Posted inଖେଳ

କଳାପଟି ପିନ୍ଧି ଖେଳୁଛନ୍ତି ଭାରତୀୟ ଖେଳାଳି

ବେଙ୍ଗାଲୁରୁ,୧୯।୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଦିନିକିଆ ମ୍ୟାଚ୍‌ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଆରମ୍ଭ ହୋଇଛି। ଅଷ୍ଟ୍ରେଲିଆ ଅଧିନାୟକ ଆରୋନ ଫିଞ୍ଚ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚରେ ଭାରତୀୟ ଖେଲାଳିମାନେ କଳାପଟି ପିନ୍ଧି ପଡିଆକୁ ଓହ୍ଲାଇଛନ୍ତି। ପୂର୍ବତନ ଭାରତୀୟ ଅଲରାଉଣ୍ଡର ବାପୁ ନାଦକର୍ନୀଙ୍କ ପରଲୋକ ଶୋକପ୍ରକାଶ କରି ଖେଳାଳିମାନେ କଳାପଟି ପିନ୍ଧିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଶୁକ୍ରବାର ନାଦକର୍ନୀ ପରଲୋକ ଘଟିଥିଲା। ଇଂଲଣ୍ଡ ବିପକ୍ଷ ଏକ ଟେଷ୍ଟ ମ୍ୟାଚରେ ରେକର୍ଡ କ୍ରମାଗତ ୨୧ ଓଭର ମେଡେନ ଓଭର ବୋଲିଂ ପାଇଁ ସେ ବିଶେଷ ଭାବେ ପରିଚିତ। ସେ ଦେଶ ତରଫରୁ ୪୧ ଟେଷ୍ଟ ମ୍ୟାଚ ଖେଳି ୧୪୧୪ ରନ ସଂଗ୍ରହ କରିବା ସହ ୮୮ ଉଇକେଟ ଅକ୍ତିଆର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୧ବର୍ଷ ତଳେ ପଡିଆରେ ଚାପୁଡା ମାରି କନ୍ଦାଇଥିଲେ, ଏବେ ଜଣାଇଲେ ଶୁଭେଚ୍ଛା

ଭାରତୀୟ କ୍ରିକେଟ ଦଳର ସ୍ପିନର ହରଭଜନ ସିଂହ ୧୧ବର୍ଷ ତଳେ ଅର୍ଥାତ୍‌ ୨୦୦୮ରେ ଆଇପିଏଲର ଏକ ମ୍ୟାଚ୍‌ରେ ପ୍ରତିପକ୍ଷ ବୋଲର ଏସ୍‌.ଶ୍ରୀସନ୍ଥଙ୍କୁ ପଡିଆରେ ଚାପୁଡା ମାରିଥିଲେ।...

ୟୁଏସ୍‌ ଓପନ୍‌:ବ୍ରାଡି- ଓସାକା ସେମିଫାଇନାଲ

ନ୍ୟୁୟର୍କ,୧୦।୯(ଏପି): ୟୁଏସ୍‌ ଓପନ୍‌ ଟେନିସ ଟୁର୍ନାମେଣ୍ଟର ୯ମ ଦିବସରେ ମହିଳା ସିଙ୍ଗଲ୍ସ ଇଭେଣ୍ଟର ପ୍ରଥମ ସେମିଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଚତୁର୍ଥ ସିଡ୍‌ ଖେଳାଳି ଜାପାନର...

ମନ୍ଥର ବୋଲିଂ: ଭାରତ ଦଣ୍ଡିତ

ହାମିଲଟନ,୬।୨(ପି.ଟି.)- ନ୍ୟୁଜିଲାଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ମନ୍ଥର ବୋଲିଂ କାରଣରୁ ଭାରତୀୟ କ୍ରିକେଟରମାନେ ଅର୍ଥଦଣ୍ଡର ସମ୍ମୁଖୀନ ହୋଇଛନ୍ତି। ଖେଳାଳିମାନଙ୍କ ମ୍ୟାଚ୍‌ ପାଉଣାର ୮୦ ପ୍ରତିଶତ...

ୟୁରୋ କପ୍‌ ଫୁଟ୍‌ବଲ: ଇଂଲଣ୍ଡ-ସ୍କଟ୍‌ଲାଣ୍ଡ ମ୍ୟାଚ ଡ୍ର

ଲଣ୍ଡନ, ୨୦।୬(ଏପି)- ୟୁରୋ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ-ସ୍କଟ୍‌ଲାଣ୍ଡ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ପ୍ରିମିୟର ଲିଗ୍‌ର ଟପ୍‌ ସ୍କୋରର ହାରି କେନ୍‌ ଏଠାରେ ଇଂଲଣ୍ଡ...

ଭାରତୀୟ ମହିଳା କ୍ରିକେଟ ଦଳ ବିଜୟୀ

ଲକ୍ଷ୍ନୌ, ୨୪।୩ – ଭାରତୀୟ ମହିଳା କ୍ରିକେଟ ଦଳ ଚଳିତ ଟି୨୦ କ୍ରିକେଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚରେ ମଙ୍ଗଳବାର ଦକ୍ଷିଣ ଆଫ୍ରିକା ଦଳକୁ...

ଟ୍ରେନିଂ ପୂର୍ବରୁ ମିଟିଂରେ ଧୋନୀ ନିଷ୍ପତ୍ତି ଶୁଣାଇଥିଲେ

ନୂଆଦିଲ୍ଲୀ,୨୪।୩: ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ର ଅଧିନାୟକ ପଦରୁ ଓହରି ଯାଇଛନ୍ତି ମହେନ୍ଦ୍ର ସିଂ ଧୋନୀ। ଧୋନୀ ଦଳର ନେତୃତ୍ୱ ହସ୍ତାନ୍ତର ପାଇଁ ଚିନ୍ତା କରୁଥିଲେ।...

ବାଂଲାଦେଶକୁ ୮ ଉଇକେଟରେ ହରାଇଲା ନ୍ୟୁଜିଲାଣ୍ଡ

ଡୁନେଡିନ୍‌,୨୧ା୩(ଏପି)-ଭ୍ରମଣକାରୀ ବାଂଲାଦେଶ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ସହଜ ବିଜୟ ହାସଲ କରିଛି। ଏହି ବିଜୟ ଦ୍ୱାରା ଦଳ...

୨ ବର୍ଷ ହେଲା ଶତକ ଅପେକ୍ଷାରେ କୋହଲି

ନୂଆଦିଲ୍ଲୀ,୨୩।୧୧: ଭାରତୀୟ ରନ୍‌ ମେସିନ ବିରାଟ କୋହଲି ଆଜିକୁ ଠିକ୍‌ ୨ ବର୍ଷ ତଳେ ଅନ୍ତିମ ଅନ୍ତର୍ଜାତୀୟ ଶତକ ହାସଲ କରିଥିଲେ। ୨୦୧୯ ନଭେମ୍ବର ୨୩...

Advertisement
Archives

Model This Week