କଲମ୍ବୋ ବିସ୍ଫୋରଣ: ମୃତ୍ୟୁ ସଂଖ୍ୟା ୨୯୦ରେ ପହଞ୍ଚିଲା; ୨୪ ସନ୍ଦିଗ୍ଧଙ୍କୁ ପଚରାଉଚରା ଜାରି

କଲମ୍ବୋ,୨୨।୪: ଶ୍ରୀଲଙ୍କା କଲମ୍ବୋର ୩ ଚର୍ଚ୍ଚ ଏବଂ ୩ଟି ହୋଟେଲରେ ସିରିଜ୍‌ ବୋମା ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୨୯୦କୁ ବୃଦ୍ଧି ପାଇଛି। ସେହିପରି ଆହତଙ୍କ ସଂଖ୍ୟା ୪୫୦ ଟପିଛି। ଆହତଙ୍କୁଚିକିତ୍ସା ପାଇଁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଧାନୀ କଲମ୍ବୋ ସମେତ ୬ଟି ସ୍ଥାନରେ ଏଭଳି ୮ଟି ବିସ୍ଫୋରଣ ରବିବାର ଘଟିଥିଲା। ଏହି ମାମଲାରେ ପୋଲିସ ୨୪ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରି ପଚରାଉଚରା ଜାରି ରଖିଛି। ଇତିମଧ୍ୟରେ ଅନୁସନ୍ଧାନକାରୀ ଦଳ କଲମ୍ବୋ ବିମାନ ବନ୍ଦର ପାଖରୁ ଏକ ବୋମା ଉଦ୍ଧାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେହଓ୍ବାଜଙ୍କୁ ଶପଥ ପାଠ କରାଇବେନି ରାଷ୍ଟ୍ରପତି

ଇସ୍‌ଲାମାବାଦ୍‌,୧୧।୪: ପାକିସ୍ତାନରେ ମାସକରୁ ଲାଗିରହିଥିବା ରାଜନୈତିକ ସଙ୍କଟର ଏବେ ଅବସାନ ଘଟିଛି। ସୋମବାରରୁ ପାକିସ୍ତାନରେ ଶେହଓ୍ବାଜଙ୍କ ଯୁଗ ଆରମ୍ଭ ହୋଇଛି। ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କ...

ପ୍ରଶ୍ନବାଚୀ ସୃଷ୍ଟି କରିଛି ନଓ୍ବାଜଙ୍କ ଭାଇରାଲ ଫଟୋ

ଇସ୍‌ଲାମାବାଦ,୧୪।୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ ଶରିଫଙ୍କର ଏକ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି। ଯାହା ତାଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।...

ୟୁକ୍ରେନର ଲିମାନ ସହରକୁ କବ୍‌ଜା କଲା ରୁଷିଆ

ମସ୍କୋ,୨୮ା୫: ରୁଷିଆ-ୟୁକ୍ରେନ ଯୁଦ୍ଧ ଦୀର୍ଘଦିନ ଧରି ଲାଗିଥିଲେ ମଧ୍ୟ ଶେଷ ହେବାର ନାଁ ନେଉନି। ରୁଷିଆ ସେନା କ୍ରମାଗତ ଭାବରେ ୟୁକ୍ରେନ ଉପରେ ଆକ୍ରମଣ କରିଚାଲିଛି।...

ତାଇଓ୍ବାନ୍‌ରେ ହେଲିକପ୍ଟର ଦୁର୍ଘଟଣା: ସେନାଧ୍ୟକ୍ଷଙ୍କ ସମେତ ୮ ମୃତ

ତାଇପେଇ,୩ା୧:ତାଇଓ୍ବାନର ତାଇପେଇଠାରେ ଏକ ସେନା ହେଲିକପ୍ଟର ପାହାଡରେ ପିଟିହୋଇ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଏଥିରେ ଥିବା ସେନାଧ୍ୟକ୍ଷ ଶେନ୍‌ ୟି-ମିଙ୍ଗଙ୍କ ସମେତ ୮ ସୈନ୍ୟ ପ୍ରାଣ...

ଲେଡି ଗାଗାଙ୍କ ୨ କୁକୁର ଚୋରି, ୩.୬୫ ପୁରସ୍କାର କଲେ ଘୋଷଣା

ଲସ ଆଞ୍ଜେଲସ,୨୬।୨: ଆମେରିକାର ଲସ ଆଞ୍ଜେଲସରେ ରହୁଥିବା ପପ ଗାୟିକା ଲେଡି ଗାଗାଙ୍କ କୁକୁର ପାଳକ ରୟାନ ଫିସରଙ୍କୁ ଗୁଳି କରି ତାଙ୍କର ଦୁଇଟି ଫ୍ରେଞ୍ଚ...

ଏପରି ଗାଁ ଯେଉଁଠି ପ୍ରେତାତ୍ମା ଭୟରେ ନେଲ୍‌ପଲିସ ଲଗାନ୍ତି ପୁରୁଷ…

ଥାଇଲାଣ୍ଡରର ପୁହଙ୍ଗ୍‌ ଗାଁରେ ପୁରୁଷମାନେ ପ୍ରେତାତ୍ମା ଭୟରେ ନେଲ୍‌ପଲିସ୍‌ ଲଗାଇଥାନ୍ତି। ଲୋକେ କୁହନ୍ତି ଅନେକ ବର୍ଷ ତଳେ ଗାଁରେ ଜଣେ ବିଧବା ମହିଳା ଆତ୍ମହତ୍ୟା କରିଥିଲେ।...

‘ଏଥର କ୍ଷମା ନାହିଁ: ଖୋଜିବୁ, ଦଣ୍ଡ ଦେବୁ’

ଓ୍ବାଶିଟନ୍‌,୨୭।୮: କାବୁଲର ବିମାନବନ୍ଦରରେ ଆଇଏସଆଇଏସ ଦ୍ୱାରା ହୋଇଥିବା ଆତ୍ମଘାତୀ ଆକ୍ରମଣ ପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ବାଇଡେନ କହିଛନ୍ତି,...

ତିନି କପ୍‌ରୁ ବେଶି କଫି ପିଇଲେ ଅଧାକପାଳି ବିନ୍ଧା ହୁଏ

ନ୍ୟୁୟର୍କ: କଫିପ୍ରିୟ ବ୍ୟକ୍ତିମାନେ ଟିକେ ସାବଧାନ ହୋଇଯାଆନ୍ତୁ। ଦିନକୁ ତିନି କପ୍‌ରୁ ବେଶି କଫି ପିଅନ୍ତୁନାହିଁ। ନଚେତ ଅଧାକପାଳି ବିନ୍ଧାର ଶିକାର ହୋଇପାରନ୍ତି। ଯେଉଁଦିନ ତିନିି...

Advertisement
Archives

Model This Week