କଳା ପଲ୍‌ସର ଆତଙ୍କ : ମହିଳାଙ୍କଠାରୁ ଝାମ୍ପିନେଲେ ୨ ଲକ୍ଷ

କେନ୍ଦୁଝର,୫।୧୦(ଡି.ଏନ୍‌.ଏ.) : କେନ୍ଦୁଝରରେ କଳା ପଲସର ଆତଙ୍କ ଦେଖାଦେଇଛି। ଟାଉନ ଥାନାଠାରୁ ମାତ୍ର ୫ଶହ ମିଟର ଦୂର ତଥା ସ୍ପଷ୍ଟ ଦିବାଲୋକରେ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଦୁଇଜଣ ଦୁର୍ବୃତ୍ତ ଏକ କଳା ପଲସରରେ ଆସି ଜଣେ ମହିଳାଙ୍କଠାରୁ ୨ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ୍‌ ଝାମ୍ପି ନେଇଛନ୍ତି।
ସୂଚନାଯୋଗ୍ୟ, ଶନିବାର ମଧ୍ୟାହ୍ନରେ ସହରସ୍ଥିତ ଭାଲକିପାତଳା ସାହିର ଗୀତାଞ୍ଜଳି ମହାପାତ୍ର ବ୍ୟାଙ୍କରୁ ୨ ଲକ୍ଷ ଟଙ୍କା ଉଠାଇ ସ୍କୁଟିରେ ଭାଲୁକିପାତଳା ଯାଉଥିଲେ। ଘରଠାରୁ ମାତ୍ର କିଛି ଦୂରରେ ହଠାତ୍‌ ଏକ କଳା ପଲ୍‌ସରରେ ଦୁଇଜଣ ଦୁର୍ବୃତ୍ତ ଆସି ସ୍କୁଟି ଆଗରେ ପଲସର ରଖି ତାଙ୍କଠାରୁ ୨ ଲକ୍ଷ ଟଙ୍କା ଥିବା ବ୍ୟାଗ୍‌ଟିକୁ ଝାମ୍ପି ନେଇ ପଳାଇଛନ୍ତି। ଏ ସମ୍ପର୍କରେ ଗୀତାଞ୍ଜଳି ଟାଉନ ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ା ଗତ କିଛି ଦିନ ହେବ କେନ୍ଦୁଝର ସହରରେ ଲୁଟ୍‌, ଛିନ୍‌ତାଇ ଓ ଚୋରି ପ୍ରବଳ ମାତ୍ରାରେ ବଢ଼ି ଯାଇଥିବାବେଳେ ପୋଲିସ ଚୋରଙ୍କୁ ଧରିବାରେ ବିଫଳ ହୋଇଛି। ଫଳରେ ଅଞ୍ଚଳବାସୀ ଏକପ୍ରକାର ଅସୁରକ୍ଷିତ ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ…

ଗୁଣୁପୁରର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କ ପରଲୋକ

ଗୁଣପୁର,୧୨।୬(ସଂକେତ ପାତ୍ର): ରାୟଗଡା ଜିଲା ଗୁଣପୁରର ପୂର୍ବତନ ବିଧାୟକଙ୍କ ମୃତ୍ୟୁ ହୋଇଛି। ଶୁକ୍ରବାର ଅମଡିଙ୍ଗ୍ ଗ୍ରାମର ରାମମୂର୍ତ୍ତି ଗମାଙ୍ଗଙ୍କ ଭୁବନେଶ୍ୱରରେ ଦେହାନ୍ତ ହୋଇଯାଇଛି । ସେ କିଛି…

ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା: ଜୁଲାଇ ୧୫ ସୁଦ୍ଧା ଆରମ୍ଭ ହେବ…

ନୂଆଦିଲ୍ଲୀ,୧୨।୬: ରେଳ ଟିକେଟ ବୁକ କରୁଥିବା ଲୋକଙ୍କ ପାଇଁ ଏକ ଖୁସି ଖବର। ଏକ ନୂତନ IRCTC ୱେବସାଇଟ ଖୁବ ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଲୋକମାନେ…

ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ ପାଇଁ ଦାବି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଦାବିପତ୍ର ଦେଲେ…

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକର ଡଙ୍ଗରଗଡ଼ ଜଳପ୍ରପାତକୁ ଇକୋ-ଟୁରିଜମ (ପରିବେଶ ପର୍ଯ୍ୟଟନ) ପାଇଁ ଦାବି ହୋଇଛି। ଏନେଇ ଶୁକ୍ରବାର ଭବାନୀପାଟଣାରେ ଜଙ୍ଗଲ ଓ…

ଜେଲ୍ ୱାର୍ଡରଙ୍କ ଦବଙ୍ଗଗିରି! ବିଚ୍ ରାସ୍ତାରେ ଯୁବକଙ୍କୁ ଚାପୁଡ଼ା, ଭିଡିଓ ଭାଇରାଲ

ବ୍ରହ୍ମପୁର,୧୨।୬(ସୁବାସ ଚନ୍ଦ୍ର ପାଢ଼ୀ) : ବ୍ରହ୍ମପୁର ମଣ୍ଡଳ କାରାଗାର ମୁଖ୍ୟ ଫାଟକ ସମ୍ମୁଖରେ ଜେଲ ଓ୍ବାର୍ଡର ଜଣେ ଯୁବକଙ୍କୁ ମାଡ ମାରୁଥିବା ଭିଡିଓ ଭାଇରାଲ ହେଉଛି ।…

ଓଡ଼ିଶା ଡ୍ରାଇଭର ମହାସଙ୍ଘ, ଦେବଗଡ ଶାଖା ପକ୍ଷରୁ ଅଟୋ ରିକ୍ସା ଶୋଭାଯାତ୍ରା: ଏହିସବୁ ଦାବି ରଖିଲେ…

ଦେବଗଡ,୧୨।୬(ଶଶାଙ୍କ ଶେଖର ଝାଙ୍କର): ଓଡ଼ିଶା ଡ୍ରାଇଭର ମହାସଙ୍ଘ, ଦେବଗଡ ଶାଖା ପକ୍ଷରୁ ବିଭିନ୍ନ ଦାବି ନେଇ ଆଜି ଅଟୋ ରିକ୍ସା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏଥିସହ…

୪ର୍ଥ ବାଟାଲିଅନ ଆଇଆର୍‌ବିର ନୂତନ କମାଣ୍ଡାଣ୍ଟଙ୍କ ଯୋଗଦାନ, ଯବାନ-ଅନ୍ୟାନ୍ୟ ପଦାଧିକାରୀଙ୍କ ମଧ୍ୟରେ ଉତ୍ସାହ

ଦେବଗଡ,୧୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକର ବମ୍ପରଡା ସ୍ଥିତ ୪ର୍ଥ ଆଇଆର୍‌ବିର କମାଣ୍ଡାଣ୍ଟ ଭାବେ ଭବାନୀ ଶଙ୍କର ସେଠ ଯୋଗଦାନ କରଛନ୍ତି । ଭବାନୀ…

କମ୍‌ ବୟସରେ ଟଳିପଡ଼ିଲେ ଭାରତର ପ୍ରସିଦ୍ଧ ଶୁଟର: ଜିତିଥିଲେ ସ୍ବର୍ଣ୍ଣପଦକ

ନୂଆଦିଲ୍ଲୀ,୧୨।୬:ପ୍ରସିଦ୍ଧ ଶୁଟର ତଥା ଭାରତୀୟ ଅଲିମ୍ପିକ ଷ୍ଟାର ମନୁ ଭାକରଙ୍କ କୋଚ ଜସପାଲ ରାଣାଙ୍କ ଦେହାନ୍ତ ହୋଇଛି। ମ୍ୟୁନିଚ୍‌ରେ ଅନୁଷ୍ଠିତ ଶୁଟିଂ ବିଶ୍ୱକପ ପରେ ଭାରତ ଫେରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri