କଳାହାଣ୍ଡି ବନ୍ଦ ପରିବର୍ତ୍ତେ ଓକିଲ ସଂଘର କୋର୍ଟ ବର୍ଜନ

ଭବାନୀପାଟଣା,୫।୨(ଡି.ଏନ୍‌.ଏ.): ବୁଧବାର ପଶ୍ଚିମ ଓଡ଼ିଶା ବନ୍ଦ ଡାକରା ଦିଆଯାଇ ଥିବା ବେଳେ କଳାହାଣ୍ଡି ଜିଲା ଏଥିରେ ସାମିଲ ହୋଇ ନାହିଁ। ମାତ୍ର କଳାହାଣ୍ଡି ବନ୍ଦ ପାଳନ ପରିବର୍ତ୍ତେ ପଶ୍ଚିମ ଓଡ଼ିଶା ଓକିଲ ସଂଘ ଦାବିକୁ ସମର୍ଥନ ଜଣାଇ ଜିଲା ଓକିଲ ସଂଘ ବୁଧବାର ଭବାନୀପାଟଣା ସମେତ ଜିଲାର ସମସ୍ତ କୋର୍ଟ ବର୍ଜନ କରିଛନ୍ତି। ଏହି ବନ୍ଦରେ କଳାହାଣ୍ଡି ଓକିଲ ସଂଘ ସାମିଲ ହୋଇ ଏହାକୁ ସଫଳ କରିବା ପାଇଁ ବଲାଙ୍ଗୀର ଓ ସମ୍ବଲପୁର ଓକିଲ ସଂଘ ମିଳିତ ଭାବେ ଅନୁରୋଧ କରିଥିଲେ। ଏହି ଦୁଇ ଜିଲା ଓକିଲ ସଂଘର ଅନୁରୋଧକୁ ସମ୍ମାନ ଜଣାଇ ଏବଂ ପଶ୍ଚିମ ଓଡ଼ିଶା ଓକିଲ ସଂଘ କୋର୍ଟ କାର୍ଯ୍ୟ ବନ୍ଦ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ସବୁଦିନ ପାଇଁ ଛାଡ଼ିି ଆରପାରିକୁ ଚାଲିଗଲେ ନବବିବାହିତ ସ୍ବାମୀ

ବଲାଙ୍ଗୀର ଅଫିସ,୩୦।୩: କାଳ ହେଲା ହୋଲି। ନବ ବିବାହିତା ସ୍ତ୍ରୀଙ୍କୁ ସବୁଦିନ ପାଇଁ ଏକାକରି ଆରପାରି ଚାଲିଗଲେ ସ୍ବାମୀ। ଏଭଳି ଏକ ଅଭବାନୀୟ ଘଟଣା ଘଟିଛି...

ବିପଦ୍‌ ମୁଢ଼େଇ ଦଦ୍‌ରା ଘରେ ରହୁଛନ୍‌ ଅସାହା ଦମ୍ପତି

  ଲାଠୋର, ୨୭ା୮ (ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ପଁଚେତ୍‌ ସଦର ଗୁଦାମପଡ଼ାରେ ବାସ କରୁଛନ୍‌ ଭଗବାନ ଛତ୍ରିଆ। ପରିବାର କହେଲେ...

ଦଶାଶ୍ୱମେଧ ଘାଟରେ ଲାଗିଲା ୧୪୪ ଧାରା

ଯାଜପୁର ଟାଉନ,୮ା୪: ଶୁକ୍ରବାର ହେବାକୁ ଥିବା ବାରୁଣୀ ସ୍ନାନ ପାଇଁ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ୧୪୪ ଧାରା ଜାରି କରାଯାଇଛି। ପୂର୍ବରୁ ବାରୁଣୀ...

ସମ୍ଭାବ୍ୟ ବାତ୍ୟା ନେଇ ସମୁଦ୍ରକୂଳିଆ ଲୋକେ ଭୟଭୀତ

ଗଞ୍ଜାମ,୧୨ା୧୦(ଡି.ଏନ୍‌.ଏ.): ଫାଇଲିନକୁ ପୂରିଛି ଆଠ ବର୍ଷ। ଏହିପରି ପ୍ରତ୍ୟେକ ବର୍ଷ ଅକ୍ଟୋବରରେ କିଛି ନା କିଛି ବନ୍ୟା, ବାତ୍ୟା ତଥା ପ୍ରାକୃତିକ ବିପର୍ଯ୍ୟୟ ଯୋଗୁ ଅନେକ...

ବହିରାଗତଙ୍କ ଘର ବାହାରେ ଲାଗିଲା ପୋଷ୍ଟର

ରାଇକିଆ,୨୭।୩(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ଅଞ୍ଚଳର ଯେଉଁମାନେ ରାଜ୍ୟ ବାହାରେ ରହି କାମ କରୁଥିଲେ ସେମାନେ ଏବେ ଗଁାକୁ ଫେରିଛନ୍ତି। ସେମାନଙ୍କୁ ହୋମ୍‌ ଆଇସୋଲେଶନରେ ରହିବାକୁ...

ରଗଡ଼ି ଅଞ୍ଚଳରେ ମୋରମ ଲୁଟ ଅଣାୟତ୍ତ

ଯାଜପୁର ଅଫିସ/ରଗଡ଼ି (ଡି.ଏନ୍‌.ଏ.),୧୫ା୬: ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନରେ ମୋରମ ଚୋରି ବଢ଼ିବାରେ ଲାଗିଛି। ରାଜସ୍ବ କର୍ମଚାରୀମାନଙ୍କ ଦାୟିତ୍ୱହୀନତା ଏବଂ ଅର୍ଥ ଲୋଭ ପାଇଁ...

ଆବାସ ଯୋଜନାରେ ଅନିୟମିତତା

ଡେଲାଙ୍ଗ/ଗୋପ/କାକଟପୁର,୩୧।୧(ଡି.ଏନ୍‌.ଏ.):ଡେଲାଙ୍ଗ ବ୍ଲକ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା ଅଭିଯୋଗ ଆଣି ଡେଲାଙ୍ଗ -ପିପିଲି ଜନକଲ୍ୟାଣ ମଞ୍ଚର ଆବାହକ ରାଧାମୋହନଙ୍କ ନେତୃତ୍ୱରେ ଶତାଧିକ ହିତାଧିକାରୀ ସୋମବାର...

କ୍ୱାରାଣ୍ଟାଇନ, ଲକଡାଉନ ନିୟମ ଉଲ୍ଲଂଘନ: ୧୪ ମାମଲା

ଅନୁଗୋଳ ଅଫିସ୍, ୨୮ା୩- ବାହାରୁ ଆସିଥିବା ଲୋକଙ୍କୁ ହୋମ କ୍ୱାରାଣ୍ଟାଇନ ବା ସଙ୍ଗରୋଧରେ ରହିବାକୁ ବାରମ୍ବାର ପୋଲିସ ପ୍ରଶାସନ ପକ୍ଷରୁ କୁହାଯାଉଥିଲେ ମଧ୍ୟ ଏହାକୁ ଅନେକେ...

Advertisement
Archives

Model This Week