କଳାହାଣ୍ଡି ଜିଲାରେ ଦ୍ୱିତୀୟ କରୋନା ପଜିଟିଭ୍‌ ଚିହ୍ନଟ: ପ୍ରଥମ ଚିହ୍ନଟଙ୍କ ସହ ସେ ଖେଳିଥିଲେ କ୍ରିକେଟ୍‌

ଧର୍ମଗଡ଼,୧୦ା୪(ଡି.ଏନ୍‌.ଏ.): ରାଜ୍ୟରେ ଗୁରୁବାର ମଧ୍ୟରାତ୍ରିରେ ୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେଥିମଧ୍ୟରୁ କଳାହାଣ୍ଡି ଜିଲାର ଜଣେ ବୋଲି ଜଣାପଡ଼ିଛି। ଏନେଇ କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଅଧିକାରୀ ଜଗୁଲାଲ ଅଗ୍ରୱାଲ ସୂଚନା ଦେଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ଜିଲାରେ ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତ ୪ ତାରିଖରେ ଗୋଲାମୁଣ୍ଡା ଅଞ୍ଚଳରେ ଜଣେ ଯୁବକ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ଚିହ୍ନଟ ହୋଇଥିବା କରୋନା ରୋଗୀ ତାଙ୍କ ସଂସ୍ପର୍ଶରେ ଆସି ଥିଲେ ଏବଂ ତାଙ୍କ ସହିତ କ୍ରିକେଟ ଖେଳିଥିବା ଜଣାପଡ଼ିଛି। ବର୍ତ୍ତମାନ ନୂତନ ରୋଗୀଙ୍କ ସଂସ୍ପର୍ଶରେ କେତେ ଜଣ ଆସିଛନ୍ତି ତାହାର ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି । ଦ୍ୱିତୀୟ କରୋନା ଚିହ୍ନଟଙ୍କୁ କଟକ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିବା କଳାହାଣ୍ଡି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଟିକାକରଣକୁ ନେଇ ଏସ୍‌ସିବିରେ ଉତ୍ତେଜନା

କଟକ ଅଫିସ, ୨୭ା୬: ଏସ୍‌ସିବି ମେଡିକାଲ ଟିକାକେନ୍ଦ୍ରରେ ଶନିବାର ସକାଳେ ଟିକାକରଣକୁ ନେଇ ଉତ୍ତେଜନା ଦେଖିବାକୁ ମିଳିଥିଲା। ଏସ୍‌ସିବି ମେଡିକାଲ ପକ୍ଷରୁ ଅନ୍‌ଲାଇନରେ ବୁକିଂ କରିଥିବା...

ବ୍ଲକ ଅଧ୍ୟକ୍ଷଙ୍କୁ ନେଇ ତେଜୁଛି ନାଉଗଁ। ରାଜନୀତି

ଜଗତ୍‌ସିଂହପୁର ଅଫିସ,୮ା୬: ଜଗତ୍‌ସିଂହପୁର ଜିଲା ନାଉଗଁ। ବ୍ଲକ ଅଧ୍ୟକ୍ଷ ଜଗନ୍ନାଥ ଦାସଙ୍କୁ ନେଇ ଏବେ ଏକ ପ୍ରକାର ରାଜନୈତିକ ଉଷ୍ମତା ପ୍ରକାଶ ପାଇଛି। ଜଗନ୍ନାଥ କଂଗ୍ରେସ...

କଟକର ପ୍ରଥମ କରୋନା ସଂକ୍ରମିତଙ୍କ ଅଞ୍ଚଳରେ ବିଶୋଧନ

କଟକ ଅଫିସ,୪। ୪- କଟକ ସହରରେ ପ୍ରଥମ କରୋନା ସଂକ୍ରମିତ ଶୁକ୍ରବାର ଚିନ୍ହଟ ହୋଇଥିଲେ। ସେ ରହୁଥିବା ସଂପୂର୍ଣ୍ଣ ଅଞ୍ଚଳକୁ କଟକ ମହାନଗର ନିଗମ ପକ୍ଷରୁ...

‘କୋଇଲା ରୟାଲ୍‌ଟି ସଂଶୋଧନ କର’

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):କୋଇଲା ଓ ଅନ୍ୟାନ୍ୟ ଖଣିଜ ପଦାର୍ଥର ରୟାଲଟି ସଂଶୋଧନ ପ୍ରସ୍ତାବ ୨୦୧୭ରୁ କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି। କୋଇଲା ରୟାଲ୍‌ଟି ସଂଶୋଧନ ୨୦୧୭ ସେପ୍ଟେମ୍ବରରୁ ପଡ଼ିରହିଛି।...

ନୟାଗଡ଼ରେ କରୋନା ଆକ୍ରାନ୍ତ ୧୦୦ ଛୁଇଁଲା  

ନୟାଗଡ଼ ଅଫିସ/ଦଶପଲ୍ଲା,୧୦ା୬(ଡି.ଏନ.ଏ.): ବୁଧବାର ୪ ଆକ୍ରାନ୍ତ ଚିହ୍ନଟ ପରେ ନୟାଗଡ଼ ଜିଲାରେ କରୋନା ପଜିଟିଭ୍‌ ସଂଖ୍ୟା ୧୦୦ରେ ପହଞ୍ଚତ୍ଛି। ଦଶପଲ୍ଲା ବ୍ଲକ ମଧ୍ୟଖଣ୍ଡ କ୍ୱାରାଣ୍ଟାଇନ୍‌ କେନ୍ଦ୍ରରୁ...

ଏୟୁସିସିବି ଏଟିଏମ୍‌ ସମ୍ମୁଖ ପାଲଟିଛି ପାର୍କିଂ ଜୋନ୍‌: ଉଦ୍‌ଘାଟନ ପରଠାରୁ ଅଚଳ

ପରଜଙ୍ଗ, ୨।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗସ୍ଥିତ ଅନୁଗୋଳ ସଂଯୁକ୍ତ କେନ୍ଦ୍ର ସମବାୟ ବ୍ୟାଙ୍କ (ଏୟୁସିସିବି) ଏଟିଏମ୍‌ ଉଦ୍‌ଘାଟନ ପରଠାରୁ କାମରେ ଆସୁନାହିଁ। ପରିଚାଳନାଗତ ଅବ୍ୟବସ୍ଥାରେ ଏପରି ସମସ୍ୟା...

କାର୍ତ୍ତିକେଶ୍ୱର ପୂଜାରେ କମ୍ପିବ ବଇଣ୍ଡା

ବଇଣ୍ଡା, ୧।୧୧(ଡି.ଏନ୍‌.ଏ.): ବଇଣ୍ଡାର ଐତିହ୍ୟସମ୍ପନ୍ନ କାର୍ତ୍ତିକେଶ୍ୱର ପୂଜା କେବଳ ଅନୁଗୋଳ ନୁହେଁ, ରାଜ୍ୟରେ ସୃଷ୍ଟି କରିଛି ସ୍ବତନ୍ତ୍ର ସ୍ଥାନ। ପୂଜାକୁ ମଝିରେ ମାତ୍ର ତିନିଦିନ ଥିବାବେଳେ...

ଆମ ଜଙ୍ଗଲ କାମ୍ପା ଯୋଜନାରେ ଦୁର୍ନୀତି: ଜେଲ ଗଲେ ପୂର୍ବତନ ଡିଏଫ୍‌ଓ, ଏସିଏଫ୍‌

ଭବାନୀପାଟଣା,୨୧।୩(ସ୍ବ.ପ୍ର.): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡର ନର୍ଲା ବନ ବିଭାଗ ରେଞ୍ଜରେ ଦୁର୍ନୀତି କରି ଶେଷରେ ପୋଲିସ ହାତରେ ବନ୍ଧା ହୋଇ ଜେଲ ଯାଇଛନ୍ତି ପୂର୍ବତନ...

Advertisement
Archives

Model This Week