Posted inଜାତୀୟ

କଶ୍ମୀରରେ ଜଣେ ନାବାଳିକାଙ୍କ ଜୀବନ ବଞ୍ଚାଇଲେ ଯବାନ

ଶ୍ରୀନଗର,୧୫।୭: ଜମ୍ମୁ କଶ୍ମୀର ବାରମୂଳାରେ ୨ଜଣ ସିଆରପିଏଫ୍‌ ଯବାନ ନିଜ ଜୀବନକୁ ବାଜି ଲଗାଇ ଜଣେ ନାବାଳିକାଙ୍କ ଜୀବନ ବଞ୍ଚାଇଛନ୍ତି। ସୋମବାର ୧୪ବର୍ଷର ଜଣେ ଝିଅ ନଦୀରେ ବୁଡ଼ିଯାଉଥିବା ଦେଖି ୧୭୬ ବାଟାଲିୟନର କନେଷ୍ଟବଳ ଏମ୍‌ଜି ନାଇଡୁ ଓ କନେଷ୍ଟବଳ ଏନ୍‌ ଉପେନ୍ଦ୍ର ପାଣିକୁ ଡେଇଁ ତାଙ୍କୁ ଉଦ୍ଧାର କରିଥିଲେ। ଏହାପରେ ନାବାଳିକାଙ୍କୁ ନିକଟସ୍ଥ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ସେ ଏବେ ସୁସ୍ଥ ଥିବା ଜଣାପଡ଼ିଛି। ଏହି ସମୟର ଦୃଶ୍ୟକୁ ସିଆରପିଏଫ୍‌ ଯବାନ ନିଜ ଟୁଇଟରରେ ଆକାଉଣ୍ଟରେ ଶେୟାର କରିଥିବା ବେଳେ ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯବାନଙ୍କ ଏହି କାର୍ଯ୍ୟ ପାଇଁ ସାଧାରଣମହଲରେ ତାଙ୍କୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗେହଲଟ ସରକାରଙ୍କ ନୂଆ ଆଇନ: ମାସ୍କ ପିନ୍ଧିବା ଅନିବାର୍ଯ୍ୟ

ଜୟପୁର,୩।୧୧: ଦେଶର ପ୍ରଥମ ରାଜ୍ୟ ଭାବେ ରାଜସ୍ଥାନରେ ସର୍ବ ସାଧାରଣସ୍ଥଳରେ ମାସ୍କ ପିନ୍ଧିବାକୁ ଅନିବାର୍ଯ୍ୟ କରାଯାଇଛି। ରାଜ୍ୟରେ ଦନକୁ ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା...

ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସବୁ ଧାର୍ମିକ ଉତ୍ସବ ବନ୍ଦ

ଲକ୍ଷ୍ନୌ,୨୬।୮: ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ସବୁ ମହୋତ୍ସବ ବନ୍ଦ ରଖିବାକୁ ଉତ୍ତର ପ୍ରଦେଶ ସରକାର ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୋଲିସ-ପ୍ରଶାସନ ସହ ଏକ...

କେଜରିଓ୍ବାଲଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ୨ ଶହ ୟୁନିଟ୍‌ ପର୍ଯ୍ୟନ୍ତ ବିଦ୍ୟୁତ୍‌ ବିଲ୍‌ ମାଗଣା

ନୂଆଦିଲ୍ଲୀ,୧।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ବଡ଼ ଘୋଷଣା କରିଛନ୍ତି। ଏବେ ଦିଲ୍ଲୀର ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ୨ଶହ ୟୁନିଟ୍‌ ପର୍ଯ୍ୟନ୍ତ ବିଲ୍‌ ମାଗଣାରେ ମିଳିବ। ତେବେ...

ଜମ୍ମୁ-କଶ୍ମୀରରେ ଖୋଲିଲା ଶିକ୍ଷାନୁଷ୍ଠାନ

ଶ୍ରୀନଗର,୧୯।୮: ଦୁଇ ଦିନ ତଳେ ପ୍ରଶାସନ ଦେଇଥିବା କଥା ଅନୁଯାୟୀ ସୋମବାରୁ ଜମ୍ମୁ-କଶ୍ମୀରର ପ୍ରାୟ ସମସ୍ତ ଶିକ୍ଷାନୁଷ୍ଠାନକୁ ପୁଣିଥିରେ ଖୋଲି ଦିଆଯାଇଛି। ପ୍ରାୟ ୧୨ ଦିନ...

ମୃତ୍ୟୁ ଠାରୁ କେହି ଲୁଚି ପାରିବେ ନାହିଁ

ଗୁରଗାଓଁ,୧୨।୩ : ବର୍ଷାରୁ ଲୁଚିବାକୁ ଯାଇ ଆଶ୍ରୟ ନେଇଥିଲେ ଗଛ ତଳେ। ହେଲେ ତାହା ଥିଲା ମୃତ୍ୟୁର କୋଳ। ଗଛ ଉପରେ ବଜ୍ରପାତ ପଡ଼ିବାରୁ ଚାଲିଗଲା...

ଅନୁପ୍ରବେଶ ପାଇଁ ଜଗି ରହିଛନ୍ତି ୧୫୦ ଆତଙ୍କବାଦୀ

ଶ୍ରୀନଗର,୨୬ ।୬: ନିୟନ୍ତ୍ରଣ ରେଖାର ଆର ପଟରେ ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ହୋଇଥିବା ଭିନ୍ନ ଭିନ୍ନ ଲଞ୍ଚିଂ ପ୍ୟାଡରେ ପାଖାପାଖି ୧୫୦ ଆତଙ୍କବାଦୀ ଜମ୍ମୁ-କଶ୍ମୀରରେ ଅନୁପ୍ରବେଶ...

କରୋନା ସଚେତନତା ପାଇଁ ନିଜ ଘୋଡ଼ାକୁ ଭାଇରସ ଭଳି ରଙ୍ଗେଇଲେ ପୋଲିସ

କୁର୍ନୁଲ,୩୧।୩: କରୋନା ଭାଇରସର ସଂକ୍ରମଣରୁ ବଞ୍ଚିବାକୁ ସାରା ବିଶ୍ୱ ସଂଘର୍ଷ କରୁଥିବା ବେଳେ ସରକାରୀ ସ୍ତରରେ ଏହାକୁ ନେଇ ଆମ ଦେଶରେ ମଧ୍ୟ ସଚେତନତା ସୃଷ୍ଟି...

କର୍ନାଟକରେ ଭାଜପା କର୍ମୀଙ୍କୁ ହତ୍ୟା

କର୍ନାଟକ, ୧୯।୪: କର୍ନାଟକ ମାଙ୍ଗାଲୁରୁର ଏକ ଫୁଟ୍‌ବଲ ପଡ଼ିଆରୁ ମଙ୍ଗଳବାର ଜଣେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମୃତଦେହ ମିଳିଛିି। ତାଙ୍କୁ ହତ୍ୟା କରାଯାଇଛି ବୋଲି ପୋଲିସ ସନ୍ଦେହ...

Advertisement
Archives

Model This Week