Posted inଜାତୀୟ

କଶ୍ମୀରକୁ ନେଇ ମୂଲ୍ୟହୀନ କଥା କହୁଛି ପାକିସ୍ତାନ: ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୯।୮: ପାକିସ୍ତାନ ଭାରତ ପ୍ରତି ଯେଉଁ ମନୋଭାବ ପୋଷଣ କରୁଛି ତାକୁ ନେଇ ଗୁରୁବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଏକ ଖବରଦାତା ସମ୍ମିଳନୀର ଆୟୋଜନ କରାଯାଇଥିଲା। ଏଥିରେ ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ରବିଶ କୁମାର କହିଥିଲେ ପାକିସ୍ତାନ ସାଧାରଣ ପଡୋଶୀ ଭଳି ବ୍ୟବହାର କରୁନାହିଁ। ସେ ବିଶେଷ ଭାବେ ଭାରତର ଆଭ୍ୟନ୍ତରୀଣ ମାମଲାରେ ହସ୍ତକ୍ଷେପ କରିବାକୁ ଚାହୁଁଛି। ପାକିସ୍ତାନ ଭାରତକୁ ନେଇ ଯେଉଁ ଟୁଇଟ୍‌ କରୁଛି ଅବା ବୟାନ ଦେଉଛି ତାକୁ ନିନ୍ଦା କରାଯାଉଛି। କାରଣ ସେ ତା’ ବୟାନରେ ଜେହାଦ କଥା ଉଠାଉଥିବା ବେଳେ ହିଂସା ସୃଷ୍ଟି କରିବା ଭଳି ଟୁଇଟ୍‌ ମଧ୍ୟ କରୁଛି। ତେଣୁ ସାରା ବିଶ୍ୱ ପାକିସ୍ତାନର ଚାଲାକି ବୁଝି ଯାଇଥିବା ରବିଶ କୁମାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ, ଏସବୁ ନେତାଙ୍କୁ ଫୋନ୍‌…

ନୂଆଦିଲ୍ଲୀ,୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ସମ୍ପ୍ରସାରଣ ନେଇ ନାନା ଚର୍ଚ୍ଚା ଜାରି ରହିଛି। କ୍ୟାବିନେଟ୍‌ରେ କେଉଁମାନଙ୍କୁ ସ୍ଥାନ ମିଳିବାର ସମ୍ଭାବନା ରହିଛି ସେ ନେଇ...

ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ

ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ...

ପାଟ୍ରୋଲିଂ ବେଳେ ଭାରତ-ପାକିସ୍ତାନ ସୀମାରୁ ଠାବ ହେଲା ସୁଡଙ୍ଗ

ଜମ୍ମୁ,୨୯।୮-ଭାରତ-ପାକିସ୍ତାନ ସୀମାନ୍ତ ଅଞ୍ଚଳରୁ ଠାବ ହୋଇଛି ଏକ ସୁଡଙ୍ଗ। ଜମ୍ମୁର ସାମ୍ବା ସେକ୍ଟର ନିକଟରୁ ଏହି ସୁଡଙ୍ଗକୁ ବିଏସଏଫ ଯବାନମାନେ ଠାବ କରିଛନ୍ତି। ପାଟ୍ରୋଲିଂ ଚାଲିଥିବାବେଳେ...

୨୦୨୨ ନିର୍ବାଚନ ପାଇଁ ବିଗୁଲ ବଜାଇଲେ ଅମିତ ଶାହା

ଲକ୍ଷ୍ନୌ,୧।୮: ଉତ୍ତରପ୍ରଦେଶରେ ହେବାକୁ ଥିବା ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହା ରବିବାର ନିର୍ବାଚନୀ ବିଗୁଲ ବଜାଇଛନ୍ତି। ଦୁଇ ଦିନିଆ ଗସ୍ତର ପ୍ରଥମ...

ଆମ ଆଦମୀ ପାର୍ଟିରେ ଯୋଗ ଦେଲେ ପୂର୍ବତନ ପୋଲିସ କମିଶନର

ନୂଆଦିଲ୍ଲୀ,୪।୪:ବେଙ୍ଗାଲୁରୁର ପୂର୍ବତନ ପୋଲିସ କମିଶନର ଭାସ୍କର ରାଓ ସୋମବାର ଦିଲ୍ଲୀର ଆମ ଆଦମୀ ପାର୍ଟିରେ ଯୋଗ ଦେଇଛନ୍ତି। ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଭାସ୍କର ରାଓଙ୍କୁ...

ରାଞ୍ଚିରେ ଇଣ୍ଟରନେଟ ସେବା ବନ୍ଦ, ୧୪୪ ଧାରା ଲାଗୁ

ରାଞ୍ଚି,୧୧।୬: ଝାଡ଼ଖଣ୍ଡର ରାଞ୍ଚିରେ ଶୁକ୍ରବାର ଦେଖାଦେଇଥିବା ହିଂସା ପ୍ରଦର୍ଶନ ପରେ ସହରରେ ଉତ୍ତେଜନା ଲାଗି ରହିଛି। ସ୍ଥାନୀୟ ଅଞ୍ଚଳରେ ଶାନ୍ତି ବଜାୟ ରଖିବା ପାଇଁ ଜିଲା...

ଯଶବନ୍ତ ସିହ୍ନା ହୋଇପାରନ୍ତି ରାଷ୍ଟ୍ରପତି ପ୍ରାର୍ଥୀ!

ନୂଆଦିଲ୍ଲୀ,୨୧।୬: ରାଷ୍ଟ୍ରପତି ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇପଡିଛି। ଏଭଳି ପରିସ୍ଥିତିରେ ବିରୋଧୀ ତଥା ଶାସକ ଭାଜପା ପକ୍ଷରୁ ରାଷ୍ଟ୍ରପତି ପଦ ପାଇଁ ସମ୍ଭାବ୍ୟ ପ୍ରାର୍ଥୀଙ୍କ...

ଗୁଜରାଟ ବିଧାନସଭା ପାଇଁ ଆଜି ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ଭୋଟ ଗ୍ରହଣ, ଅହମଦାବାଦରେ ଭୋଟେ ଦେବେ ମୋଦି-ଶାହା

ଅହମଦାବାଦ,୫ ।୧୨: ଗୁଜରାଟ ବିଧାନସଭା ନିର୍ବାଚନର ସୋମବାର ହେଉଛି ଦ୍ୱିତୀୟ ତଥା ଶେଷ ପର୍ଯ୍ୟାୟ ଭୋଟ ଗ୍ରହଣ । ଏହି ପର୍ଯ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Advertisement
Archives

Model This Week