କଳିଙ୍ଗା ଘାଟିରେ ଟ୍ରକ୍‌ ଦୁର୍ଘଟଣା, ଡ୍ରାଇଭର ଆହତ

ଜି.ଉଦୟଗିରି,୧୯ା୨(ଡି.ଏନ.ଏ.)-ଜି.ଉଦୟଗିରି ନିକଟ କଳିଙ୍ଗା ଘାଟିରେ ଏକ ମାଲବାହୀ ଟ୍ରକ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଡ୍ରାଇଭର ଆହତ ହୋଇଛନ୍ତି। ମିଳିଥିବା ସୂଚନା ପ୍ରକାରେ, ମଙ୍ଗଳବାର ଅପରାହ୍ନ ୫ଟା ବେଳେ କଳିଙ୍ଗାରୁ ଭଞ୍ଜନଗର ଅଭିମୁଖେ ଯାଉଥିବା ମକାମଞ୍ଜି ବୋଝେଇ ଟ୍ରକ ( ଓଆର୦୨ଜେ୨୯୮୬) କଳିଙ୍ଗା ଘାଟିରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଡ୍ରାଇଭର ଆହତ ହୋଇଛନ୍ତି। ଡ୍ରାଇଭର ଭିକି କରମଲ ଗାଡ଼ିରୁ ଡେଇଁ ପଡ଼ିବା ଫଳରେ ଅଧିକ ଆହତ ହୋଇଥିଲେ। ଘଟଣାସ୍ଥଳରେ ଜି.ଉଦୟଗିରି ଅଗ୍ନିସେବା ଗାଡ଼ି ପହଞ୍ଚତ୍ ଆହତଙ୍କୁ ଉଦ୍ଧାର କରି ଜି.ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

ଅନ୍ଧାରରେ ପାଙ୍ଗାଲି ଗ୍ରାମବାସୀ, ଆନ୍ଦୋଳନ ପାଇଁ ନିଷ୍ପତ୍ତି ନେଇ କହିଲେ…

ଦାରିଙ୍ଗବାଡ଼ି,୩ା୭(ଅରୁଣ ସାହୁ): ଦିନେ କି ଦୁଇ ଦିନ ନୁହଁ ଗତ ୪ ଦିନ ବିତିଲା ଏକ ଅନୁସୂଚିତ ଜନଜାତି ବସବାସ କରୁଥିବା ଦୁର୍ଗମ ଗ୍ରାମ ଅନ୍ଧାରରେ ରହିଛି…

ଦୁଇ ବାଇକ୍‌ ମୁହାଁମୁହିଁ, ଜଣଙ୍କ ଜୀବନ ଗଲା, ୨ ଗୁରୁତରଙ୍କୁ…

ମୋହନା,୩ା୭(ମନ୍ମଥ ମିଶ୍ର): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଗଜପତି ଜିଲା ମୋହନା ଥାନା ୩୨୬ ଜାତୀୟ…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

ସବୁଜ ଭବିଷ୍ୟତ ଗଢ଼ିବା ପାଇଁ ଶପଥ ନେଲେ ଛାତ୍ରୀଛାତ୍ର, ଜଳବାୟୁ ପରିବର୍ତ୍ତନରେ…

ମହାକାଳପଡ଼ା,୩ା ୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡ଼ାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ହେବ ସଜୁବ ବନାନୀ। ଏଥିପାଇଁ ସ୍କୁଲ…

ପୁଅ ଅନ୍ୟ ଜାତିରେ ବାହା ହୋଇଥିଲେ ବୋଲି ବାପାଙ୍କ ମୃତଦେହକୁ ଛୁଇଁଲେନି କେହି: ୧୦ ଘଣ୍ଟା ପରେ…

ପାଟଣାଗଡ଼,୩।୭(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲାର ପାଟଣାଗଡ଼ ବ୍ଳକ ଅନ୍ତର୍ଗତ ତୁଳସୀଡୁଙ୍ଗରି ଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ବୃଦ୍ଧାଙ୍କ ପୁଅ ଅନ୍ୟଜାତିର ବାହା…

ପୋଡମପେଟା ସମୁଦ୍ର କୂଳ ଲଂଘିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୩।୭(ଅନାଥ ତରାଇ):  ବିଶ୍ୱତାପନ ଓ ବଙ୍ଗୋପସାଗରରେ କ୍ରମାଗତ ଜଳସ୍ତର ବୃଦ୍ଧି ଯୋଗୁଁ ଗଞ୍ଜାମ ଜିଲା ଉପକୂଳରେ ସ୍ଥିତି ଗମ୍ଭୀର ରହିଛି । ଏହାର ସ୍ଥାୟୀ ସମାଧାନ ପାଇଁ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri