କଶ୍ମୀରରୁ ପ୍ରତିବନ୍ଧକ ଉଠିଲେ, ପରିସ୍ଥିତି ବିଗାଡିବ ପାକିସ୍ତାନ: ଏସ୍‌. ଜୟଶଙ୍କର

ଓ୍ବାଶିଂଟନ୍‌,୩।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ୫୯ଦିନରେ ପହଞ୍ଚତ୍ଥିଲେ ହେଁ ଏପର୍ଯ୍ୟନ୍ତ ସେଠାରେ ସ୍ଥିତି ସୁଧୁରିନାହିଁ। ଏନେଇ ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର ପ୍ରତିକ୍ରିୟା ଦେଇ କହିଛନ୍ତି ଯଦି କଶ୍ମୀରରେ ପ୍ରତିବନ୍ଧକ ନ ଲାଗିଥାନ୍ତା, ତେବେ ପାକିସ୍ତାନ ସେଠାକାର ପରିସ୍ଥିତିକୁ ବିଗାଡିଥାନ୍ତା। ତେଣୁ ବାଧ୍ୟ ହୋଇ କେନ୍ଦ୍ର ସରକାର ସେଠାରେ କିଛି ପ୍ରତିବନ୍ଧକ ଲଗାଇଛନ୍ତି। ଆମେରିକାର ଓ୍ବାଶିଂଟନରେ ଆୟୋଜିତ ‘ଦ ହେରିଟେଜ୍‌ ଫାଉଣ୍ଡେସନ୍‌’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ସେ ଏହା କହିଛନ୍ତି। ସୂଚନାଯୋଗ୍ୟ, ଗାନ୍ଧୀ ଜୟନ୍ତୀ ଅବସରରେ ବୁଧବାର ସକାଳେ ଶ୍ରୀନଗରରେ କେତେକ ଦୋକାନ ଖୋଲିଥିଲେ ହେଁ ମୁଖ୍ୟ ବଜାର ଓ ଅନ୍ୟ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରହିଛି। ଅଗଷ୍ଟ ୫ରୁ ଉପତ୍ୟକାରେ ସାଧାରଣ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଗୋଟିଏ IPL ମ୍ୟାଚ ଖେଳି ଏତେ ଟଙ୍କା ରୋଜଗାର କରନ୍ତି ବୈଭବ, ଜାଣିଲେ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୧୧।୪: ଆଇପିଏଲ ୨୦୨୬ର ୧୬ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଆରସିବିକୁ ୬ ଉଇକେଟ୍‌ରେ ପରାସ୍ତ କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ରାଜସ୍ଥାନ ରୟାଲ୍ସର ପ୍ରତିନିଧିତ୍ୱ କରୁଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଲେଖିଲେ କୋହଲି, ୨ଟି ଶବ୍ଦରେ କହିଦେଲେ…

ନୂଆଦିଲ୍ଲୀ,୧୧।୪: ବିଶ୍ୱର ପ୍ରସିଦ୍ଧ ବୋଲରଙ୍କ ବିରୋଧରେ ମଧ୍ୟ ପ୍ରଥମ ବଲରୁ ଷ୍ଟ୍ରାଇକ କରିବାର କ୍ଷମତା ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ବ୍ୟାପକ ପ୍ରଶଂସା ମିଳୁଛି। ଏହି ବ୍ୟାଟସମ୍ୟାନଙ୍କୁ ଦେଖିଲେ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri