କଳା ରଙ୍ଗର ଲୋକେ କରୋନା ସଂକ୍ରମିତ ହେବା ଆଶଙ୍କା ଅଧିକ: ବ୍ରିଟେନ୍‌ ରିପୋର୍ଟ

ଲଣ୍ଡନ/ନୂଆଦିଲ୍ଲୀ,୭।୫: ସାରା ପୃଥିବୀରେ କରୋନା ମହାମାରୀ ଆତଙ୍କ ରଚିଛି। ତେବେ କରୋନା ସଂକ୍ରମଣ କଳା ରଙ୍ଗର ଲୋକଙ୍କୁ ହେବାର ଅଧିକ ଆଶଙ୍କା ରହିଥିବା ବ୍ରିଟେନ୍‌ର ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ବ୍ରିଟିଶ୍‌ ଷ୍ଟାଟିସ୍‌ଷ୍ଟିକ୍‌ ଅଫିସ୍‌ ପକ୍ଷରୁ ଏହି ରିପୋର୍ଟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ, କଳା ରଙ୍ଗ ଲୋକ ବାସ କରୁଥିବା ଅଞ୍ଚଳ, ଭାରତ, ପାକିସ୍ତାନ ଏବଂ ବାଂଲାଦେଶରେ କରୋନା ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ଅଧିକ ରହିବ। ଅପରପକ୍ଷରେ ଗୋରା ରଙ୍ଗ ଲୋକଙ୍କ କ୍ଷେତ୍ରରେ ଏହା ତୁଳାନାତ୍ମକ ଭାବେ କମ୍‌ ରହିବ। କଳା ରଙ୍ଗର ପୁରୁଷଙ୍କ ମୃତ୍ୟୁ ହାର ଗୋରା ରଙ୍ଗ ପୁରୁଷଙ୍କ ଅପେକ୍ଷା ୪.୨ ଗୁଣା ଅଧିକ ରହିବ। ସେହିପରି କଳା ରଙ୍ଗ ମହିଳାଙ୍କ ମୃତ୍ୟୁ ହାର ଗୋରା ରଙ୍ଗ ମହିଳାଙ୍କ ତୁଳନାରେ ୪.୩ ଗୁଣା ଅଧିକ ହେବ ବୋଲି ରିପୋର୍ଟରେ ଦର୍ଶାଯାଇଛି। ସୂଚନାଯୋଗ୍ୟ, ଆମେରିକାର ନ୍ୟୁୟର୍କରେ ବାସ କରୁଥିବା ଅଣଶ୍ୱେତାଙ୍ଗଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ହାର ଅଧିକ ରହିଛି। ସେମାନଙ୍କ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୯୩ ଡାକ୍ତରଙ୍କ ଜୀବନ ନେଲାଣି କରୋନା: ୧,୨୭୯ ଜଣ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୪।୭: ଭାରତରେ କରୋନା ସଂକ୍ରମଣ ବଢ଼ିଚାଲିଛି। କରୋନା ଲଢ଼େଇରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଡାକ୍ତରଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୧,୨୭୯ ଜଣ କରୋନାରେ...

ମିସୋରି ହାଉସ୍‌ ସଦସ୍ୟଙ୍କୁ ବହିଷ୍କାର ପ୍ରସ୍ତାବ

ଜେଫେରସନ ସିଟି, ୨୧ା୪: ନିଜ ୨ ଝିଅଙ୍କୁ ଯୌନ ଶୋଷଣ ସହ ଶାରୀରିକ ନିର୍ଯାତନା ଦେବା ମାମଲାରେ ମିସୋରି ହାଉସ୍‌ ସଦସ୍ୟ ରିପବ୍ଲିକାନ ରିକ୍‌ ରୋବରଙ୍କୁ...

ପରାଜୟ ସ୍ୱୀକାର କରନ୍ତୁ ଟ୍ରମ୍ପ: ମେଲାନିଆ

ୱାଶିଂଟନ,୯ ।୧୧: ଆମେରିକାରେ ଅନୁଷ୍ଠିତ ହୋଇଥିବା ରାଷ୍ଟ୍ରପତି ନିର୍ବାଚନରେ ଜୋ ବାଇଡେନ୍ ବିଜୟ ଲାଗ କରିଥିବା ବେଳେ ଡୋନାଲ୍ଡ ଟ୍ରମ୍ପ ହାରି ଯାଇଛନ୍ତି । ହେଲେ...

ୟୁକ୍ରେନ୍ ଯିବେ ନାହିଁ ବାଇଡେନ

ୱାଶିଂଟନ,୧୯ ।୪: ରୁଷିଆ-ୟୁକ୍ରେନ୍ ଯୁଦ୍ଧକୁ ୫୫ ଦିନ ହୋଇଯାଇଛି । କିଛି ଦେଶର ମଧ୍ୟସ୍ଥତା ପରେ ବି ଏହାର କୌଣସି ସମାଧାନ ବାହାରି ପାରି ନାହିଁ...

ତ୍ରୁଟିପୂର୍ଣ୍ଣ କିଟ୍‌ ପାଇଁ ରାପିଡ୍‌ ଟେଷ୍ଟ ବନ୍ଦ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୮।୪(ପିଟି): କରୋନା ସଂକ୍ରମିତଙ୍କୁ ଚିହ୍ନଟ କରିବା ଉଦ୍ଦେଶ୍ୟରେ ଚାଇନାର ୨ଟି କମ୍ପାନୀରୁ ଭାରତକୁ ଆସିଥିବା କୋଭିଡ-୧୯ ରାପିଡ ଆଣ୍ଟିବଡି ଟେଷ୍ଟ କିଟ୍‌କୁ ବ୍ୟବହାର ନ କରିବାକୁ...

ସୋସିଆଲ ଡିଷ୍ଟାନସିଂ ଗାଇଡ୍‌ ଲାଇନ୍ସକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦।୩: ଆମେରିକାରେ କରୋନା ଭାଇରସ କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ସେଠାରେ ମୃତ୍ୟୁ ସଂଖ୍ୟା ୨ ହଜାର ଅତିକ୍ରମ କରି ସାରିଲାଣି। ଏହାକୁ...

ମଣିପୁର-ନେପାଳରେ ଭୂକମ୍ପ…

ଇମ୍ଫାଲ/କାଠମାଣ୍ଡୁ,୨୫।୭ : ସୋମବାର ସକାଳ ପ୍ରାୟ ୫ଟା ୫୨ ସମୟରେ ଭାରତର ମଣିପୁର ଏବଂ ନେପାଳରେ ଭୂକମ୍ପ ଅନୁଭୂତ ହୋଇଛି। ଥିଲା। ରିକ୍ଟର ସ୍କେଲରେ ଏହାର...

ନ୍ୟୁୟର୍କ ଟାଇମ୍ସର ସମ୍ପାଦକ ବ୍ଲାକ ହାଉନଶେଲଙ୍କ ପରଲୋକ

ନ୍ୟୁୟର୍କ,୧୨ ।୧: ‘ ଦ ନ୍ୟୁୟର୍କ ଟାଇମ୍ସର ‘ଅନ ପଲିଟିକ୍ସ’ ସମାଚାର ପତ୍ରର ସମ୍ପାଦକ ତଥା ପୂର୍ବରେ ‘ପଲିଟିକୋ’ରେ କିଛି ଗୁରୁତ୍ୱପୂର୍ଣ୍ଣ ପଦ ସମ୍ଭଳିଥିବା ଜଣାଶୁଣା...

Advertisement
Archives

Model This Week