କଳାମାଟିଆ ପଞ୍ଚାୟତରେ ଘରଘର ବୁଲି ରକ୍ତ ନମୁନା ସଂଗ୍ରହ କରୁଛନ୍ତି ମହିଳା ସ୍ବାସ୍ଥ୍ୟକର୍ମୀ

ରତ୍ନଗିରି,୩ା୫(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବ୍ଲକ କଳାମାଟିଆ ପଞ୍ଚାୟତରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଶନିବାର ଦମକଳ ବାହିନୀ ପକ୍ଷରୁ ଏହି ପଞ୍ଚାୟତର ବିଭିନ୍ନ ଜନବହୁଳ ସ୍ଥାନକୁ ସାନିଟାଇଜେସନ କରାଯାଇଥିଲା। ସେହିପରି ରବିବାର ମହିଳା ସ୍ବାସ୍ଥ୍ୟକର୍ମୀ ଯଶୋଲିନ୍‌ ଜେନା ଓ ପୁରୁଷ ସ୍ବାସ୍ଥ୍ୟ କର୍ମୀ ମନୋରଞ୍ଜନ ପୋଥାଳଙ୍କ ନେତୃତ୍ୱରେ ଏହି ପଞ୍ଚାୟତ ଅଧିନସ୍ଥ ଅଙ୍ଗନଓ୍ବାଡ଼ି କର୍ମୀ ଓ ଆଶାକର୍ମୀମାନେ ଘରଘର ବୁଲି ଲୋକମାନଙ୍କ ସ୍ବାସ୍ଥ୍ୟ ବିଷୟରେ ତଥ୍ୟ ସଂଗ୍ରହ କରିବା ସହିତ ସଚେତନ କରୁଥିବାର ଦେଖିବାକୁ ମିଳିଛି। ଉକ୍ତ ଅଞ୍ଚଳଟି କରୋନା ସଂକ୍ରମିତ ଅଞ୍ଚଳ ହୋଇଥିଲେ ମଧ୍ୟ ପ୍ରଶାସନର ନିର୍ଦ୍ଦେଶ କ୍ରମେ ସ୍ବାସ୍ଥ୍ୟ କର୍ମୀମାନେ ନିଜର ପ୍ରୟାସ ଜାରି ରଖିବା ଘଟଣାକୁ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ବ୍ଲକ ସରପଞ୍ଚ ସଂଘର ସହାୟତା

ବେଲପଡା, ୨୨ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ବେଲପଡା ବ୍ଲକ ସରପଞ୍ଚ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ ୪୮ହଜାର ଟଙ୍କା ପ୍ରଦାନ କରାଯାଇଛି। ବୁଧବାର ବିଡିଓ ଭିକ୍ଟର...

ଡାକ ବିଭାଗର ଅବହେଳା : ୩ ମାସ ପରେ ବି ମଳିନି ମନିଅର୍ଡର

ରତ୍ନଗିରି,୬ା୭(ଡି.ଏନ.ଏ.): ଯାଜପୁର ଜିଲା ବରୀ ଉପଖଣ୍ଡ ଡାକ କାର୍ଯ୍ୟାଳୟରେ ଗତ ଏପ୍ରିଲ ୮ରେ ବରୀ ବ୍ଲକ ଅଧୀନ ଅରଙ୍ଗାବାଦ ପଞ୍ଚାୟତର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଦୋଳଗୋବିନ୍ଦ ଦାଶ...

ପକ୍କା ଅପେକ୍ଷାରେ ୧୦ ପଥ

ବଇଣ୍ଡା,୨ା୭ ଗ୍ରାମାଞ୍ଚଳର ସହରୀକରଣ ଚାଲିଛି। କେଉଁଠି କଂକ୍ରିଟ ତ ଆଉ କେଉଁଠି ପିଚୁ ରାସ୍ତା ନିର୍ମାଣ କରାଯାଇ ମୁଖ୍ୟ ସଡ଼କ ସହ ଯୋଡ଼ାଯାଉଛି। ବସୁଧା ଯୋଜନାରେ...

ସୂଚନା ଓ ଲୋକସମ୍ପର୍କ ଅଫିସ୍‌ ସିଲ୍‌

ରାୟଗଡ଼ା ଅଫିସ,୧୭ା୫: ରାୟଗଡ଼ା ଜିଲାରେ କରୋନା ସଂକ୍ରମଣ ବଢ଼ୁଛି। ବିଭିନ୍ନ କାର୍ଯ୍ୟାଳୟରୁ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେଉଛନ୍ତି। ସେହିପରି ଜିଲା ସୂଚନା ଓ ଲୋକସମ୍ପର୍କ...

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟାକରି ପୋଡ଼ିଦେଲେ

ପଦ୍ମପୁର,୨୭ା୨: ଗୁଣିଗାରେଡ଼ି ସନ୍ଦେହରେ ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ହତ୍ୟା ପରେ ପୋଡ଼ି ଦିଆଯାଇଛି। ରାୟଗଡ଼ା ଜିଲା ପଦ୍ମପୁର ବ୍ଲକ୍‌ ନୂଆଗଡ଼ ପଞ୍ଚାୟତ ପାଜିଲିବନ୍ଧ ଗାଁ...

ଜବରଦଖଲରେ ସ୍ଲମ୍‌ କ୍ବାର୍ଟର୍ସ

କଟକ ଅଫିସ, ୨୦।୭:  କଟକ ମହାନଗର ନିଗମ(ସିଏମ୍‌ସି) ଅଧୀନ ଯୋବ୍ରାରେ ଯୋବ୍ରା କ୍ବାର୍ଟର୍ସ ବା ସ୍ଲମ କ୍ବାର୍ଟର୍ସ ରହିଛି। ଏଠାରେ ୧୧୯ଟି କ୍ବାର୍ଟର୍ସ ଥିବାବେଳେ ୯୬ଟି...

ସିଂହଦ୍ୱାର ସମ୍ମୁଖରେ ଭଜନ ମଣ୍ଡପ ହେଉ

ପୁରୀ ଅଫିସ, ୧୨।୯: ସିଂହଦ୍ୱାର ସମ୍ମୁଖରେ ଭଜନ ମଣ୍ଡପ ନିର୍ମାଣ ପାଇଁ ଓଡ଼ିଶା ଯୁବ ଚେତନା ସଙ୍ଗଠନ ଦାବି କରିଛି। ଏ ନେଇ ସଙ୍ଗଠନ ପକ୍ଷରୁ...

ଆଚରଣ ବିଧି ଉଲ୍ଲଂଘନ, ପିଇଓ ନିଲମ୍ବିତ

ବରଗଡ଼ ଅଫିସ୍‌,୩୧।୧: ତ୍ରିସ୍ତରୀୟ ପଞ୍ଚାୟତ ଭୋଟ୍‌କୁ ନେଇ ବରଗଡ଼ ଜିଲାରେ ରାଜନୈତିକ ଉଷ୍ମତା ବଢ଼ି ଚାଲିଛି। ଏଭଳି ସମୟରେ ବରଗଡ଼ ବ୍ଲକ ଖଣ୍ଡହଥା ପଞ୍ଚାୟତ ନିର୍ବାହୀ...

Advertisement
Archives

Model This Week