Advertisement

କଳାହାଣ୍ଡିରେ ପ୍ରବଳ ଶୀତ: ଜନଜୀବନ ଅସ୍ତବ୍ୟସ୍ତ

ଭବାନୀପାଟଣା,୧୪।୧ (ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ୪ ଦିନ ଧରି ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡି ଲାଗି ରହିଛି । ଅଦିନିଆ ବର୍ଷା ପରେ ପରେ କୁହୁଡିଆ ପାଗ ଯୋଗୁ ଗତ କିଛିଦିନ ହେଲା ଜିଲାରେ ଶୀତର ପ୍ରକୋପ ସେତେଟା ନ ଥିଲା। ମାତ୍ର ହଠାତ୍‌ ହାଡଭଙ୍ଗା ଶୀତ ଅନୁଭୂତ ହେଉଛି । ବିଶେଷ କରି ଭବାନୀପାଟଣା ସମେତ ଥୁ.ରାମପୁର, ଲାଞ୍ଜିଗଡ, ମଦନପୁର ରାମପୁର, ନର୍ଲା, କଲମପୁର, ଜୁନାଗଡ, କୋକସରା ଆଦି ବ୍ଲକ ସମେତ ସାରା ଜିଲାରେ ପାରଦ ଖସିବାରେ ଲାଗିଛି। ଶୀତର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚିନ୍ତା ବଢ଼ାଇଲା ଅଦିନିଆ ବର୍ଷା

କେନ୍ଦୁଝର, ୧୪।୧୧ (ସ୍ବ.ପ୍ର.) କେନ୍ଦୁଝର ଜିଲାରେ ଅଦିନିଆ ବର୍ଷା ଚାଷୀଙ୍କ ଚିନ୍ତା ବଢ଼ାଇଛି। ପାଚିଲା ଧାନ ନଷ୍ଟ ହେବାକୁ ବସିଥିବାରୁ ଚାଷୀ ମୁଣ୍ଡରେ ହାତ ଦେଇ ବସିଛନ୍ତି।...

ହିନ୍ଦୋଳ ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା ଦାବି

ଢେଙ୍କାନାଳ, ୬।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବାକୁ ଦାବି ହୋଇଛି । ସାମାଜିକ ସଂଗଠନ ଆମ ହିନ୍ଦୋଳ ପକ୍ଷରୁ ବ୍ଲକର...

ଆସୁଛି ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା: ଧାର୍ଯ୍ୟ ସମୟରେ ବସ୍ତ୍ର ଯୋଗାଣକୁ ନେଇ ଚିନ୍ତା

ଖୋର୍ଦ୍ଧା ଅଫିସ,୨୦ା୪: ଲୀଳାମୟ ଠାକୁର ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ବାରମାସରେ ତେର ଯାତ୍ରା ଅନୁଷ୍ଠିତ ହୋଇଥାଏ। ସେଥିମଧ୍ୟରୁ ଶ୍ରେଷ୍ଠ ହେଉଛି ରଥଯାତ୍ରା। କାଳିଆ ସାଆନ୍ତ, ବଡଠାକୁରଙ୍କ ସହ...

୩୨ ସ୍ଥାନରେ ୧୪୪ ଧାରା

ଢେଙ୍କାନାଳ ଅଫିସ, ୬।୧: ରାଜ୍ୟରେ କରୋନା ଏବଂ ଓମିକ୍ରନ୍‌ ସଂକ୍ରମଣ ବଢ଼ିବା ପରେ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ୩୨ ପ୍ରମୁଖ ଦେବାଳୟ ଏବଂ ପର୍ଯ୍ୟଟନସ୍ଥଳୀରେ ୧୪୪...

ଦୁଗ୍ଧ, ଖାଦ୍ୟଶସ୍ୟ ଜାତୀୟ ସାମଗ୍ରୀ ଉପରୁ ଜିଏସ୍‌ଟି ପ୍ରତ୍ୟାହାର ଦାବି

ବଡବିଲ, ୨୭।୭(ସ୍ବ.ପ୍ର.):କେନ୍ଦୁଝର ଜିଲା ବଡବିଲଠାରେ ସିପିଆଇ(ଏମ) ପକ୍ଷରୁ ଦୁଗ୍ଧ ଏବଂ ଖାଦ୍ୟଶସ୍ୟ ଜାତୀୟ ସାମଗ୍ରୀ ଉପରୁ ଜିଏସଟି ପ୍ରତ୍ୟାହାର ନେଇ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଡବିଲସ୍ଥିତ ସିଟି...

ଦୋକାନ ସଟର୍‌ ଭାଙ୍ଗି ଚୋରି କରି ନେଲେ ୮୦ ହଜାର ଟଙ୍କା

ବ୍ରହ୍ମପୁର ଅଫିସ, ୨୨।୭: ଟାଉନ ଥାନା ଅନ୍ତର୍ଗତ ଭାପୁର ବଜାର ରେ ଥିବା ସାହୁ ଫୁଡ୍ସରୁ ରବିବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଦୋକାନ ତାଲା...

କୁଣ୍ଡଳୀ ଜଙ୍ଗଲରୁ କଲରାପତରିଆ ବାଘର ମୃତଦେହ ଉଦ୍ଧାର ଘଟଣା: ୨ ବନ କର୍ମଚାରୀ ସସ୍‌ପେଣ୍ଡ

ଆଠଗଡ଼,୧୬।୯(ଡି.ଏନ୍‌.ଏ.): କଟକ ଜିଲା ଆଠଗଡ଼ ରେଞ୍ଜ ତିଗିରିଆ ହରିଡ଼ାପଶି ଅଞ୍ଚଳର କୁଣ୍ଡଳୀ ଜଙ୍ଗଲରୁ ଗତ ସୋମବାର କଲରାପତରିଆ ବାଘର ମୃତଦେହ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ...

ଭୋଟ ଦେଲେ କଂଗ୍ରେସ ପ୍ରାର୍ଥୀ ଦିଲୀପ

ବରଗଡ଼ ଅଫିସ/ବିଜେପୁର,୨୧।୧୦(ଡି.ଏନ୍‌.ଏ.) : ବରଗଡ଼ ଜିଲା ବିଜେପୁର ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଭାବେ ଏଥର ଦିଲୀପ କୁମାର ପଣ୍ଡା ପ୍ରଥମଥର ପାଇଁ ବିଧାନସଭା ନିିର୍ବାଚନକୁ ଓହ୍ଲାଇଛନ୍ତି।...

Advertisement
Archives

Model This Week