କଳାକାରଙ୍କ ପାଇଁ ନିଜ ଧନସମ୍ପତ୍ତି ଦାନ କରିଦେଇଥିଲେ ଖାୟାମ୍‌

ଦିଲ୍‌ କ୍ୟା ଚିଜ୍‌ ହୈ ଆପ୍‌ ମେରି ମାନ୍‌ ଲିଜିୟେ..(ଉମରାଓ ଜାନ୍‌), ସିନେ ମେ ଜଲନ୍‌ ଆଁଖୋ ମୈ ତୁଫାନ୍‌ ସା(ଗମନ) ଭଳି ଶହ ଶହ ସଙ୍ଗୀତର ସ୍ରଷ୍ଟା ଖାୟମ୍‌ ଆଉ ନାହାନ୍ତି। ୯୨ ବର୍ଷ ବୟସରେ ସେ ଆରପାରିକୁ ଚାଲିଯାଇଛନ୍ତି। କିନ୍ତୁ ତାଙ୍କ କଳା ଚିରଦିନ ପାଇଁ ଅମର ରହିବ ଏଥିରେ ସନ୍ଦେହ ନାହିଁ। ସେ କେବଳ ଜଣେ କଳାକାର ନ ଥିଲେ, ସେ ନିଜ ଜୀବନକୁ ଗରିବଙ୍କ ପାଇଁ ଉତ୍ସର୍ଗ କରିଦେଇଥିଲେ। ଅଧିକାଂଶ ସମୟରେ ସେ ନିଜ ଅର୍ଜିତ ଧନକୁ ଦାନ କରିଦେଉଥିଲେ। ନିଜ ୮୯ତମ ଜନ୍ମଦିନରେ ସେ ନିଜର ୧୦ କୋଟି ଟଙ୍କାର ସମ୍ପତ୍ତି ନୂଆ କଳାକାରଙ୍କ ଉନ୍ନତି ପାଇଁ ଦେଇଥିଲେ। ସେହିପରି ନିଜ ୯୨ତମ ଜନ୍ମଦିନରେ ପୁଲଓ୍ବାମାରେ ଶହୀଦ ହୋଇଥିବା ପରିବାରଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନବାଡି ସଂଘର ବଡ଼ ଘୋଷଣା: ଏହିଦିନ ହେବ ରାଲି

ଗୁଡାରି,୨୬।୭(ପ୍ରମୋଦ କୁମାର ପତି ): ରବିବାର ଗୁଡାରି ବ୍ଲକ ଅଙ୍ଗନବାଡି ସଂଘ ପକ୍ଷରୁ ସ୍ଥାନୀୟ ଦୁର୍ଗାପୂଜା ମଣ୍ଡପରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଙ୍ଘର ନିଷ୍ପତ୍ତି…

ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ମେସେଜ୍‌: ସରକାରଙ୍କ ଲକ୍ଷ୍ୟ ହେଉଛି ପ୍ରତ୍ୟେକ ଯୁବକଙ୍କୁ…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ‘ବିକଶିତ ଭାଇବ୍ରାଣ୍ଟ ଭିଲେଜ ପ୍ରୋଗ୍ରାମ ୨୦୨୬’ ଅଧୀନରେ ରବିବାର ଯୁବକମାନଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା ଉପରେ…

ଅଞ୍ଚଳରେ ଚାଞ୍ଚଲ୍ୟ: ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ହାଣିଲେ, ଲୋକେ ପାଟିକରିବାରୁ…

ପୁରୁଷୋତ୍ତମପୁର,୨୬।୭( ସବିତାମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର କାଳୀମନ୍ଦିର ଛକ ନିକଟରେ ସ୍ପଷ୍ଟ ଦିବାଲୋକରେ ଜଣେ ଯୁବକଙ୍କୁ ଖଣ୍ଡାରେ ନିର୍ମମ ଭାବରେ ହାଣି ହତ୍ୟା ଉଦ୍ୟମ କରିବା…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ି ଚାଲିଗଲା ପ୍ରାଣ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଜକା ଗ୍ରାମରେ ଅଭାବନୀୟ ଘଟଣା। ବିଲକୁ କାମ କରିବାକୁ ଯାଇ ପୋଖରୀରେ ଗାଧୋଉଥିବା ବେଳେ ଗୋଡ଼ ଖସି…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri