Posted inଖେଳ

କଳିଙ୍ଗ ଫୁଟବଲ ଏକାଡେମୀ ବିଜୟୀ

ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)- ଯାଜପୁର କଳିଙ୍ଗ ନଗରସ୍ଥିତ କଳିଙ୍ଗ ଫୁଟବଲ ଏକାଡେମୀ (କେଏଫଏ) ପ୍ରଥମଥରପାଇଁ ୧୫ ବର୍ଷରୁ କମ୍‌ ହିରୋ ଆଇ-ଲିଗ୍‌ ଫୁଟବଲ ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଛି। ଜାମସେଦପୁରଠାରେ ସୋମବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଦଳ ଜାମସେଦପୁର ଫୁଟବଲ ଏକାଡେମୀ (ଜେଏଫସି)କୁ ୨-୧ ଗୋଲରେ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଅବଦୁର ରହମନ ଓ ତୁଶାର ବାହାଦୂର ରଣା ଗୋଲ ଦେଇଥିଲେ। ଏହି ଦଳ ସୁପ୍ରସନ୍ନ ନାୟକ, ସୁଶାନ୍ତ ମହାନ୍ତି ଓ ଗୀତାଞ୍ଜଳି ଖୁଣ୍ଟିଆଙ୍କଦ୍ୱାରା ପ୍ରଶିକ୍ଷଣପ୍ରାପ୍ତ। ଟିମ୍‌ ମ୍ୟାନେଜରଭାବେ ସେଶୁକାନ୍ତ ଛେତ୍ରୀ ଦଳସହ ଯାତ୍ରା କରିଛନ୍ତି। କେଏଫଏ ଏହାର ପରବର୍ତ୍ତୀ ମ୍ୟାଚ ୨୪ରେ ଧାନବାଦ ଫୁଟବଲ ଏକାଡେମୀ (ଡିଏଫଏ) ବିପକ୍ଷରେ ଖେଳିବ। ଏଥିରେ ଭାଗ ନେଇଥିବା ଫାଓ ଏକାଡେମୀ କିନ୍ତୁ ନିଜର ପ୍ରଥମ ମ୍ୟାଚ ହାରି ଯାଇଛି। ଏହି ଦଳ ଧାନବାଦ ଫୁଟବଲ ଏକାଡେମୀଠାରୁ ୦-୩ ଗୋଲରେ ପରାସ୍ତ ହୋଇଛି। ୨୪ ତାରିଖରେ ଫାଓ ଏହାର ପରବର୍ତ୍ତୀ ମ୍ୟାଚରେ ଜାମସେଦପୁର ଏଫସିକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚିନ୍ତାରେ ବାଂଲାଦେଶ ଦଳ

ଟଣ୍ଟନ,୧୬ା୬: ବାଂଲାଦେଶ ପାଇଁ ଚଳିତ ବିଶ୍ୱକପ୍‌ରେ ଦ୍ୱିତୀୟ ସର୍ବାଧିକ ରନ୍‌ ସ୍କୋରର ମୁସ୍ତାଫିକର ରହିମ ବ୍ୟାଟିଂ ଅଭ୍ୟାସ କରୁଥିବା ବେଳେ ଆହତ ହୋଇଛନ୍ତି। ସୋମବାର ଏଠାରେ...

କ୍ରିକେଟର ଶ୍ରୀସନ୍ଥଙ୍କ ବିରୋଧରେ ଆସିଥିଲା ଏଭଳି ଅଭିଯୋଗ…

ମୁମ୍ବାଇ,୬।୨: ଭାରତୀୟ କ୍ରିକେଟର ଶାନ୍ଥାକୁମାରନ ଶ୍ରୀସନ୍ଥଙ୍କୁ ଶନିବାର ୩୮ବର୍ଷ ପୂରଣ ହୋଇଛି। ସେ ୩୯ ବର୍ଷରେ ପାଦ ଦେଇଛନ୍ତି। ୧୯୮୩ ଫେବୃୟାରୀ ୬ରେ ସେ କେରଳର...

ରାଜସ୍ଥାନର ଜବରଦସ୍ତ ବିଜୟ

ଶାରଜା,୨୮।୯(ପି.ଟି.): ସ୍ଥାନୀୟ ଶାରଜା କ୍ରିକେଟ ଗ୍ରାଉଣ୍ଡରେ ରବିବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଏକ ହାଇସ୍କୋରିଂ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଦମ୍‌ଦାର ପ୍ରଦର୍ଶନ କରି...

ଭାରତୀୟ ଖେଳାଳିଙ୍କୁ ୩ ଦିନ ପରସ୍ପର ସହ ମିଶିବା ମନା

ସାଉଥାମ୍ପଟନ, ୫।୬(ପି.ଟି.)- ସମ୍ପ୍ରତି ୟୁନାଇଟେଡ କିଙ୍ଗ୍‌ଡମ୍‌ ଟୁର୍‌ରେ ଥିବା ଭାରତୀୟ କ୍ରିକେଟ ଦଳର ୩ ଦିନିଆ କଠିନ କ୍ୱାରାଣ୍ଟାଇନ୍‌ ଆରମ୍ଭ ହୋଇଛି। ଏହି ସମୟ ମଧ୍ୟରେ...

ପ୍ରଥମ ଟି୨୦ରେ ପାକିସ୍ତାନ ବିଜୟୀ

ରାଓ୍ବଲପିଣ୍ଡି: ସ୍ଥାନୀୟ ରାଓ୍ବଲପିଣ୍ଡି ଷ୍ଟାଡିୟମରେ ଅନୁଷ୍ଠିତ ଜିମ୍ବାଓ୍ବେ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ଟି୨୦ ମ୍ୟାଚରେ ପାକିସ୍ତାନ ୬ ଉଇକେଟରେ ବିଜୟ ହାସଲ କରିଛି। ଶନିବାର ଅନୁଷ୍ଠିତ...

ପୂର୍ବାଞ୍ଚଳ ପ୍ରତିଭା ଚୟନ ଜୋନାଲ କମିଟିରେ ପ୍ରବୋଧ

ଭୁବନେଶ୍ୱର, ୮।୧ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ଏନ୍‌ଆଇଏସ୍‌ ଆଥଲେଟିକ୍‌ କୋଚ୍‌ ତଥା ଅନ୍ତର୍ଜାତୀୟ ଟେକ୍ନିକାଲ ଅଫିସିଆଲ ପ୍ରବୋଧ କୁମାର ମହାନ୍ତିଙ୍କୁ ଆଉ ଏକ ଗୁରୁଦାୟିତ୍ୱ ମିଳିଛି।...

ଆଜି ବାରବାଟୀ ଟକ୍କର

ଭୁବନେଶ୍ୱର, ୧୨।୬ (କ୍ରୀଡ଼ା ପ୍ରତିନିଧି): ବାରବାଟୀ ପ୍ରସ୍ତୁତ। ରବିବାର ଏହି ଷ୍ଟାଡିୟମରେ ହେବ ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଏହି ହାଇ ପ୍ରୋଫାଇଲ୍‌...

ବାଂଲାଦେଶ ହାତରୁ ବିଜୟ ଛଡାଇ ଆଣିଲା ଭାରତ

ଆଡିଲେଡ,୨।୧୧: ଆଡିଲେଡ ଓଭାଲରେ ଖେଳାଯାଇଥିବା ଟି-୨୦ ବିଶ୍ୱକପର ୩୫ତମ ମ୍ୟାଚରେ ଟିମ ଇଣ୍ଡିଆ ବାଂଲାଦେଶକୁ ୫ ରନ୍‌ରେ ପରାସ୍ତ କରିଛି। ଏହି ବିଜୟ ସହିତ ଭାରତ...

Advertisement
Archives

Model This Week