Posted inଜାତୀୟ

କଶ୍ମୀରକୁ ନେଇ ପୁଣି ଥରେ ସମସ୍ତଙ୍କୁ ଚମକାଇ ପାରନ୍ତି ମୋଦି

ନୂଆଦିଲ୍ଲୀ,୧୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁଥର କିଛି ନା କିଛି ବଡ ପଦକ୍ଷେପ ନେଇ ସମସ୍ତଙ୍କୁ ଚମକାଇ ଦେଇଥାଆନ୍ତି। ବିମୁଦ୍ରିକରଣ ହେଉ ଅବା ତିନ୍‌ ତଲାକ ଏହାପରେ ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ହଟାଇବା ପ୍ରସଙ୍ଗ ହେଉ ଏସବୁ ସାଧାରଣ ଜନତାଙ୍କୁ ଚମକାଇବା ଭଳି ନିଷ୍ପତ୍ତି ଥିଲା ମୋଦଙ୍କର। ଏବେ ପୁଣି ଥରେ ମୋଦି କଶ୍ମୀରର ଉପ ରାଜ୍ୟପାଳ ପ୍ରସଙ୍ଗରେ ସମସ୍ତଙ୍କୁ ଚମକାଇ ପାରନ୍ତି ବୋଲି ଅନୁମାନ କରାଯାଉଛି। ଏହାକୁ ନେଇ ଆଲୋଚନା ଓ ଅନୁମାନ ଲଗାଯାଉଛି ସତ ହେଲେ ଫଳାଫଳ କାହାକୁ ଜଣା ନାହିଁ। ତେଣୁ ରାଜନୈତିକ ମହଲରେ ବି ଚର୍ଚ୍ଚା ହେଉଛି କି ମୋଦି ପୁଣି ଥରେ ଚମକାଇ ପାରନ୍ତି। ଏହା ମୋଦିଙ୍କ କାର୍ଯ୍ୟଶୈଳୀ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଭାରତୀୟ ଯୁବକଙ୍କୁ ଟ୍ରମ୍ପ କାହିଁକି ଦେଲେ ସ୍ବତନ୍ତ୍ର ଉପହାର

ଆଗ୍ରା,୨୫।୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସହଧର୍ମଣୀ ମେଲାନିଆ ଟ୍ରମ୍ପଙ୍କ ସମେତ ଝିଅ ଜ୍ୱାଇଁ ପ୍ରଥମ ଥର ଭାରତକୁ ଆସିଛନ୍ତି। ସୋମବାର ଟ୍ରମ୍ପ ଓ ମେଲାନିଆ...

ଏବେ ହେବ ରାମଙ୍କ କାମ: ମୋହନ ଭାଗଓ୍ବତ୍‌

ଉଦୟପୁର,୨୭।୫: ଭାଜପାର ବିପୁଳ ବିଜୟ ପରେ ଆର୍‌ଏସ୍‌ଏସ୍‌ କର୍ମୀଙ୍କ ମଧ୍ୟରେ ଉତ୍ସାହ ଖେଳି ଯାଇଛି। ଏହି ମର୍ମରେ ଆର୍‌ଏସ୍‌ଏସ୍‌ ପ୍ରମୁଖ ମୋହନ ଭାଗଓ୍ବତ୍‌ ରାମ ମନ୍ଦିର...

ଉଠିଲା ସିଏଏ, କଶ୍ମୀର ଓ ଆତଙ୍କବାଦ ପ୍ରସଙ୍ଗ

ନୂଆଦିଲ୍ଲୀ, ୨୬ା୨(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଖବରଦାତାଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ଅନେକ କଥା କହିଥିଲେ। ଭାରତ ସହ ଧାର୍ମିକ ସ୍ବାଧୀନତା, ବାଣିଜି୍ୟକ...

ପ୍ରେମିକଙ୍କ ସହ ଝିଅକୁ ଜିଅନ୍ତା ଜାଳିଦେଲେ ପରିବାର ଲୋକେ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ବାନ୍ଦାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ପ୍ରେମିକା-ପ୍ରେମିକଙ୍କ ଜୀଅନ୍ତା ଜାଳି ଦିଆଯାଇଛି। ଏହି ସମ୍ବେଦନଶୀଳ ଘଟଣା ପରେ ଉଭୟଙ୍କ ମୃତ୍ୟୁ ଘଟିଛି।...

ନିର୍ବାଚନ ପୂର୍ବରୁ ଭାଜପାକୁ ଝଟ୍‌କା: ଏଲଜେପିରେ ଯୋଗଦେଲେ ଉଷା ବିଦ୍ୟାର୍ଥୀ

ନୂଆଦିଲ୍ଲୀ, ୭।୧୦: ବିହାରରେ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ମିିଳିବାରେ ଲାଗିଛି। ଗତ ଦୁଇ ଦିନ ମଧ୍ୟରେ ଦଳର ୨...

ଲାଉଡ୍‌ସ୍ପିକର ଉପରେ ଜାତୀୟ ନୀତି ଆଣୁ କେନ୍ଦ୍ର

ମୁମ୍ବାଇ, ୨୧ା୪: ଲାଉଡ୍‌ସ୍ପିକର ବ୍ୟବହାର ଉପରେ କେନ୍ଦ୍ର ସରକାର ଏକ ଜାତୀୟ ନୀତି ଆଣି ତାହାକୁ ପ୍ରଥମେ ଭାଜପା ଶାସିତ ରାଜ୍ୟଗୁଡ଼ିକରେ ଲାଗୁ କରନ୍ତୁ ବୋଲି...

ବନ୍ୟା ନେଲାଣି ୧୮ ଜୀବନ, ୮ଲକ୍ଷ ଲୋକ ପ୍ରଭାବିତ

ଗୁଆହାଟୀ,୨୨।୫: ବନ୍ୟା ଯୋଗୁ ଆସାମରେ ସ୍ଥିତି ଗମ୍ଭୀର ହେବାରେ ଲାଗିଛି। ବନ୍ୟାରେ ରବିବାର ଆଉ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ...

ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଶପଥ ନେଲେ ଲାଲଜି ଟଣ୍ଡନ

ଭୋପାଳ,୨୯।୭: ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଲାଲଜି ଟଣ୍ଡନ ସୋମବାର ଶପଥ ଗ୍ରହଣ କରିଛନ୍ତି। ମଧ୍ୟପ୍ରଦେଶର ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ରବି ଶଙ୍କର ଝା ରାଜଭବନରେ...

Advertisement
Archives

Model This Week