Posted inଜାତୀୟ

କଶ୍ମୀରରେ ଆକ୍ରମଣ ପାଇଁ ନୂଆ ଯୋଜନା କରୁଛି ଆଇଏସ୍‌

ଶ୍ରୀନଗର,୩୧।୧୦: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଏହାକୁ ନେଇ ପାକିସ୍ତାନ ଏକ ପ୍ରକାର ହଡବଡେଇ ଯାଇଛି। ଏଠାରେ ଏବେ ଆକ୍ରମଣ କରିବାକୁ ନୂଆ ଯୋଜନ କରୁଛି ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌। ଏବେ ଏହି ସଙ୍ଗଠନ ଅନ୍ୟ ଆତଙ୍କବାଦୀ ସଙ୍ଗଠନ ସହ ମିଶି କାଶ୍ମୀରକୁ ଆସୁଥିବା ବାହାର ରାଜ୍ୟର ଲୋକଙ୍କୁ ହତ୍ୟା କରିବାକୁ ଟାର୍ଗେଟ କରୁଥିବା ଗୋଇନ୍ଦା ବିଭାଗ ସୂଚନା ଦେଇଛି। ବିଶେଷ କରି ପାକିସ୍ତାକୁ ଲାଗି ରହିଥିବା ଦକ୍ଷିଣ କଶ୍ମୀରରେ ଏମାନେ ଅଶାନ୍ତ ପରିବେଶ ସୃଷ୍ଟି କରିବା ଯୋଜନାରେ ଥିବା ଜଣାପଡିଛି। ଏହାକୁ ନେଇ ଗୋଇନ୍ଦା ସଂସ୍ଥା କହିଛି, ଇସଲାମାବାଦର ମୂଳ ଲକ୍ଷ୍ୟ ହେଉଛି କଶ୍ମୀରବାସିନ୍ଦା ଓ ବାହାର ରାଜ୍ୟର ଲୋକଙ୍କ ମଧ୍ୟରେ ଦୂରତା ବଢାଇବା। ଏହାସହ କେନ୍ଦ୍ର ଶାସିତ ଅଞ୍ଚଳରେ ଭାରତୀୟଙ୍କ ପ୍ରବେଶକୁ ରୋକିବା।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଚୋପା ଖାଆନ୍ତୁ, କ୍ୟାନସରଠାରୁ ଦୂରେଇ ରୁହନ୍ତୁ…

କମଳାରେ ଅନେକ ପୋଷକ ତତ୍ତ୍ୱ ରହିଛି। ଏଥିରେ ଲୌହ, ପୋଟାସିୟମ, କ୍ୟାଲସିୟମ୍‌, ଫ୍ରୁକ୍ଟୋଜ, ଡେକ୍ସଟ୍ରୋଜ, ଭିଟାମିନ ଏ, ବି ଓ ସି ରହିଥାଏ। କେବଳ ରସ...

ମୃତ୍ୟୁସଂଖ୍ୟା ଲୁଚାଇଛି ଏମ୍‌ପି

ଭୋପାଳ, ୧୩ା୬: ଦେଶରେ କରୋନାଜନିତ ମୃତ୍ୟୁ ତଥ୍ୟ ଲୁଚାଯିବା ଆଉ ନୂଆ କଥା ହୋଇ ନାହିଁ। ବିଭିନ୍ନ ରାଜ୍ୟ ସରକାର ପ୍ରକୃତ ସଂଖ୍ୟା ପ୍ରକାଶ କରୁ...

କମଳନାଥଙ୍କୁ ଇସି ନୋଟିସ

ନୂଆଦିଲ୍ଲୀ, ୨୨ା୧୦: ମଧ୍ୟପ୍ରଦେଶର ମନ୍ତ୍ରୀ ଇମର୍ତ୍ତୀ ଦେବୀଙ୍କ ବିରୋଧରେ ‘ଆଇଟମ୍‌’ ମନ୍ତବ୍ୟ ଦେଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା କମଳନାଥଙ୍କୁ ନିର୍ବାଚନ ଆୟୋଗ (ଇସି)...

ପାକିସ୍ତାନ ଭଳି ପଡ଼ୋଶୀ କାହା ଭାଗ୍ୟରେ ନ ଜୁଟୁ: ରାଜନାଥ ସିଂ

ନୂଆଦିଲ୍ଲୀ,୮।୮: ଭାରତ ପ୍ରତି ପାକିସ୍ତାନର ଶତ୍ରୁତାପୂର୍ଣ୍ଣ ମନୋଭାବ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବଢ଼ିବାରେ ଲାଗିଛି। ଏହି ମର୍ମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି...

ବୟସ୍କଙ୍କ ସେବା ନ କଲେ ବୋହୂ-ଜ୍ୱାଇଁ, ସାବତ ଝିଅ-ପୁଅଙ୍କୁ ବି ମିଳିବ ଦଣ୍ଡ: ମୋଦି ସରକାରଙ୍କ ନୂଆ ନିୟମ !

ନୂଆଦିଲ୍ଲୀ,୫।୧୨: ପୂର୍ବରୁ ମାତା-ପିତାଙ୍କ ସେବା କରୁ ନ ଥିବା ଝିଅ ପୁଅଙ୍କ ଉପରେ ଦଣ୍ଡାଦେଶର ବ୍ୟବସ୍ଥା ଥିଲା। ତେବେ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର...

ସୋନିଆ, ପ୍ରିୟଙ୍କା, ଓଓ୍ବେସୀଙ୍କ ବିରୋଧରେ ଅଭିଯୋଗ

ନୂଆଦିଲ୍ଲୀ,୨୪।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ସତ୍ୟାଗ୍ରହ କରି ଏବେ ଅଡ଼ୁଆରେ ପଡ଼ିଯାଇଛନ୍ତି ବିରୋଧୀ ଦଳ। ଏନେଇ କଂଗ୍ରେସ ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ମହାସଚିବ...

ଭାକ୍ସିନ୍‌ର ୨ ଡୋଜ୍‌ ସହିତ ବୁଷ୍ଟର ନେବା ମଧ୍ୟ ଆବଶ୍ୟକ…

ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ମହାମାରୀ ବିରୋଧରେ ଲଢ଼େଇ ଜାରି ରହିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଟିକାକରଣ ଅଭିଯାନ ଜାରି ରହିଛି। ଲୋକଙ୍କୁ ଭାକ୍ସିନ୍‌ର ୨ଟି...

ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଘୋଷଣା ପତ୍ର ଜାରି କଲା ଭାଜପା: ନିଯୁକ୍ତି, ସ୍ବାସ୍ଥ୍ୟକୁ ଗୁରୁତ୍ୱ

ମୁମ୍ବାଇ,୧୫।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏବେ ସାଧାରଣ ଭୋଟରଙ୍କୁ ନିଜ ଆଡକୁ ଆକର୍ଷିତ କରିବାକୁ ପ୍ରାୟ ସବୁ ଦଳ ପ୍ରୟାସ ଜାରି...

Advertisement
Archives

Model This Week