କଳାକାର ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

କେନ୍ଦୁଝର,୧୧ା୬(ସ୍ବ.ପ୍ର.): ପଞ୍ଜୀକରଣ ଦେୟ ଆଦାୟକୁ ନେଇ କଳାକାର ସଂଘ ପକ୍ଷରୁ ଗୁରୁବାର ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। କରୋନା ଲକ୍‌ଡାଉନ୍‌ ପାଇଁ କଳାକାରମାନେ କାମ ନ ପାଇ ବହୁ ସମସ୍ୟାରେ ରହୁଥିବା ବେଳେ ଆର୍ଥିକ ସହାୟତା ଦେବା ପରିବର୍ତ୍ତେ ନାମ ପଞ୍ଜୀକରଣ ପାଇଁ ୫୦ ଟଙ୍କା ଆଦାୟ କରାଯାଉଥିବାରୁ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ଏହାଦ୍ୱାରା ବହୁ କଳାକାର ପଞ୍ଜୀକରଣ କରିପାରୁନାହାନ୍ତି ବୋଲି ସେମାନେ କହିଛନ୍ତି। ଏଣୁ ଏହାର ସୁବିଚାର କରି ସହାୟତା ପ୍ରଦାନ କରିବାକୁ ନିବେଦନ କରିଛନ୍ତି। କେନ୍ଦୁଝର ଜିଲା କଳାକାର ସଂଘର ନିର୍ମଳ ନାୟକ ସମେତ କଣ୍ଢେଇ ନୃତ୍ୟ ଶିଳ୍ପୀ ଚକ୍ରଧର ପରିଡ଼ା, ପାଲା ବାୟକ ପ୍ରସନ୍ନ କୁମାର ଦାସ ସମେତ କଳାକାରମାନେ ଲିଖିତ ଦାବିପତ୍ର ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ହଳିମାରିବା ପରେ ବି ଜଗି ରହିଛି ହାତୀ 

ଖୋର୍ଦ୍ଧା,୨।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ଭୂଆସୁଣି ପାଟଣା ଗାଁରେ ଯୁବକଙ୍କୁ ଜଣେ ଯୁବକଙ୍କୁ ଏକ ଦନ୍ତା ଦଳି ଦେଇଛି। ମୃତକ ହେଲେ ପ୍ରିୟବ୍ରତ...

ଗ୍ରୀନ ଷ୍ଟିକର ନେଇ ପରିବହନ ବିଭାଗର ବଡ଼ ଘୋଷଣା, ସବୁ RTOରେ ଖୋଲିବ….

ଭୁବନେଶ୍ବର, ୨/୧:  ଆସନ୍ତା ୧୦ ତାରିଖରୁ ମିଳିବ ଗ୍ରୀନ ଷ୍ଟିକର । ପଲ୍ୟୁସନ କରିଥିବା ଗାଡିରେ ଲଗାଇପାରିବେ ଲୋକେ । ଏନେଇ ପରିବହନ ବିଭାଗ ପକ୍ଷରୁ...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। ସେହିପରି ୨୦୨୬ର ଦ୍ବିତୀୟ...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍‌ କଲା ଇଭିଏମ୍‌, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି...

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri