କଳାହାଣ୍ଡିରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ସୋମବାର କୋର୍ଟ, ସରକାରଙ୍କ ସମସ୍ତ କାର୍ଯ୍ୟାଳୟ ବନ୍ଦ

ଭବାନୀପାଟଣା,୨୮।୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ କଳାହାଣ୍ଡି ଓକିଲ ସଂଘ ପ୍ରାୟ ୧୦ ବର୍ଷ ଧରି ଆନ୍ଦୋଳନ ଚଳାଇ ଆସିଛି । ପ୍ରତି ମାସର ଶେଷ ସୋମବାର କଳାହାଣ୍ଡି ଓକିଲ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ ହୋଇ ଆସୁଛି । ରବିବାର ବାର୍‌ ପରିସରରେ ଓକିଲ ସଂଘ ସଭାପତି ଭବେନ୍ଦ୍ର କୁମାର ପଣ୍ଡାଙ୍କ ସଭାପତିତ୍ୱରେ ଆୟୋଜିତ ବୈଠକରେ କଳାହାଣ୍ଡିରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନକୁ ଆହୁରି ତୀବ୍ରତର କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ୨୯ ତାରିଖ ସୋମବାର କଳାହାଣ୍ଡି ଓକିଲ ସଂଘ ପକ୍ଷରୁ ଭବାନୀପାଟଣାର ସମସ୍ତ ବିଚାର ବିଭାଗୀୟ ଅଦାଲତ, ରାଜସ୍ବ ଅଦାଲତ ସମେତ ରାଜ୍ୟ ସରକାରଙ୍କ ସମସ୍ତ କାର୍ଯ୍ୟାଳୟକୁ ବନ୍ଦ କରିବା ଲାଗି ଏହି ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି କଳାହାଣ୍ଡି ଓକିଲ ସଂଘ ସମ୍ପାଦକ ଅଶ୍ୱିନୀ କୁମାର ଦାସ ଏକ ପ୍ରେସ ବିବୃତିରେ ଜଣାଇଛିନ୍ତି ା ତେବେ ଏହି ବନ୍ଦରେ ସମସ୍ତ ଦୋକାନ ବଜାର, କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟ ଓ ବ୍ୟାଙ୍କକୁ ବାଦ୍‌ ଦିଆଯାଇଛି ବୋଲି କଳାହାଣ୍ଡି ଓକିଲ ସଂଘ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଯୋଗାଣ ବ୍ୟାହତ ଯୋଗୁ ଚାଷ ବାଧାପ୍ରାପ୍ତ: ଚିନ୍ତାରେ ଚାଷୀ

ଲାଠୋର,୨୧ା୫(ଭୁବନେଶ୍ୱର ବାରିକ):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ମାଲପଡ଼ା ପଞ୍ଚାୟତର ୫ ଖଣ୍ଡ ଗ୍ରାମର ୨୭ ଜଣ ଚାଷୀଙ୍କ ଏଲଆଇ ପଏଣ୍ଟରୁ ବିଦ୍ୟୁତ ଯୋଗାଣ ବିଚ୍ଛିନ୍ନ ଯୋଗୁ ଚାଷ…

ବିଦେଶ ଗସ୍ତରୁ ଫେରି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ମୋଦି: ସବୁ କେନ୍ଦ୍ରମନ୍ତ୍ରୀଙ୍କୁ ଦିଲ୍ଲୀରେ ରହିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୧।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାଞ୍ଚଟି ରାଷ୍ଟ୍ର ଗସ୍ତ ଶେଷ କରି ଗୁରୁବାର ସକାଳେ ଦେଶକୁ ଫେରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ସଂଯୁକ୍ତ ଆରବ ଏମିରେଟ୍ସ, ନେଦରଲ୍ୟାଣ୍ଡସ,…

ଯୁକ୍ତ ୨ ପରୀକ୍ଷା ଫଳରେ ବିକାଶର ସଫଳତା: ସମର୍ପିତା-ସତ୍ୟସୁନ୍ଦର କଲେଜ ଟପ୍ପର

ବରଗଡ଼,୨୦ା୫(ପ୍ରେମାନନ୍ଦ ଖମାରୀ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ୱାରା ଆୟୋଜିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳାଫଳକୁ ନେଇ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବରଗଡ଼ ଶାଖାରେ…

ସୀମାନ୍ତକୁ ନଜର ନାହିଁ, ପଶୁଛି ଛତିଶଗଡ଼ ଧାନ: ସବୁଆଡ଼େ ଗଳାବାଟ

ବରଗଡ,୨୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଧାନ ସଂଗ୍ରହ ପ୍ରକ୍ରିୟାକୁ ୧୦ଦିନ ବିତିଛି। କିନ୍ତୁ ଆରମ୍ଭରୁ ଧାନ ବିକ୍ରିବଟା ଶୀଥିଳ ହୋଇ ପଡ଼ିଛି।…

୩ ଦିନ ହେବ ରାସ୍ତାରେ ପୂର୍ବମୁହାଁ ବସିଛନ୍ତି ବାପା: କାରଣ ଜାଣିଲେ ଆଖିରେ ଆସିଯିବ ଲୁହ

ଭୁବନେଶ୍ବର/ଜଗନ୍ନାଥପ୍ରସାଦ, ୨୧ା୫(ପ୍ରସନଜିତ୍‌ ସାହୁ)/ବିଭୁପ୍ରସାଦ ପଟ୍ଟନାୟକ):୭ ମାସ ତଳେ ନିଖୋଜ ହୋଇଥିବା ପୁଅକୁ ପାଇବାକୁ ଜଣେ ବାପା ଗଞ୍ଜାମରୁ ଭୁବନେଶ୍ୱର ଆସିଛନ୍ତି। ଜଣେ ବାବାଙ୍କ ପରାମର୍ଶକ୍ରମେ ବ୍ୟକ୍ତିଜଣକ ଖଣ୍ଡଗିରିସ୍ଥିତ…

ଆମେରିକାକୁ ବଡ଼ ଝଟ୍‌କା: ଇରାନ ସହ ଯୁଦ୍ଧରେ ହରାଇଲା…

ଓ୍ବାଶିଂଟନ୍‌,୨୧।୫:ଇରାନ ବିରୋଧରେ ଫେବୃଆରୀ ୨୮ରେ ଆମେରିକା ଆରମ୍ଭ କରିଥିବା ସାମରିକ କାର୍ଯ୍ୟାନୁଷ୍ଠାନ ଏପିକ୍‌ ଫ୍ୟୁରିରେ ଓ୍ବାଶିଂଟନ ଲଢ଼ୁଆ ଜେଟ୍‌ ଓ ଡ୍ରୋନ୍‌ ସମେତ ୪୨ଟି ବିମାନ ହରାଇଥିବା…

ପଞ୍ଜାବରେ ଅଦିନିଆ ରଥଯାତ୍ରା ସ୍ଥଗିତ: ଶ୍ରୀମନ୍ଦିର ପ୍ରଶାସନର ହସ୍ତକ୍ଷେପ

ପୁରୀ,୨୧୫(ଅଜିତ୍‌ କୁମାର ମହାନ୍ତି):ପଞ୍ଜାବରେ ଅଦିନିଆ ରଥଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତତ୍ପରତା ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପ୍ରଶାସନ ଚିଠି ଲେଖି…

କୁମ୍ଭାରକାନିଠାରେ ବିଜିସିସି ନକ୍‌ଆଉଟ୍ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ ଉଦ୍‌ଯାପିତ: ବାରାକାଉଡ଼ିକୁ ହରାଇ କାଠକୁରା ଚମ୍ପିୟାନ୍

ଥୁଆମୂଳ ରାମପୁର, ୨୦।୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବାଗଡିଆଣି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କୁମ୍ଭାରକାନି ପୁରୁଣା ଖେଳ ପଡ଼ିଆ (କାଶୀପୁର ରୋଡ)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri