କଲମ୍ବୋ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨୯୦ରେ ପହଞ୍ଚିଲା; ୨୪ ସନ୍ଦିଗ୍ଧଙ୍କୁ ପଚରାଉଚରା ଜାରି

କଲମ୍ବୋ,୨୨।୪: ଶ୍ରୀଲଙ୍କା କଲମ୍ବୋର ୩ ଚର୍ଚ୍ଚ ଏବଂ ୩ଟି ହୋଟେଲରେ ସିରିଜ୍‌ ବୋମା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୨୯୦କୁ ବୃଦ୍ଧି ପାଇଛି। ସେହିପରି ଆହତଙ୍କ ସଂଖ୍ୟା ୪୫୦ ଟପିଛି। ଆହତଙ୍କୁଚିକିତ୍ସା ପାଇଁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଧାନୀ କଲମ୍ବୋ ସମେତ ୬ଟି ସ୍ଥାନରେ ଏଭଳି ୮ଟି ବିସ୍ଫୋରଣ ରବିବାର ଘଟିଥିଲା। ଏହି ମାମଲାରେ ପୋଲିସ ୨୪ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରି ପଚରାଉଚରା ଜାରି ରଖିଛି। ଇତିମଧ୍ୟରେ ଅନୁସନ୍ଧାନକାରୀ ଦଳ କଲମ୍ବୋ ବିମାନ ବନ୍ଦର ପାଖରୁ ଏକ ବୋମା ଉଦ୍ଧାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଶୌଚାଳୟରେ ହେଲା ବିବାହ

ବିବାହ ଜୀବନର ଟର୍ଣ୍ଣିଂ ପଏଣ୍ଟ ବୋଲି କୁହାଯାଏ। କାରଣ ବିବାହ ପରେ ଉଭୟ ବରକନ୍ୟା ଆଉ ଏକ ନୂଆ ଜୀବନ ଆରମ୍ଭ କରିଥାଆନ୍ତି। ତେଣୁ କେତେକେ...

ଅଙ୍ଗଦାନ ପାଇଁ ସଚେତନତା: ୪ ଶହ ଦିନରେ ୪୩ ଦେଶ ଯାତ୍ରା କରି ଭେଟିଲେଣି ୭୩ ହଜାର ଲୋକଙ୍କୁ

ଓ୍ବାଶିଂଟନ,୧୯।୧: ଅଙ୍ଗଦାନ ନେଇ ସଚେତନତା ସୃଷ୍ଟି ପାଇଁ ଆମେରିକାରେ ବାସ କରୁଥିବା ଜଣେ ଭାରତୀୟ ନିଜର ପ୍ରୟାସ ଅବ୍ୟାହତ ରଖିଛନ୍ତି। ଅନୀଲ ଶ୍ରୀବାସ୍ତବ ଏବଂ ତାଙ୍କ...

କୋର୍ଟରେ ହାଜର ହେଲେ ସ୍ୟୁ ଚୀ

ନେପିତାଉ, ୨୫ା୫: ମ୍ୟାନମାର ସେନା ଶାସନ ହାତକୁ ନେବାର ପ୍ରାୟ ୪ ମାସ ପରେ ସାମ୍‌ନାକୁ ଆସିଛନ୍ତି ଗଣତନ୍ତ୍ର ସପକ୍ଷବାଦୀ ନେତ୍ରୀ ଅଙ୍ଗ୍‌ ସାନ୍‌ ସ୍ୟୁ...

ଆସନ୍ତା ସପ୍ତାହରେ ନିର୍ବାଚନ ଅଭିଯାନ ଘୋଷଣା କରିପାରନ୍ତି ଜୋ ବାଇଡେନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ତାଙ୍କ ଟିମ ଆସନ୍ତା ସପ୍ତାହରେ ପୁଣିଥରେ ତାଙ୍କ ନିର୍ବାଚନ ଅଭିଯାନ ଘୋଷଣା କରିବାକୁ ପ୍ରସ୍ତୁତ ହେଉଛନ୍ତି। ‘ଦ...

ହ୍ୟାରିଙ୍କ ପ୍ରସଙ୍ଗରେ ଜବାବ ଦେବାକୁ ରାଜପରିବାର ସ୍ଥାପନ କଲା ଭର୍ଚୁଆଲ ଓ୍ବାର ରୁମ୍‌: ଆତ୍ମଜୀବନୀ ଉପରେ ରୋକ ଲାଗିବା ଯୋଜନା…

ଲଣ୍ଡନ,୮।୧ : ବ୍ରିଟେନ ରାଜ ପରିବାରରେ ଏବେ ସଙ୍କଟ ଲାଗି ରହିଛି। ପ୍ରିନ୍ସ ହ୍ୟାରିଙ୍କ ଆତ୍ମଜୀବନୀ ସ୍ପେୟାର ନେଇ ଏଭଳି ସ୍ଥିିତି ସୃଷ୍ଟି ହୋଇଛି। ଏହା...

‘କଶ୍ମୀରକୁ ମୁକ୍ତ କରିବା ପାଇଁ ଆମ ସହ ତାଲିବାନ୍‌ ଅଛି’

ନୂଆଦିଲ୍ଲୀ,୨୫।୮: ତାଲିବାନ୍‌ ନେତାମାନେ ଆମ ସହ ଅଛନ୍ତି। ସେମାନେ କଶ୍ମୀରକୁ ସ୍ବତନ୍ତ୍ର କରିବା ଲାଗି ଆମକୁ ସାହାଯ୍ୟ କରିବେ। ଏକ ନ୍ୟୁଜ ଚ୍ୟାନେଲର ବିତର୍କ ବେଳେ...

ଓକାଲୋହୋମାର ବାର୍‌ରେ ଗୁଳିକାଣ୍ଡ: ୩ ମୃତ…

ଓ୍ବାଶିଂଟନ,୨।୪ : ଆମେରିକାରେ ଗୁଳିକାଣ୍ଡ ଘଟଣା କମିବାର ନା ଧରୁନି। ପୁଣି ଥରେ ଆମେରିକାରେ ଗୁଳିକାଣ୍ଡ ଘଟଣା ସାମ୍ନାକୁ ଆସିଛି। ଶନିବାର ରାତିରେ ଓକାଲୋହୋମାରେ ଆଉ...

ସୌଦି ଆରବ ଛାତ୍ରୀଛାତ୍ର ପଢ଼ିବେ ରାମାୟଣ, ମହାଭାରତ

ରିୟାଦ,୨୩।୪: ସୌଦି ଆରବର ଶିକ୍ଷା କ୍ଷେତ୍ରରେ ପ୍ରିନ୍ସ ମହମ୍ମଦ ବିନ ସଲମାନଙ୍କ ନୂଆ ଭିଜନର ଏକ ଅଂଶ ଭାବେ, ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ଦେଶର ସଂସ୍କୃତି ବିଷୟରେ...

Advertisement
Archives

Model This Week