କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ, ଦିଗପହଣ୍ଡି ଥାନାରେ ଏତଲା

ଦିଗପହଣ୍ଡି,୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗ୍ରାମର ଜଣେ କଲେଜ ଛାତ୍ରୀଙ୍କୁ ଅପହରଣ କରାଯାଇଥିବା ନେଇ ଛାତ୍ରୀଙ୍କ ବାପା ବୁଧବାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ, କଲେଜରେ ଯୁକ୍ତ ୨ରେ ପଢ଼ୁଥିବା ଛାତ୍ରୀଜଣଙ୍କ ଗତ ଶନିବାର କଲେଜ ଯାଇ ଆଉ ଘରକୁ ଫେରି ନାହାନ୍ତି। ପରିବାରଲୋକେ ୪ଦିନ ଧରି ବିଭିନ୍ନ ଗ୍ରାମକୁ ଯାଇ ଖୋଜାଖୋଜି କରିଥିଲେ ମଧ୍ୟ ଅପହୃତା ଛାତ୍ରୀଙ୍କ ସନ୍ଧାନ ମିଳିପାରିନାହିଁ। ତେବେ ଗ୍ରାମ ନିକଟ ଅନ୍ୟ ଏକ ଗାଁର ଭିନ୍ନ ଜାତିର ଜଣେ ଯୁବକ ତାଙ୍କୁ ଅପହରଣ କରି ନେଇଥିବା ଦର୍ଶାଯାଇଛି। ପୋଲିସ ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ପୋଡ଼ି ହୋଇ ମହିଳା ଜୀବନ୍ତଦଗ୍ଧ

ପଟ୍ଟାମୁଣ୍ତାଇ ୧୯।୩(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ତାଇ ଆଦର୍ଶ ଥାନା ବାଲିକଣା ପଞ୍ଚାୟତର ବଢ଼େଇପଡ଼ା ଗାଁରେ ପାରିବାରିକ କଳହକୁ କେନ୍ଦ୍ରକରି ବୁଧବାର ରାତିରେ ଏକ ଦୁଃଖଦ ଘଟଣା...

ଖଟୁଆକୁଦା ସ୍କୁଲ ପ୍ରଧାନଶିକ୍ଷକଙ୍କ ବଦଳି ଦାବି ଜୋର ଧରିଲା, ବିଇଓ ଅଫିସରେ ଫେରାଦ ହେଲେ ଗ୍ରାମବାସୀ

ଗଞ୍ଜାମ,୨୪।୫(ଡି.ଏନ.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ଖଟୁଆ କୁଦା ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ବଦଳି ଦାବି ଜୋର ଧରିଛି। ସ୍କୁଲ...

ହାଥରସ ଗଣବଳାତ୍କାର ଘଟଣା: ଆସିଲା ମେଡିକାଲ ରିପୋର୍ଟ, ହୋଇନି ବଳାତ୍କାର, ଜାଣନ୍ତୁ କ’ଣ ରହିଛି କାରଣ

ଲକ୍ଷ୍ନୌ,୧ା୧୦: ହାଥରସ ଯୁବତୀ ବଳାତ୍କାର ଘଟଣାର ମେଡିକାଲ ରିପୋର୍ଟ ଆସିଛି। ଏହି ରିପୋର୍ଟ ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେବା ଭଳି ଆସିଛି। ରିପୋର୍ଟରେ ଯୁବତୀଙ୍କୁ ଗଣବଳାତ୍କାର ହୋଇ...

ଆଇଓସିଏଲ୍‌ ପାଇପ୍‌ କାଟି ତେଲ ଚୋରି

ବାସୁଦେବପୁର,୧୩ା୬(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅନ୍ତର୍ଗତ ଶୁଙ୍ଗୁଡ଼ା ଗ୍ରାମ ଦେଇ ବିଲ ମଧ୍ୟରେ ଯାଇଥିବା ଆଇଓସିଏଲ୍‌ର ପାଇପ୍‌ କାଟି ବୁଧବାର ରାତିରେ କେହି...

ଚମ୍ପୁଆ ସେକ୍ସନରେ ୧୭ ହାତୀ

ଚମ୍ପୁଆ, ୬।୫(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବନାଞ୍ଚଳକୁ ପୁଣି ଲେଉଟିଲେ ହାତୀ ପଲ। ୨ ଦିନ ହେବ ଏହି ହାତୀ ପଲ ଚମ୍ପୁଆ ଓ ଉଖୁଣ୍ଡା ସେକ୍ସନ...

୧୭,୦୦୦ ଫାଭିପିରାଭିର ଟାବ୍‌ଲେଟ୍‌ ଜବତ

କଟକ ଅଫିସ,୧୨ା୬: କଟକ କନିକା ଛକରେ ଥିବା ଏକ ମେଡିସିନ ଗୋଦାମ ଉପରେ ଶୁକ୍ରବାର ରାଜ୍ୟ ଡ୍ରଗ୍ସ କଣ୍ଟ୍ରୋଲର ପକ୍ଷରୁ ଚଢାଉ କରାଯାଇଛି। ସେଠାରୁ ପ୍ରାୟ...

ହାତୀ ଆକ୍ରମଣରେ ୨ ମୃତକ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା

ବଡ଼ଗାଁ,୨୬ା୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବନଖଣ୍ଡ ଅଧୀନରେ ହାତୀ ଉପଦ୍ରବ ପ୍ରତିବର୍ଷ ଦେଖିବାକୁ ମିଳିଥାଏ। ଏଥିଯୋଗୁ ବହୁ ଧନ, ଜୀବନ ହାନି ହୋଇଥାଏ। ଗତବର୍ଷ ହାତୀ...

ଘରକୁ ଫେରିପାରୁ ନ ଥିଲେ ୩ ସନ୍ତାନ ଜନ୍ମ ଦେଇଥିବା ପ୍ରସୂତୀ: ମହିଳାଙ୍କୁ ସହଯୋଗର ହାତ ବଢାଇଲେ ପ୍ରଭାତ

କଟକ ଅଫିସ,୧୨।୪: ଏସ୍‌ସିବି ମେଡିିକାଲରୁ ଡିସଚାର୍ଜ ହୋଇଥିଲେ ମଧ୍ୟ ଘରକୁ ଫେରି ପାରୁ ନ ଥିବା ଜଣେ ମହିଳାଙ୍କୁ ସହାୟତାର ହାତ ବଢ଼ାଇଛନ୍ତି ପୂର୍ବତନ ବିଧାୟକ...

Advertisement
Archives

Model This Week