚ ଏବଂ ୩ଟି ହୋଟେଲରେ ସିରିଜ୍‌ ବୋମା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୨୯୦କୁ ବୃଦ୍ଧି ପାଇଛି। ସେହିପରି ଆହତଙ୍କ ସଂଖ୍ୟା ୪୫୦ ଟପିଛି। ଆହତଙ୍କୁଚିକିତ୍ସା ପାଇଁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଧାନୀ କଲମ୍ବୋ ସମେତ ୬ଟି ସ୍ଥାନରେ ଏଭଳି ୮ଟି ବିସ୍ଫୋରଣ ରବିବାର ଘଟିଥିଲା। ଏହି ମାମଲାରେ ପୋଲିସ ୨୪ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରି ପଚରାଉଚରା ଜାରି ରଖିଛି। ଇତିମଧ୍ୟରେ ଅନୁସନ୍ଧାନକାରୀ ଦଳ କଲମ୍ବୋ ବିମାନ ବନ୍ଦର ପାଖରୁ ଏକ ବୋମା ଉଦ୍ଧାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

୩ୟ ବିଶ୍ୱଯୁଦ୍ଧ: ଯୁଦ୍ଧକୁ ଡେଇଁଲା ଚାଇନା! ବିଶ୍ୱରେ ଚହଳ…

ବେଜିଂ,୧୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଏକ ସାମ୍ପ୍ରତିକ ଆମେରିକାର ରିପୋର୍ଟ ଏକ ବଡ଼ ଖୁଲାସା କରିଛି। ରିପୋର୍ଟ ଅନୁଯାୟୀ, ଚାଇନା ଇରାନକୁ ସାମରିକ ଏବଂ ବୈଷୟିକ…

ଶେଷରେ ପୁଟିନଙ୍କ ସହ ଡିଲ୍‌ କରିବେ ଟ୍ରମ୍ପ! ଆଗକୁ ଯୁଦ୍ଧରେ ନୂଆ ମୋଡ…

ନୂଆଦିଲ୍ଲୀ,୧୮।୩: ମଧ୍ୟପ୍ରାଚ୍ୟରେ ହର୍ମୁଜକୁ ନେଇ ବୃଦ୍ଧି ପାଉଥିବା ଉତ୍ତେଜନା କେବଳ ତୈଳ ବଜାରକୁ ନୁହେଁ ବରଂ ବିଶ୍ୱ ରାଜନୀତିକୁ ମଧ୍ୟ ଦୋହଲାଇ ଦେଇଛି। ଏହି ସମୟରେ, ନାଟୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri