କଶ୍ମୀରରେ ବହୁ ପରିମାଣର ସୁରକ୍ଷାକର୍ମୀଙ୍କୁ ଦେଖି ଟ୍ରମ୍ପଙ୍କୁ ଗୁହାରି କଲେ ଇମ୍ରାନ୍‌

ଇସଲାମାବାଦ,୫।୮: ଜମ୍ମୁ-କଶ୍ମୀରରେ ବହୁ ପରିମାଣରେ ମୁତୟନ ହୋଇଥିବା ସୁରକ୍ଷାକର୍ମୀଙ୍କୁ ଦେଖି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏହା ଉପେର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଇମ୍ରାନ କହିଛନ୍ତି ପୂର୍ବରୁ ଟ୍ରମ୍ପ କାଶ୍ମୀର ପରିସ୍ଥିତିକୁ ନେଇ ଭାରତ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା କଥା ଉଠାଇଥିଲେ। ଏବେ କିନ୍ତୁ ଏହି ସମୟ ପହଞ୍ଚି ସାରିଛି। ଜମ୍ମୁ-କଶ୍ମୀର ସୀମାରେ ସୁରକ୍ଷାକର୍ମୀ ମୁତୟନ ହେବା ଫଳରେ ପରିସ୍ଥିତି ଖରାପ ହେବାରେ ଲାଗିଛି। ତେଣୁ ଟ୍ରମ୍ପ ଏଥିପାଇଁ କିଛି କରନ୍ତୁ ବୋଲି ସେ ଟୁଇଟ୍‌ କରି କହିଛନ୍ତି। ଇମ୍ରାନ କହିଛନ୍ତି ନିୟନ୍ତ୍ରଣ ରେଖା ନିକଟରେ ଭାରତୀୟ ସେନା ଆକ୍ରମଣାତ୍ମକ ଉଦ୍ୟମ କରୁଛନ୍ତି ଯାହା ଉଭୟ ଦେଶ ମଧ୍ୟରେ ଅଶାନ୍ତି ସୃଷ୍ଟି କରିବ।


Enter your email to get our daily news in your inbox.

All Right Reserved By Dharitri.Com

ପୃଥିବୀ ଆଡ଼କୁ ମାଡ଼ି ଆସୁଛି ଏଭରେଷ୍ଟ ଶୃଙ୍ଗ ଭଳି ଗ୍ରହାଣୁପିଣ୍ଡ: ଏପ୍ରିଲ୍‌ ୨୯ରେ ହେବ ନିକଟବର୍ତ୍ତୀ

ଓ୍ବାଶିଂଟନ,୨୩।୪: ଏପ୍ରିଲ୍‌ ୨୯ରେ ପୃଥିବୀ ସହିତ ଗ୍ରହାଣୁପିଣ୍ଡ ୧୯୯୮-ଓଆର୍‌-୨(୫୨୭୬୮) ଧକ୍କା ଦେବ ବୋଲି କେତେକ ଗୁଜବ କରୁଛନ୍ତି। ତେବେ ଏହା ମିଛ ବୋଲି ନାସାର ମହାକାଶବିଜ୍ଞାନୀ...

କମଲା ହାରିସ-ଜିନପିଙ୍ଗ୍‌ ଭେଟ…

ବ୍ୟାଙ୍କକ,୧୯।୧୧ : ଆମେରିକାର ଉପରାଷ୍ଟ୍ରପତି କମଲା ହାରିସ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଶନିବାର ବ୍ୟାଙ୍କକରେ ଭେଟିଛନ୍ତି। ଏକ ସଂକ୍ଷିପ୍ତ କିନ୍ତୁ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଉଭୟ...

‘ଅକ୍ସଫୋର୍ଡ’ର ସଫଳତାକୁ ନେଇ ପ୍ରଶ୍ନବାଚୀ

ଲଣ୍ଡନ, ୨୭।୧୧:ଅଷ୍ଟ୍ରାଜେନିକା ପ୍ରସ୍ତୁତ କରୁଥିବା ଅକ୍ସଫୋର୍ଡ ଟିକା ୯୦ ପ୍ରତିଶତ ଫଳପ୍ରଦ ହୋଇଛି ଓ ଏହା ସବୁଠୁ ଶସ୍ତାରେ ଉପଲବ୍ଧ ହେବ ବୋଲି କମ୍ପାନୀ ପକ୍ଷରୁ...

୨.୭ କୋଟିର ମୋନାଲିସା ପେଣ୍ଟିଂ

ଲିଓନାର୍ଡୋ ଡା ଭିନ୍‌ସିଙ୍କ ବିଶ୍ୱପ୍ରସିଦ୍ଧ ମୋନାଲିସା ପେଣ୍ଟିଂର ଅବିକଳ ପ୍ରତିକୃତି ପ୍ୟାରିସ୍‌ରେ ନିଲାମ ହେଉଥିବାବେଳେ ଏହାକୁ କିଣିବା ପାଇଁ ଲୋକଙ୍କ ମଧ୍ୟରେ କ୍ରେଜ୍‌ ଦେଖିବାକୁ ମିଳିଛି।...

୨୭ତମ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀରେ ଯୋଗଦେବେ ନାହିଁ ପୁଟିନ

ମସ୍କୋ୧୬।୧୦: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆସନ୍ତା ମାସରେ ଅନୁଷ୍ଠିତ ହେବାକୁ ଥିବା ୨୭ତମ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀରେ ଯୋଗଦେବେ ନାହିଁ। ସେଠାରେ କୌଣସି ସଫଳତା...

ୟୁକ୍ରେନ ହାରିଲେ ୟୁରୋପ ସମେତ ଆମେରିକା ହେବ ପ୍ରଭାବିତ…

ମସ୍କୋ/କ୍ୱିଭ୍‌,୪।୧୨ : ୟୁରୋପୀୟ ଆୟୋଗର ସଭାପତି ଉର୍ସୁଲା ଭନ ଡେର୍‌ ଲେଏନଙ୍କ ରୁଷିଆ ସହିତ ଯୁଦ୍ଧରେ ଏକ ଲକ୍ଷ ୟୁକ୍ରେନ ସୈନିକ ଏବଂ ୨୦ ହଜାର...

ବିମାନ ଦୁର୍ଘଟଣାରେ ଆଖିବୁଜିଲେ ଏହି ପ୍ରସିଦ୍ଧ ଅଭିନେତା

ଓ୍ବାଶିଂଟନ୍‌,୩୧।୫: ଆମେରିକାରେ ଏକ ବିମାନ ଦୁର୍ଘଟଣାରେ ତାରଜାନ ଅଭିନେତା ଜୋ ଲାରାଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୫୮ ବର୍ଷ ହୋଇଥିଲା।...

ରୁଷିଆ ସହ ଲଢ଼ି ଶକ୍ତିର ପ୍ରମାଣ ଦେଇଛୁ: ଜେଲେନ୍‌ସ୍କି

କ୍ୱିଭ୍‌, ୧ା୩: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି। ସୋମବାର ଉଭୟ ପକ୍ଷ ମଧ୍ୟରେ ବେଲାରୁଷ ସୀମାରେ ପ୍ରଥମ ଥର ପାଇଁ ଶାନ୍ତି ଆଲୋଚନା...

Advertisement
Archives

Model This Week