କଶ୍ମୀରରେ ପ୍ରସଙ୍ଗରେ ଏମିତି କଥା ଶୁଣି ଚିଡିଗଲେ ଟ୍ରମ୍ପ୍‌: ଇମ୍ରାନ ରହିଲେ ଚୁପ୍‌

ନ୍ୟୁୟର୍କ,୨୪।୯: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସୋମବାର ସାକ୍ଷାତ କରିଛନ୍ତି। ଆଲୋଚନାବେଳେ ଇମ୍ରାନ କଶ୍ମୀର ପ୍ରସଙ୍ଗ ଉଠାଇଥିଲେ ମଧ୍ୟ ଟ୍ରମ୍ପ ଏହାକୁ ଏଡାଇ ଯାଇ ଭାରତ ତୃତୀୟ ପକ୍ଷ ଏଥିରେ ସାମିଲ ହେବାକୁ ଚାହୁଁନାହିଁ ବୋଲି କହିଥିଲେ। ପରେ ଟ୍ରମ୍ପ ଏହି ପ୍ରସଙ୍ଗରେ ନିଜ ପୁରୁଣା କଥା ଦୋହରାଇ ଦୁଇ ପକ୍ଷ ରାଜି ହେଲେ ଯାଇ ସେ ମଧ୍ୟସ୍ଥି କରିବେ ବୋଲି ସିଧାସିଧା କହିଥିଲେ। ଏହି ଅବସରରେ ପାକିସ୍ତାନର ଜଣେ ଖବରଦାତା ଟ୍ରମ୍ପଙ୍କୁ କଶ୍ମୀରରେ ମାନବାଧିକାର କ୍ଷୁର୍ଣ୍ଣ ହେଉଥିବା ନେଇ ପ୍ରଶ୍ନ ପଚାରିଥିଲେ। ଟ୍ରମ୍ପ ଏହି ପ୍ରଶ୍ନରେ ଚିଡି ଯାଇ ଇମ୍ରାନଙ୍କୁ ଏମିତି ଖବରଦାତା କେଉଁଠୁ ଆଣୁଛ ବୋଲି ପ୍ରଶ୍ନ କରିଥିଲେ। ଇମ୍ରାନ୍‌ ଟ୍ରମ୍ପ୍‌ଙ୍କ ପ୍ରଶ୍ନରେ ଚୁପ୍‌ ରହିଥିଲେ। ସୂଚନାଯୋଗ୍ୟ,ଜାତିସଂଘ ସାଧାରଣ ପରିଷଦ ବୈଠକ ପୂର୍ବରୁ ଏହି ଦୁଇ ନେତା ପରସ୍ପରକୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଲଙ୍କାକୁ ୨୧,୦୦୦ ଟନ ସାର ଯୋଗାଇଲା ଭାରତ

ନୂଆଦିଲ୍ଲୀ/କଲମ୍ବୋ,୨୨।୮:ଭାରତ ସୋମବାର ଏକ ସ୍ବତନ୍ତ୍ର ସହାୟତା କାର୍ଯ୍ୟକ୍ରମ ଅଧୀନରେ ଶ୍ରୀଲଙ୍କାକୁ ୨୧,୦୦୦ ଟନ ସାର ପ୍ରଦାନ କରିଛି। ଏହି ପଦକ୍ଷେପ ପଡୋଶୀ ଦେଶର କୃଷକମାନଙ୍କୁ ସାହାଯ୍ୟ...

୨୩ ବର୍ଷ ପରେ ପେଶାଓ୍ବର ମସଜିଦ୍‌ରେ ଇଦ୍‌ ନମାଜ ପଢ଼ିବେ ମହିଳା

ଇସଲାମାବାଦ୍‌,୭।୩: ପାକିସ୍ତାନର ପେଶାଓ୍ବରଠାରେ ଥିବା ମସଜିଦ୍‌ରେ ମହିଳାଙ୍କ ପ୍ରବେଶ ନେଇ ଜାରି ହୋଇଥିବା କଟକଣା ହଟାଇ ନିଆଯାଇଛି। ଏହାଦ୍ୱାରା ୨୩ ବର୍ଷ ପରେ ମହିଳାମାନେ ଏଠାରେ...

ଚାଇନା-ତାଇଓ୍ବାନ ଅବସ୍ଥା ବିଗୁଡୁଛି

ତାଇପେଇ,୫ା୧୦: ଚାଇନା ଏବଂ ତାଇଓ୍ବାନ ମଧ୍ୟରେ ଅବସ୍ଥା ବିଗଡ଼ିବାରେ ଲାଗିଛି। ଏହି ସମୟରେ ତାଇଓ୍ବାନର ପ୍ରତିରକ୍ଷା ମନ୍ତ୍ରୀ ଚିୟୁ କୁଓ-ଚେଙ୍ଗ ଚାଇନା ବିଷୟରେ ଏକ ବଡ଼...

ଅଶାନ୍ତ କାବୁଲ ବିମାନ ବନ୍ଦର: ୭ ଆଫଗାନୀ ମୃତ

କାବୁଲ,୨୨ ।୮: ଆଫଗାନୀସ୍ତାନ ଉପରେ ତାଲିବାନ କବଜା କରିବା ପରଠାରୁ ସେଠାରେ ପରିସ୍ଥିତି ଅଶାନ୍ତ ହୋଇ ପଡିଛି । ସବୁଠି ଭୟ ଆଉ ଭୟ ।...

ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲାଣି ଚାଇନା, ଭର୍ତ୍ତି ହେବେ ଆଉ ୩ ଲକ୍ଷ ସେନା

ବେଜିଂ,୩୦ ।୧୧: ଯୁଦ୍ଧ ପାଇଁ ପ୍ରସ୍ତୁତ ହେଲାଣି ଚାଇନା । ମିଳିଥିବା ସୂଚନା ଅନୁଯାୟୀ ଏବେ ଚାଇନା ସରକାର ଆଉ ୩ ଲକ୍ଷ ସେନା ବୃଦ୍ଧି...

ସଚେତନତା ହିଁ ସଫଳତାର ପୁଞ୍ଜି

ପ୍ରତିବର୍ଷ ମେ ମାସ ପ୍ରଥମ ମଙ୍ଗଳବାରକୁ ବିଶ୍ୱ ଆଜ୍‌ମା ଦିବସ ଭାବେ ପାଳନ କରାଯାଇଥାଏ। ଲୋକମାନଙ୍କ ମଧ୍ୟରେ ଆଜ୍‌ମା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ଲାଗି...

ଫାଟିଲା ଗ୍ୟାସ୍‌ ସିଲିଣ୍ଡର : ୧୨ ମୃତ

କରାଚି, ୨୧।୧୨: ପାକିସ୍ତାନ ବେଲୁଚିସ୍ତାନ ପ୍ରଦେଶର ଲେସବେଲା ଜିଲାର ଏକ ଗ୍ୟାସ୍‌ ସିଲିଣ୍ଡର ଦୋକାନରେ ଅଗ୍ନିକାଣ୍ଡ ଘଟି ୧୨ ଜଣଙ୍କ ମୃତ୍ୟୁ ଘଟିଛି। ଘଟଣାରେ ୨୫ରୁ...

କର୍କଟରେ ଆକ୍ରାନ୍ତ ଶିଶୁ ଲାଗି ରଙ୍ଗିନ ପୋଷାକ ପିନ୍ଧି ନାଚିଲେ ଡାକ୍ତର: ଭିଡିଓ ଭାଇରାଲ

କର୍କଟ ଏକ ଗମ୍ଭୀର ରୋଗ। ଏହି ରୋଗରେ ଆକ୍ରାନ୍ତଙ୍କ ମନୋବଳ ବଢ଼ାଇବା ସହ ତାଙ୍କୁ ଖୁସି ରଖିବା ନିତାନ୍ତ ଜରୁରୀ। ତେବେ ଏହି କଥାକୁ ବୁଝିଛନ୍ତି,...

Advertisement
Archives

Model This Week