Posted inଜାତୀୟ

କଳାସୁନା ଉଦ୍ଭାବନ କଲେ ଭାରତୀୟ ବୈଜ୍ଞାନିକ: ସୌରରଶ୍ମୀ ଅବଶୋଷକ ଭାବେ କରିବ କାର୍ଯ୍ୟ

ନୂଆଦିଲ୍ଲୀ,୯।୭: ସୁନା ଦେଖିବାକୁ ହଳଦିଆ। ତେବେ କେତେକ ଭାରତୀୟ ବୈଜ୍ଞାନିକ ଏବେ କଳାସୁନା ଉଦ୍ଭାବନ କରିବାକୁ ସକ୍ଷମ ହୋଇଛନ୍ତି। ଟାଟା ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଫଣ୍ଡାମେଣ୍ଟାଲ ରିସର୍ଚ୍ଚ(ଟିଆଇଏଫ୍‌ଆର୍‌)ର ବୈଜ୍ଞାନିକ ଏଭଳି ଚମତ୍କାର କରିଛନ୍ତି। ଏହାର ରଙ୍ଗ କଳା। କଳାସୁନା କାର୍ବନ ଡାଇଅକ୍ସାଇଡ୍‌ ଏବଂ ସୌରରଶ୍ମୀ ଅବଶୋଷକ ଭାବେ କାର୍ଯ୍ୟ କରିବ। ଏହା କାର୍ବନ ଡାଇଅକ୍ସାଇଡ୍‌ରୁ ମିଥେନ୍‌ ଗ୍ୟାସ୍‌ ପ୍ରସ୍ତୁତ କରିପାରିବ।  ସୁନାର ନାନୋ ପାର୍ଟିକିଲ୍‌ ମଧ୍ୟରେ ଥିବା ସଂଯୋଜନା ଦୂରତାରେ କେତେକ ପରିବର୍ତ୍ତନ କରି କଳାସୁନା ଉଦ୍ଭାବନ କରାଯାଇଥିବା ବୈଜ୍ଞାନିକ ବିବେକ ପୋଲଶିଟ୍ଟିଓ୍ବାର ସୂଚନା ଦେଇଛନ୍ତି। କଳାସୁନାର ବ୍ୟବହାର ଦ୍ୱାରା ବାୟୁମଣ୍ଡଳରେ ବୃଦ୍ଧି ପାଉଥିବା କାର୍ବନ ଡାଇଅକ୍ସାଇଡ୍‌ସ୍ତରକୁ କମ୍‌ କରାଯାଇପାରିବ। ଏହାଫଳରେ ଗ୍ଲୋବାଲ ଓ୍ବାର୍ମିଂ ହ୍ରାସ ପାଇପାରିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନରେ ସାମ୍ପ୍ରତିକ ପରିସ୍ଥିତି ଏସସିଓ ପାଇଁ ଏକ ଚ୍ୟାଲେଞ୍ଜ: ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ବୈଠକରେ ଯୋଗ ଦେଇଛନ୍ତି। ତାଙ୍କ ଅଭିଭାଷଣରେ ସେ...

ଆସନ ବଞ୍ଚାଇ ପାରିଲେ ନାହିଁ ଦୁଇ ଥର ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୦।୩: ପୂର୍ବତନ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପଟିଆଲା ଅର୍ବାନରେ ପରାସ୍ତ ହୋଇଛନ୍ତି। ଦୁଇ ଥର ମୁଖ୍ୟମନ୍ତ୍ରୀଙ୍କୁ ଆମ ଆଦମି ପାର୍ଟି (ଏଏପି) ପ୍ରାର୍ଥୀ ଅଜିତ...

କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୧।୬: ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ, ଠିକ୍‌ ଜୁନ୍‌ ପହିଲାରେ କେରଳ ଛୁଇଁଛି ମୌସୁମୀ। ଭାରତୀୟ ପାଣିପାଗ ବିଭାଗର ସୂଚନା ମୁତାବକ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ...

ମୋ ବିରୋଧରେ ଲେଖୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଗଲେ ଖାଲି ହୋଇଯିବ ନ୍ୟୁଜ ଚ୍ୟାନେଲ: ରାହୁଲ

ନୂଆଦିଲ୍ଲୀ,୧୧।୬: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ସୋସିଆଲ ମିଡିଆ ପୋଷ୍ଟ ହେବା ପରେ ଖବରଦାତାଙ୍କୁ ଗିରଫ କରାଯାଇଥିଲା। ଏବେ ଏହି ଖବର ଚର୍ଚ୍ଚାରେ...

କର୍ନାଟକ ସଙ୍କଟ: ୭୦ରୁ ଅଧିକ ଆଶାୟୀଙ୍କୁ ଅନୁମୋଦିତ ୩୪ କ୍ୟାବିନେଟ୍‌ରେ କିଭଳି ସ୍ଥାନ ଦେବ ଭାଜପା ମେଣ୍ଟ !

ବେଙ୍ଗାଲୁର୍‌,୨୫।୭: କର୍ନାଟକରେ ନୂଆ ସରକାର ଗଠନରେ ଭାଜପା ହାଇକମାଣ୍ଡ ଡେରି କରୁଛନ୍ତି। ବିଦ୍ରୋହୀ ବିଧାୟକଙ୍କ ଯୋଗ୍ୟତା ନେଇ ବାଚସ୍ପତିଙ୍କ ପଦକ୍ଷେପ ତଥା ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା...

ବିଳମ୍ବରେ ପହଞ୍ଚିବାରୁ ଝିଅକୁ ପିଟିପିଟି ମାରିଦେଲା ବାପା

ମୋରେନା,୧୧।୧୦: ୧୦ ବର୍ଷୀୟା ଝିଅକୁ ପିଟିପିଟି ହତ୍ୟା କରିଛନ୍ତି ବାପା। ଝିଅର ଭୁଲ ଏତିକି ଯେ, ସେ ନବରାତ୍ରୀ ଇଭେଣ୍ଟରୁ ସାଙ୍ଗମାନଙ୍କ ଖେଳିବା ପରେ ବିଳମ୍ବିତ...

ମିଗ୍‌-୨୧ ଦୁର୍ଘଟଣାଗ୍ରସ୍ତ: ଗ୍ରୁପ୍‌ କ୍ୟାପଟେନ୍‌ ମୃତ

ନୂଆଦିଲ୍ଲୀ,୧୭।୩: ଭାରତୀୟ ବାୟୁସେନାର ମିଗ୍‌-୨୧ ବାଇସନ୍‌ ଯୁଦ୍ଧ ବିମାନ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ମଧ୍ୟଭାରତର ଏକ ଏୟାରବେସ୍‌ରୁ ବିମାନଟି ଉଡ଼ାଣ ଆରମ୍ଭ କରିଥିଲା। ତେବେ ହଠାତ୍‌...

ଚାଟାର୍ଜୀଙ୍କୁ ବହିଷ୍କାର ନେଇ ଚିଠି ଲେଖିଲେ କଂଗ୍ରେସ ନେତା

କୋଲକାତା,୨୬।୭: ଗିରଫ ହୋଇଥିବା ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ଅଡୁଆ ଧୀରେ ଧୀରେ ବଢିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ କଂଗ୍ରେସ ଏମ୍‌ପି ଅଧୀର ରଞ୍ଜନ ଚୌଧୁରୀ...

Advertisement
Archives

Model This Week