କଶ୍ମୀରକୁ ନେଇ ମଧ୍ୟସ୍ଥତା କରିବନି ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୩।୮: କଶ୍ମୀର ମାମଲାକୁ ନେଇ ଭାରତ-ପାକିସ୍ତାନ ମଧ୍ୟରେ ଆମେରିକା ମଧ୍ୟସ୍ଥତା କରିବ ନାହିଁ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଥିବା ପ୍ରକାଶ କରିଛନ୍ତି ଭାରତର ଜଣେ ବରିଷ୍ଠ କୁଟନୀତିଜ୍ଞ। ଦ୍ୱିପାକ୍ଷିକ ଭାବେ ଉଭୟ ଦେଶ ଏହାର ସମାଧାନ କରନ୍ତୁ ବୋଲି ଆମେରିକା ଚାହିଁବା କଥା କହିଛନ୍ତି ଆମେରିକାରେ ଥିବା ଭାରତର ରାଷ୍ଟ୍ରଦୂତ ହର୍ଷ ବର୍ଦ୍ଧନ ଶ୍ରୀଙ୍ଗଲା। ତେବେ ଟ୍ରମ୍ପ କହିଛନ୍ତି ତାଙ୍କର ମଧ୍ୟସ୍ଥତାକୁ ନେଇ ସେ ଯେଉଁ ପ୍ରସ୍ତାବ ଦେଇଥିଲେ ଏହାକୁ ଗ୍ରହଣ କରିବାର ଦାୟିତ୍ୱ ହେଉଛି ଉଭୟ ଦେଶର। ଯେହେତୁ ଭାରତ ଆମେରିକାର ମଧ୍ୟସ୍ଥତାକୁ ଗ୍ରହଣ କରି ନାହିଁ ସେଥିପାଇଁ ଉଭୟ ଦେଶ ପରସ୍ପର ମଧ୍ୟରେ ଦ୍ୱିପାକ୍ଷିକ ଭାବେ ସମାଧାନ କରିବାକୁ ଆମେରିକା ମତ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଓ୍ବଲପିଣ୍ଡିରେ ଲାଗୁ ହେଲା ୧୪୪ ଧାରା, ବିରୋଧ ପ୍ରଦର୍ଶନ କରୁଥିବା ଅଭିଯୋଗରେ ଇମ୍ରାନଙ୍କ ୮ ସମର୍ଥକ ଗିରଫ

ଇସଲାମାବାଦ,୭।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଗିରଫ ହେବାକୁ ବିରୋଧ କରି ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ସମର୍ଥକମାନେ ବିରୋଧ ପ୍ରଦର୍ଶନ ଜାରି ରଖିଛନ୍ତି। ରାଓ୍ବଲପିଣ୍ଡିରେ...

ଚାଇନାକୁ ବାଇଡେନ୍‌ଙ୍କ ବାର୍ତ୍ତା: ଆମେରିକା ଇଜ୍ ବ୍ୟାକ୍‌

ୱାଶିଂଟନ,୫ ।୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ ପ୍ରଥମଥର ଲାଗି ଗୁରୁବାର ତାଙ୍କର ରାଜନୈତିକ ଉଦ୍‌ବୋଧନ ଦେଇଛନ୍ତି । ଏହି ସମୟରେ ସେ...

ଚାଇନାର ବନ୍ଧୁ ପଣିଆ: ସହାୟତା ପାଇଁ ଇଟାଲି ଦାନ କରିଥିବା ଚିକିତ୍ସା ଉପକରଣ ବିକ୍ରି କରିବାକୁ ଚାହୁଁଛି

ବେଜିଂ,୬।୪: ଚାଇନାର ବନ୍ଧୁ ପଣିଆର ମୁଖା ଏବେ ଖୋଲି ଯାଇଛି। ଉହାନରେ ଗତ ମାସରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇ ଉଠିଥିଲା। ଏପରିସ୍ଥଳେ...

ପାଶ୍ଚାତ୍ୟ ଦେଶଙ୍କୁ ପୁଟିନଙ୍କ ଚେତାବନୀ, ଆମେ ନତ ମସ୍ତକ ହେବୁ ନାହିଁ…

ମସ୍କୋ,୧।୧ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ନୂଆ ବର୍ଷ ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ଗତ ୧୦ ମାସ ଧରି ୟୁକ୍ରେନ ବିରୁଦ୍ଧରେ ଯୁଦ୍ଧ...

ନେପାଳ: ଶାସକ କମ୍ୟୁନିଷ୍ଟ ପାର୍ଟିରେ ବିଭାଜନ ଆଶଙ୍କା ଘନେଇଲା

କାଠମାଣ୍ଡୁ,୨।୧୧: ନେପାଳରେ ଶାସକ କମ୍ୟୁନିଷ୍ଟ ପାର୍ଟିରେ ବିଭାଜନ ଆଶଙ୍କା ଘନେଇବାରେ ଲାଗିଛି। ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି ଏବଂ ପାର୍ଟିର ବରିଷ୍ଠ ନେତା ପୁଷ୍ପ କମଲ...

ଶିଶୁ ମୃତ୍ୟୁ ମାମଲା: ଦୋଷୀଙ୍କୁ ୧୦୦ ବର୍ଷ କାରା ଦଣ୍ଡାଦେଶ…

ନ୍ୟୁୟର୍କ,୨୬।୩ : ଶିଶୁ ମୃତ୍ୟୁ ମାମଲାରେ ଜଣେ ୩୫ ବର୍ଷ ବୟସ୍କ ବ୍ୟକ୍ତିଙ୍କୁ କୋର୍ଟଙ୍କ ପକ୍ଷରୁ ୧୦୦ ବର୍ଷର ଜେଲ ଦଣ୍ଡାଦେଶ କରାଯାଇଛି। ୨୦୨୧ ମସିହାରେ...

କେମିକାଲ ପ୍ଲାଣ୍ଟରେ ବିସ୍ଫୋରଣ

ଓ୍ବାଶିଂଟନ,୧୨ା୧: ଆମେରିକାର ଶିକାଗୋସ୍ଥିତ ଲାସଲେର ଏକ କେମିକାଲ ପ୍ଲାଣ୍ଟରେ ଗୁରୁବାର ସକାଳେ ବିସ୍ଫୋରଣ ଘଟିଛି। ଏଥିଯୋଗୁ ନିଅଁା ଲାଗି ଫ୍ୟାକ୍ଟ୍ରି ଜଳିଯାଇଛି। ଇଲିନୋଇସ୍‌ର ଉତ୍ତର ଭାଗରେ...

ଭାରତ-ପାକିସ୍ତାନ ବିବାଦ ସମାଧାନର କୌଣସି ସମ୍ଭାବନା ନାହିଁ

ଇସଲାମା ବାଦ,୨୫ା୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଥିବା ବିବାଦର ସମାଧାନ ନେଇ କୌଣସି ସମ୍ଭାବନା ନାହିଁ। ଏକ ରିପୋର୍ଟ ଅନୁଯାୟୀ, ପାକିସ୍ତାନୀ ସେନାରେ ଆଗାମୀ...

Advertisement
Archives

Model This Week