କଳାହାଣ୍ଡିରେ କରୋନାର ସ୍ଥିତି ଚିନ୍ତାଜନକ

ଭବାନୀପାଟଣା,୭।୪: କଳାହାଣ୍ଡିରେ ମାଡିଲାଣି କରୋନା। ଚଳିତ ମାସ ପ୍ରଥମ ସପ୍ତାହରେ ଚିହ୍ନଟ ହୋଇଛନ୍ତି ୨୮୧ନୂଆ ଆକ୍ରାନ୍ତ। ଗତ ୧ ତାରିଖରେ ୨୬ଜଣ, ୨ରେ ୨୨, ୩ରେ ୨୬, ୪ରେ ୪୭ ଓ ୫ରେ ୫୮ଜଣ, ୬ରେ ୬୪ ଏବଂ ୭ ତାରିଖ ୩୮ଜଣ ଚିହ୍ନଟ ହୋଇଛନ୍ତି। ଏହାକୁ ରୋକିବା ପାଇଁ ଗତ ୫ ତାରିଖରୁ ପ୍ରଶାସନ ପକ୍ଷରୁ ଜାରି କରାଯାଇଛି ନାଇଟ କର୍ଫ୍ୟୁ। ଏଥିସହ କୋଭିଡ୍‌ ନିୟମ କଡାକଡି ପାଳନ କରିବାକୁ ଜିଲାବାସୀଙ୍କୁ ଜିଲାପାଳ ଡ. ଗାଭାଲି ପରାଗ ହର୍ଷଦ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସିଏମ୍‌ସି ପାଇଁ କୋହଳ ନିୟମ

କଟକ ଅଫିସ,୨୩ା୬:ମୋଟର ଯାନ ଆଇନ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛି କଟକ ମହାନଗର ନିଗମ( ସିଏମ୍‌ସି)। ସିଏମ୍‌ସି ପକ୍ଷରୁ ଚାଲୁଥିବା ଆମ୍ବୁଲାନ୍ସ ଦୀର୍ଘ ୯ବର୍ଷ ହେବ...

ପୋଖରୀ ନିକଟରେ ପଡ଼ିଥିଲା ଭାଲୁର ମୃତଦେହ

ଆନନ୍ଦପୁର,୬ା୫(ସ୍ବ.ପ୍ର.): ଆନନ୍ଦପୁର ବନଖଣ୍ଡ ଅଧୀନ ବରାଙ୍ଗ ଜଙ୍ଗଲ ପାର୍ଶ୍ୱ କଡ଼ରାମାଳ ଗାଁ ନିକଟ ପୋଖରୀ କୂଳରୁ ଏକ ଭାଲୁର ମୃତଦେହ ଶନିବାର ଉଦ୍ଧାର କରାଯାଇଛି। ଭାଲୁର...

ଧରିତ୍ରୀ ପ୍ରଭାବ: ଅଙ୍ଗନୱାଡି କର୍ମୀଙ୍କ ଉପରେ ବର୍ଷିଲେ ଡବ୍ଲ୍ୟୁସିଡିଓ 

ବିଞ୍ଝାରପୁର,୧୩ା୧୦(ଡି.ଏନ.ଏ)- ବିଞ୍ଝାରପୁର ବ୍ଲକ ମହିଳା ଓ ସମନ୍ବିତ ଶିଶୁ ବିକାଶ ବିଭାଗର କାର୍ଯ୍ୟକଳାପକୁ ନେଇ ‘ଧରିତ୍ରୀ’ରେ ଗତ ୧୯ତାରିଖରେ ଖବର ପ୍ରକାଶିତ ହୋଇଥିଲା। ସେଥିରେ ବିଞ୍ଝାରପୁର...

ଆଜି ମହାଶିବରାତ୍ରି, ଚାଲିଛି ଲିଙ୍ଗରାଜଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି

ଭୁବନେଶ୍ୱର,୧।୩(ବ୍ୟୁରୋ): ଆଜି ମହାଶିବରାତ୍ରି । ଏହି ଅବସରରେ ବାବା ଲିଙ୍ଗରାଜଙ୍କ ସ୍ବତନ୍ତ୍ର ପୂଜାର୍ଚ୍ଚନା ଓ ନୀତିକାନ୍ତି ଅନୁଷ୍ଠିତ ହେଉଛି । ରାତି ୩ଟାରୁ ମନ୍ଦିରର ମୁଖ୍ୟଦ୍ୱାର...

ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ

ଚିକିଟି,୧୯ା୧୧(ଡି.ଏନ୍‌.ଏ.)- ଚିକିଟି ବ୍ଲକ ଗିରିସୋଲା ପଞ୍ଚାୟତ କୃଷ୍ଣନଗର ଗ୍ରାମରେ ସୋମବାର ଗ୍ୟାସ ଲିକ୍‌ରୁ ଅଗ୍ନିକାଣ୍ଡ ଘଟି ୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ...

ଡାକ୍ତରଖାନା ଅବ୍ୟବସ୍ଥା ଦେଖିଲେ କେନ୍ଦ୍ରମନ୍ତ୍ରୀ

ବସ୍ତା,୧୭।୧୦(ସ୍ବ.ପ୍ର.)-କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ବୁଧବାର ଅପରାହ୍ନରେ ଅଚାନକ ବସ୍ତା ହସ୍‌ପିଟାଲ ପରିଦର୍ଶନ କରିଥିଲେ। ତାଙ୍କ ସହ ରଘୁନାଥ ମହାନ୍ତି ଓ ଅନ୍ୟ ନେତୃମଣ୍ଡଳୀ ଉପସ୍ଥିତ ଥିଲେ।...

କର୍ଲାମୁଣ୍ଡା ବ୍ଲକ: କ୍ୱାରାଣ୍ଟାଇନରେ ୨୦୮ ପ୍ରବାସୀ

କର୍ଲାମୁଣ୍ଡା୧୬।୫(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରେ ୨୦୮ ଜଣ ପ୍ରବାସୀ ଓଡିଆଙ୍କୁ ସୁରକ୍ଷିତ ରଖାଯାଇଛି। ଶନିବାର ୩୧ ଜଣ ପ୍ରବାସୀ ତାମିଲନାଡୁରୁ ରିଷିଡା...

ପରୀ ହତ୍ୟା ମାମଲାରେ ଜଣେ ଗିରଫ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ)-ନୟାଗଡ ପରୀ ହତ୍ୟା ମାମଲାରେ ଏସ୍‌ଆଇଟି ରବିବାର ଜଣଙ୍କୁ ଗିରଫ କରିଛି। ଯଦୁପୁର ଗାଁରୁ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଆସନ୍ତାକାଲି ଅଭିଯୁକ୍ତକୁ ସ୍ବତନ୍ତ୍ର ପକ୍ସୋ କୋର୍ଟରେ...

Advertisement
Archives

Model This Week