କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର : ୪ ସହପାଠୀ ଛାତ୍ର ଅଟକ, ପୋଲିସ ତନାଘନା

ସୁନ୍ଦରଗଡ଼, ୧୬।୭ (ଡି.ଏନ୍‌.ଏ.) -ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅଞ୍ଚଳରେ ଥିବା ଏକ କଲେଜର ଜଣେ ଯୁକ୍ତ ୩ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ସୋମବାର ଅପରାହ୍ନ ସାଢେ ୪ଟାରେ ସୁନ୍ଦରଗଡ଼ ସଦର ଥାନାରେ ଛାତ୍ରୀ ଅଭିଯୋଗ କରିଛନ୍ତି। ପରେ ପୋଲିସ ଏକ ମାମଲା (ନଂ.୧୨୫/୨୦୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ସନ୍ଧ୍ୟାରେ ପୋଲିସ ୪ଜଣ ଛାତ୍ରଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି। ମଙ୍ଗଳବାର ପୀଡିତା ଛାତ୍ରୀ ଓ ଅଭିଯୁକ୍ତ ଛାତ୍ରମାନଙ୍କ ଡାକ୍ତରୀମାଇନା କରାଯିବ।
ଗତ ୨୬ତାରିଖରେ ଛାତ୍ରୀ ଜଣକ ନିଜ ସହପାଠୀ ଛାତ୍ରଙ୍କ ସହ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ଅପରାହ୍ନ ସାଢେ ୪ଟାରୁ ୫ଟା ମଧ୍ୟରେ କିଞ୍ଜିରିକେଲା -ସୁନ୍ଦରଗଡ଼ ରାସ୍ତାର ଅଲେଇକେରା ଜଙ୍ଗଲ ମଧ୍ୟରେ ସହପାଠୀ ଛାତ୍ର ତାଙ୍କୁ ବଳାତ୍କାର କରିଥିଲେ। ପରେ ଅନ୍ୟ ୪ ଛାତ୍ର ପହଞ୍ଚି ବଳାତ୍କାର କରିଥିଲେ। ଘଟଣା ପରେ ଛାତ୍ରୀ ଜଣକ ଭୟଭୀତ ହୋଇପଡିଥିଲେ। ଏ ସମ୍ପର୍କରେ କାହାକୁ ଜଣାଇ ନ ଥିଲେ। ବାପ ଛେଉଣ୍ଡ ଏହି ଛାତ୍ରୀ ଜଣକ ବିଳମ୍ବରେ ଘରେ ସବୁ କଥା କହିବା ପରେ ଏହି ଘଟଣା ଥାନାକୁ ଆସିଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

କମୁଛି ସଂକ୍ରମଣ, ଆଜି ୪୮୪୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଦୈନିକ କରୋନା ସଂକ୍ରମଣ ଏବେ ତଳମୁହାଁ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୪୨ ନୂଆ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ...

୭ରେ ଏଚ୍‌ଏଲ୍‌ଟି, ଏସ୍‌ଏସ୍‌ ପରୀକ୍ଷା

କଟକ,୧।୩: ଆସନ୍ତା ମାର୍ଚ୍ଚ ୭ତାରିଖରେ ଅଷ୍ଟମଶ୍ରେଣୀ ଛାତ୍ରୀଛାତ୍ରଙ୍କ ପ୍ରଥମ ଷାଣ୍ମାସିକ ଓଡ଼ିଆ ଭାଷା ପରୀକ୍ଷା (ଏଚ୍‌ଏଲ୍‌ଟି) ଏବଂ ଦଶମ ଶ୍ରେଣୀର ପ୍ରଥମ ଏକକ ବିଷୟ (ଏସ୍‌ଏସ୍‌)...

୨୪ ଘଣ୍ଟାରେ ସର୍ବାଧିକ ଟେଷ୍ଟ: ଗୁରୁବାର ହେଲା ୨୦୨୭ ନମୂନା ପରୀକ୍ଷା

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ନମୁନା ପରୀକ୍ଷା ହୋଇଛି। ଗୁରୁବାର ୨୪୭୪ଟି ନମୁନା ପରୀକ୍ଷା ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...

୧୭ ଜିଲାରେ କରୋନା: ଚିହ୍ନଟ ହେଲେ ୧୫୫ ସଂକ୍ରମିତ

ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା...

ପାର୍ଟନରଠାରୁ ଟଙ୍କା ଆଦାୟ ଲାଗି ସୁପାରୀ ଦେଇଥିଲେ ରେଲ୍‌ଓ୍ବେ ଇଞ୍ଜିନିୟର

ସମ୍ବଲପୁର,୨୫ା୩(ବ୍ୟୁରୋ): ସମ୍ବଲପୁର ଅଇଁଠାପାଲି ଥାନା ଦାନିପାଲିରେ ଘରେ ପଶି ମହିଳାଙ୍କୁ ଆକ୍ରମଣ ଘଟଣାର ପର୍ଦ୍ଦାଫାଶ୍‌ କରିଛି ପୋଲିସ । ଜମି ବ୍ୟବସାୟରେ ଦୁଇ ପାର୍ଟନର ଡବ୍ଳ୍ୟୁ...

ଭୋଟ କେନ୍ଦ୍ରରେ ଅବ୍ୟବସ୍ଥା, ଉତ୍ତେଜନା

ସମ୍ବଲପୁର,୧୯ା୨(ବ୍ୟୁରୋ): ସମ୍ବଲପୁର ଜିଲାର ମାନେଶ୍ୱର ଓ ନାକଟିଦେଉଳ ବ୍ଲକରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶେଷ ହୋଇଛି। ମାନେଶ୍ୱର ବ୍ଲକ ସାହସପୁର ଭୋଟ କେନ୍ଦ୍ରରେ ଅବ୍ୟବସ୍ଥା...

ବରିଷ୍ଠ କୃଷି ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଦୁର୍ନୀତି ଏବଂ ଅସଦାଚରଣ ଭଳି କାର୍ଯ୍ୟ ପାଇଁ ରାଜ୍ୟ ସରକାର ଶୂନ ସହନଶୀଳତା ନୀତି ଅବଲମ୍ବନ କରିଛନ୍ତି। ଜଣେ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିବା...

ମଙ୍ଗଳବାର ମୁଣ୍ଡଳୀରେ ପହଞ୍ଚିବ ହୀରାକୁଦର ବନ୍ୟାଜଳ

ସମ୍ବଲପୁର,୧୦।୭: ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ରବିବାର ପୂର୍ବାହ୍ନ ୧୧ଟାରେ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛଡାଯିବ। ଏନେଇ ପ୍ରସ୍ତୁତି ଆରମ୍ଭ କରିଛନ୍ତି ଡ୍ୟାମ କର୍ତ୍ତୃପକ୍ଷ।...

Advertisement
Archives

Model This Week