Posted inଜାତୀୟ

କଲାମଙ୍କ ନାଁରେ ଦିଆଯାଉଥିବା ପୁରସ୍କାରର ନାଁ ପରିବର୍ତ୍ତନ କଲେ ଆନ୍ଧ୍ର ସରକାର

ଅମରାବତି,୫।୧୧: ଆନ୍ଧ୍ର ପ୍ରଦେଶର ଓ୍ବାଇଏସ୍‌ ଜଗନ ମୋହନ ରେଡ୍ଡି ସରକାର ଡ. ଏପିଜେ ଅବଦୁଲ କଲାମ ପ୍ରତିଭା ପୁରସ୍କାରର ନାଁ ପରିବର୍ତ୍ତନ କରିଛନ୍ତି। ଏହାକୁ ଓ୍ବାଇଏସ୍‌ଆର୍‌ ବିଦ୍ୟା ପୁରସ୍କାର ନାମ ଦିଆଯାଇଛି। ୨୦୧୯ରୁ ରାଜ୍ୟ ସରକାର ଏହି ନାଁରେ ପୁରସ୍କାର ପ୍ରଦାନ କରିବେ। ଏହା ରାଷ୍ଟ୍ରୀୟ ଶିକ୍ଷା ଦିବସ(ମୌଲାନା ଅବୁଲ କଲାମ ଆଜାଦ)ଙ୍କ ଜୟନ୍ତୀରେ ଦିଆଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମାଞ୍ଚଳରେ ୬୭.୮ ପ୍ରତିଶତଙ୍କ ହାତରେ ମୋବାଇଲ: ଏନଏସଏସ ସର୍ଭେ ରିପୋର୍ଟ…

ନୂଆଦିଲ୍ଲୀ,୧୨।୩ : ଜାତୀୟ ନମୁନା ସର୍ଭେ (ଏନଏସଏସ) ର ୭୮ ତମ ରାଉଣ୍ଡର ମଲ୍ଟିପଲ ଇଣ୍ଡିକେଟ ସର୍ଭେ (ଏମଆଇଏସ) ଉପରେ ଆଧାରିତ ରିପୋର୍ଟ ପ୍ରକାଶ ପାଇଛି।...

ଭାରତକୁ ତାଲିବାନର ଚେତାବନୀ

ନୂଆଦିଲ୍ଲୀ,୧୬ ।୮: ଆଫଗାନିସ୍ତାନରେ ପୁଣି ତାଲିବାନର ଶାସନ ଚାଲିବ । ଆତଙ୍କବାଦୀ ସଙ୍ଗଠନ ତାଲିବାନ ହାତକୁ ଦେଶର ଶାସନ ଡୋରି ଚାଲିଯାଇଛି । ରାଷ୍ଟ୍ରପତି ଅଶରଫ...

ମସ୍‌ଜିଦ ନ ଯାଇ ଘରେ ଇଦ୍‌ ପାଳିଲେ ନକ୍‌ଭି

ନୂଆଦିଲ୍ଲୀ,୨୫।୫: ସାରା ଦେଶରେ ସୋମବାର ପାଳନ କରାଯାଇଛି ପବିତ୍ର ଇଦ୍‌-ଉଲ୍‌-ଫିତର ପର୍ବ। ଚଳିତ ବର୍ଷ କରୋନା ଭାଇରସ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ ଚାଲିଥିବାରୁ ଏଥର...

ବିଏସ୍‌ପିକୁ ଝଟ୍‌କା: ଏଏପିରେ ଯୋଗଦେଲେ ନାଥୁରାମ

ନୂଆଦିଲ୍ଲୀ,୩।୨: ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବାର ୫ଦିନ ପୂର୍ବରୁ ବିଏସ୍‌ପିକୁ ବଡ଼ ଝଟ୍‌କା ଲାଗିଛି। କରାଓ୍ବଲ ନଗରରୁ ବିଏସ୍‌ପି ପ୍ରାର୍ଥୀ ଥିବା ନାଥୁରାମ କଶ୍ୟପ ଆମ...

ପଶ୍ଚିମବଙ୍ଗରେ ଭାଜପାକୁ ଝଟ୍‌କା

କୋଲକାତା,୨୧ ।୧୨: ପଶ୍ଚିମବଙ୍ଗରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ହେଲାଣି ସରଗରମ । ପ୍ରତିଦିନ ଏଠାରୁ କିଛି ନା...

ମୋଦିଙ୍କ ପରେ ଏବେ ମୁଖ୍ୟମନ୍ତ୍ରୀ ଖଟ୍ଟରଙ୍କୁ ଟକ୍କର ଦେବେ ତେଜ ବାହାଦୁର

ଚଣ୍ଡିଗଡ଼,୩୦।୯: ଖାଇବାର ଅଭିଯୋଗକୁ ନେଇ ଚର୍ଚ୍ଚାକୁ ଆସିଥିବା ନିଲମ୍ବିତ ବିଏସ୍‌ଏଫ୍‌ ଯବାନ ତେଜ ବାହଦୁର ଯାଦବ ଏବେ ହରିୟାଣା ରାଜନୀତିରେ ପାଦ ରଖିଛନ୍ତି। ଦୁଷ୍‌ୟନ୍ତ ଚୌଟାଲାଙ୍କ...

ରାଜଧାନୀରେ ନୂଆ ନିୟମ, ଲାଉଡ୍‌ସ୍ପିକର ଲଗାଇଲେ ଜରିମାନା ଲକ୍ଷେ ଟଙ୍କା…

ନୂଆଦିଲ୍ଲୀ,୧୦।୭: ଧ୍ୱନି ପ୍ରଦୂଷଣ ନେଇ ରାଜଧାନୀ ଦିଲ୍ଲୀରେ ନୂଆ ନିୟମ ଜାରି ହୋଇଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପକ୍ଷରୁ ଏସମ୍ପର୍କରେ ନିର୍ଦ୍ଦେଶ ଜାରି ହୋଇଛି।...

୬୭ ତମ ଚଳଚ୍ଚିତ୍ର ପୁରସ୍କାର ଗ୍ରହଣ କଲେ ବିଜେତା

ନୂଆଦିଲ୍ଲୀ,୨୫।୧୦: ୬୭ ତମ ଚଳଚ୍ଚିତ୍ର ପୁରସ୍କାର ସୋମବାର ପ୍ରଦାନ କରାଯାଇଛି। ଆଜି ସକାଳ ୧୧ ଟାରେ ଭିଗାନ ଭବନରେ ପୁରସ୍କାର ବିତରଣ ସମାରୋହରେ ବିଜେତାମାନଙ୍କୁ ଜାତୀୟ...

Advertisement
Archives

Model This Week