କଳାକାର ପରିବାର ପାଇଁ ନୁହେଁ ଦୃଢ଼ ଇଚ୍ଛାଶକ୍ତି ଯୋଗୁ ବଲିଉଡ୍‌ ଦୁନିଆରେ ସ୍ଥାନ ମିଳିଛି: ସୋନମ

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ଏବେ ତାଙ୍କର ଅପ୍‌ କମିଂ ଫିଲ୍ମ ‘ଦ ଜୋୟା ଫେକ୍ଟର’ ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମ ସେପ୍ଟେମ୍ବର ୨୦ରେ ରିଲିଜ୍‌ ହେବ। ଏଥିରେ ସୋନମ ମୁଖ୍ୟ ଭୂମିକାରେ ନଜରକୁ ଆସିଥିବା ବେଳେ ତାଙ୍କ ବିପକ୍ଷରେ ସାଉଥ୍‌ ସୁପରଷ୍ଟାର ଦୁଲକର ସଲମାନଙ୍କୁ ଦେଖିବାକୁ ମିଳିଛି। ଏହି ଫିଲ୍ମଟି ଲେଖିକା ଅନୁଜା ଚୌହାନଙ୍କ ଏକ ବହିର ଗଳ୍ପକୁ ନେଇ ଆଧାରିତ। ତେବେ ଏହା ଭିତରେ ସୋନମ ବଲିଉଡ୍‌ର ସବୁଠାରୁ ବିବାଦୀୟ ପ୍ରସଙ୍ଗ ପ୍ରିୟାପ୍ରୀତି ତୋଷଣ ଉପରେ ମତ ରଖିଛନ୍ତି। ନିକଟରେ ସୋନମ ଏକ ସାକ୍ଷାତ୍‌କାରରେ କହିଛନ୍ତି, କଳାକାର ପରିବାରରୁ ଆସିଥିବାରୁ ବହୁ ଲାଭ ମିଳିଛି, ହେଲେ ଦାୟିତ୍ୱ ମଧ୍ୟ ରହିଛି। ବାପା ପରିବାର ଲୋକଙ୍କୁ ସମସ୍ତ ସୁବିଧା ଯୋଗାଇଦେବା ପାଇଁ ବହୁ କଷ୍ଟ କରିଛନ୍ତି। ତେଣୁ ଯଦି ଆମକୁ ସୁଯୋଗ ମିଳିଛି ତେବେ ଏହାକୁ ମଞ୍ଜୁର ଭାବେ ଗ୍ରହଣ କରିବା ଉଚିତ ନୁହେଁ। କାରଣ ବାପା ମୋ ଫୋନ ନମ୍ବର କାହାକୁ ଦେଇ ନ ଥିଲେ। ଆଜି ମୁଁ ଯେଉଁଠି ଅଛି ଯାହା ବି ଅଛି ସେସବୁ ଦୃଢ଼ ଇଚ୍ଛାଶକ୍ତି ବଳରେ ହାସଲ କରିଛି ବୋଲି ସୋନମ କହିଛନ୍ତି। ଅନ୍ୟପଟେ ଦୁଲକର କହିଛନ୍ତି, ବହୁ ଲୋକ ପ୍ରିୟାପ୍ରୀତି ତୋଷଣର ଠିକ୍‌ ଅର୍ଥ ନ ଜାଣି ଏହାକୁ ବ୍ୟବହାର କରିଥାନ୍ତି। ଫଳରେ ଏହି ଶବ୍ଦର ନକାରତ୍ମକ ଭାବନା ଆସିଥାଏ ବୋଲି ଦୁଲକର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

ହଠାତ୍ ଅବସର ଘୋଷଣା କଲେ ଏହି ବରିଷ୍ଠ କ୍ରିକେଟର, ପୂର୍ବତନ ଖେଳାଳିଙ୍କୁ କଲେ ଟାର୍ଗେଟ୍

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆର ଭେଟେରାନ ବ୍ୟାଟ୍ସମ୍ୟାନ୍ ଉସମାନ ଖ୍ୱାଜା ଆସନ୍ତା ସିଡନୀ କ୍ରିକେଟ୍ ଗ୍ରାଉଣ୍ଡ (SCG)ରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଆଶେସ୍...

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

ଚିଲିକାରେ ଭସାପୋଲ ଅଘଟଣ ପରେ ବଡ଼ ନିଷ୍ପତ୍ତି, ୧୧ଟା ଯାଏ ଡ଼ଙ୍ଗା…

କୃଷ୍ଣପ୍ରସାଦ,୨।୧: ଗୁରୁବାର ଚିଲିକାରେ ଭସାପୋଲରୁ ଖସି ଜଣେ ଯାତ୍ରୀଙ୍କର ଜୀବନ ଯାଇଥିଲା । ଏହାପରେ ଆଜି ବଡ଼ ନିଷ୍ପତ୍ତି ନିଆଯାଇଛି । ଦିନ ୧୧ଟା ଯାଏଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri