କଶ୍ମୀରକୁ ଦଖଲ କରିଛି ଭାରତ

ନ୍ୟୁୟର୍କ,୩୦ା୯(ଆଇଏଏନ୍‌ଏସ୍‌): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ କଶ୍ମୀର ପ୍ରସଙ୍ଗକୁ ନେଇ ଭାରତ ବିରୋଧୀ ଅଭିଯାନରେ ଚାଇନା ଓ ତୁର୍କୀ ସହ ମାଲେସିଆ ଯୋଗଦେଇଛି। କଶ୍ମୀରକୁ ଭାରତ ଆକ୍ରମଣ ଓ ଦଖଲ କରିଛି ବୋଲି ମାଲେସିଆ ପ୍ରଧାନମନ୍ତ୍ରୀ ମାହାଥିର ମହମ୍ମଦ ଅଭିଯୋଗ ଆଣିଛନ୍ତି।
ୟୁଏନ୍‌ଜିଏର ୭୪ତମ ଅଧିବେଶନରେ ମାହାଥିର ଅଭିଭାଷଣ ଦେଇ କହିଥିଲେ, ଜାତିସଂଘ ସଂକଳ୍ପନାମା ସତ୍ତ୍ୱେ ଭାରତ କଶ୍ମୀରକୁ ଆକ୍ରମଣ କରି ଦଖଲରେ ରଖିଛି। ଏହି କାର୍ଯ୍ୟାନୁଷ୍ଠାନ ପାଇଁ କାରଣ ଥାଇପାରେ। କିନ୍ତୁ ଏହା ଏକ ଭୁଲ ପଦକ୍ଷେପ। ଶାନ୍ତିପୂର୍ଣ୍ଣ ଉପାୟରେ ଏହି ସମସ୍ୟାର ସମାଧାନ ଜରୁରୀ। ପାକିସ୍ତାନ ସହ ମିଶି ଭାରତ ଏହାର ସମାଧାନ କରିବା ଉଚିତ। ଜାତିସଂଘକୁ ଅଣଦେଖା କରିବା ଏହାର ଆଇନକୁ ଅସମ୍ମାନ ବୋଲି ସେ କହିଥିଲେ। ମାଲେସିଆ ଗଣମାଧ୍ୟମ ଅନୁସାରେ ଗତ ୫ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମାହାଥିରଙ୍କ ମଧ୍ୟରେ ସାକ୍ଷାତ ବେଳେ କଶ୍ମୀର ମୁଖ୍ୟ ପ୍ରସଙ୍ଗ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ…

ବନ ବିଭାଗରେ ନିୟୋଜିତ ଗାଡ଼ି ଦୁର୍ଘଟଣାଗ୍ରସ୍ତ: ମହଙ୍ଗା ପଡ଼ିଲା ସରକାରୀ ଗାଡ଼ିରେ ବେସରକାରୀ କାମ

ବଣାଇଁ,୧୨ା୬(ପ୍ରଦୀପ ତ୍ରିପାଠୀ): ରାଜାମୁଣ୍ଡା କୋଇଡା ୫୨୦ ନମ୍ବର ଜାତୀୟ ରାଜପଥର କେ. ବଲାଙ୍ଗ ଥାନା ନିକଟରେ ଗୁରୁବାର ରାତିରେ ହାଇଓ୍ବା ପଛରେ ଏକ ବୋଲେରୋ ପିଟି ହୋଇ…

କାଲି ସକାଳୁ ମାଡ଼ି ଆସୁଛି ବର୍ଷା! ଏସବୁ ଜିଲାକୁ ହାଇ ଆଲର୍ଟ…

ନୂଆଦିଲ୍ଲୀ,୧୨।୬: ଆଇଏମଡି (IMD) ର ସୂଚନା ଅନୁଯାୟୀ, ଜୁନ ୪ ରେ କେରଳରେ ପ୍ରବେଶ କରିବା ପରେ ମୌସୁମୀ ମାତ୍ର ୮ ଦିନ ମଧ୍ୟରେ ୧୭ଟି ରାଜ୍ୟକୁ…

ମମତା ବାନାର୍ଜୀଙ୍କ ବିରୋଧରେFIR; ବଢ଼ିଲା ଅଡୁଆ

କୋଲକାତା,୧୨।୬: କ୍ଷମତା ହରାଇବା ପରଠାରୁ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସମସ୍ୟା କ୍ରମାଗତ ଭାବରେ ବଢ଼ିବାରେ ଲାଗିଛି। ସାମ୍ପ୍ରଦାୟିକ ମନ୍ତବ୍ୟ ସମ୍ପର୍କରେ ତାଙ୍କ ବିରୋଧରେ ହ୍ୟାରେ…

କେନାଲରୁ ମିଳିଲା ଯୁବକଙ୍କ ମୃତଦେହ, ଭଉଣୀ-ଭିଣୋଇଙ୍କୁ ଅଟକ ରଖି…

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ରାଇପୁର ଗାଁର କାହ୍ନୁ ସେଠୀ ନାମକ ଜଣେ ଯୁବକଙ୍କ ମୃତଦେହ ତୋଟା ସାହି ପାଳୁଅ ବାରି କେନାଲରୁ ଶୁକ୍ରବାର ଉଦ୍ଧାର…

ସାବଧାନ! ପେଟ୍ରୋଲ-ଡିଜେଲ କିଣିବା ଉପରେ ଲାଗିଲା କଟକଣା: ଏତିକି ଲିଟରରୁ ଅଧିକ ମିଳିବନି ତେଲ, ଉଲ୍ଲଂଘନ କଲେ ଜେଲ୍‌!

ନୂଆଦିଲ୍ଲୀ,୧୨।୬: ପେଟ୍ରୋଲ ଏବଂ ଡିଜେଲ ଯୋଗାଣକୁ ନେଇ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ପେଟ୍ରୋଲ ପମ୍ପଗୁଡ଼ିକରୁ ଇନ୍ଧନ…

ବିଡିଓଙ୍କୁ ଗାଡ଼ି ଉପରକୁ ଟେକାପଥର ମାଡ଼

ନୟାଗଡ଼,୧୨ା୬(ଲୋକନାଥ ମିଶ୍ର/ପ୍ରକାଶ କୁମାର ପାଣି): ନୟାଗଡ଼ ଜିଲା ଦଶପଲା ବ୍ଲକ ନଛିପୁରରେ ଦଶପଲ୍ଲା ବିଡିଓ ଶରତ ମଲିକଙ୍କ ଗାଡ଼ି ଉପରକୁ ଟେକାପଥରମାଡ଼ ହୋଇଛି। ବିଡିଓ ନିର୍ବାଚନ କାର୍ଯ୍ୟରେ…

୫ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ବାନ୍ଧିଲା ପୋଲିସ: ୨ ବନ୍ଧୁକ ସହ ୩ ଜୀବନ୍ତ…

ଭଞ୍ଜନଗର,୧୨।୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଶୁକ୍ରବାର ବାରୁଡ଼ା ଗ୍ରାମର ଏକ ଗଣ୍ତଗୋଳ ମାମଲାରେ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଜଗନ୍ନାଥପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri