Posted inଜାତୀୟ

କଶ୍ମୀରର ୫୨ ଅଧିକାରୀ ବଦଳିଲେ

ନୂଆଦିଲ୍ଲୀ, ୧୯ା୯: ଜମ୍ମୁ-କଶ୍ମୀରରେ ବୁଧବାର ଏକ ବଡ଼ ଧରଣର ଅମଲାତାନ୍ତ୍ରିକ ଅଦଳବଦଳ କରାଯାଇଛି। ଦୁଇ ଆଇଏଏସ୍‌ ଅଧିକାରୀଙ୍କ ସହ ୫୨ ଜଣଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ୧୯୯୨ ବ୍ୟାଚ୍‌ ଆଇଏଏସ୍‌ ଅଫିସର ବିପୁଲ ପାଠକଙ୍କୁ ସାମାଜିକ କଲ୍ୟାଣ ବିଭାଗର ପ୍ରମୁଖ ସଚିବଭାବେ ନିଯୁକ୍ତି ମିଳିଥିବାବେଳେ ୨୦୧୦ ବ୍ୟାଚ୍‌ର ଆଇଏଏସ୍‌ ଅଫିସର ନିରଜ୍‌ କୁମାରଙ୍କୁ ଉକ୍ତି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ପାଠକ ଅତିରିକ୍ତ ଭାବେ ବିଜ୍ଞାନ, କାରିଗରୀ ଓ ଆଇଟି ବିଭାଗର ପ୍ରଶାସନିକ ସଚିବ ଭାବେ କାର୍ଯ୍ୟ କରିବେ। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜମ୍ମୁ-କଶ୍ମୀରର ୨୩ ପ୍ରଶାସନିକ ସେବା ଅଧିକାରୀ ଓ ଅନ୍ୟ ୨୭ ଅଧିକାରୀଙ୍କୁ ବଦଳି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କର ଅବମାନନା କଲେ ଆଉ ଛାଡ଼ ପାଇବେନି ନେତା…

ନୂଆଦିଲ୍ଲୀ,୨୮।୮: ନେତାମାନେ କୋର୍ଟଙ୍କର ଅବମାନନା କଲେ ସେମାନଙ୍କଉ ଛଡ଼ାଯିବ ନାହିଁ। ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସୁପ୍ରିମ୍‌କୋର୍ଟ (ଏସ୍‌ସି)ଙ୍କ ନିର୍ଦ୍ଦେଶ କ୍ରମେ ନିର୍ବାଚନ...

ପିଏମ୍‌-କେୟାର୍ସ ମାମଲା: ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୨୮।୭(ପି.ଟି.): ସୁପ୍ରିମକୋର୍ଟରେ ପିଏମ୍‌-କେୟାର୍ସ ପାଣ୍ଠି ମାମଲାର ଶୁଣାଣି ସୋମବାର ଶେଷ ହୋଇ ରାୟ ସଂରକ୍ଷିତ ରଖାଯାଇଛି। ଅଦାଲତରେ କେନ୍ଦ୍ର ସରକାର ପିଏମ୍‌-କେୟାର୍ସ ଫଣ୍ଡ ସପକ୍ଷରେ ଦୃଢ଼...

ମୁଖ୍ୟମନ୍ତ୍ରୀ ପଦରେ ୯୪୩ ଦିନ ରହିଲେ ଉଦ୍ଧବ, ଏବେ ପର୍ଯ୍ୟନ୍ତ ୨ ମୁଖ୍ୟମନ୍ତ୍ରୀ ପୂରଣ କରିଛନ୍ତି ୫ ବର୍ଷ

ମୁମ୍ବାଇ,୩୦ ।୬: ମହାରାଷ୍ଟ୍ରରେ ୨୦୧୯ ନଭେମ୍ବର ୨୮ରେ ଆରମ୍ଭ ହୋଇଥିବା ଉଦ୍ଧବ ରାଜ ଏବେ ଶେଷ ହୋଇଛି । ଗତ ୧୦ ଦିନ ହେବ ଲାଗି...

ମୋଦି ହୁଅନ୍ତୁ ଅବା ମନମୋହନ ସବୁ ପ୍ରଧାନମନ୍ତ୍ରୀଙ୍କୁ ଅପମାନ କରୁଛନ୍ତି ରାହୁଲ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩ ।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ ଆର୍ଥିକ ବର୍ଷ ୨୦୨୦-୨୧ ପାଇଁ କେନ୍ଦ୍ରୟ ବଜେଟ ଉପରେ ଚର୍ଚ୍ଚା କରିବା ପରେ ରାହୁଲ ଗାନ୍ଧୀ ଓ କଂଗ୍ରେସ...

ପୁଣି ବୁଧବାର ଇଡିରେ ହାଜର ହେବାକୁ ରାହୁଲଙ୍କୁ ସମନ

ନୂଆଦିଲ୍ଲୀ,୧୪।୬: ନ୍ୟାଶନାଲ ହେରାଲ୍ଡ ମନିଲଣ୍ଡରିଂ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ କ୍ରମାଗତ ତୃତୀୟ ଦିନ ଲାଗି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ରେ ହାଜର ହେବେ। ଏଥିଲାଗି...

ଶିବସେନାରୁ ଇସ୍ତଫା ଦେଲେ ପୂର୍ବତନ ଏମ୍‌ପି

ମୁମ୍ବାଇ,୭।୭: ମହାରାଷ୍ଟ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କୁ ଆଉ ଏକ ଝଟକା ଲାଗିଛି। ପୂର୍ବତନ ଏମ୍‌ପି ଆନନ୍ଦରାଓ ଅଡସୁଲ ଶିବସେନା ନେତା ପଦରୁ ଗୁରୁବାର ଇସ୍ତଫା...

ବିହାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ୩୦ ମନ୍ତ୍ରୀ ନେଲେ ଶପଥ

ପାଟନା,୧୬।୮: ବିହାରର ନୀତୀଶ କୁମାର ସରକାରଙ୍କ ମନ୍ତ୍ରିମଣ୍ଡଳ ମଙ୍ଗଳବାର ସମ୍ପ୍ରସାରଣ ହୋଇଛି। ରାଜ ଭବନରେ ଅନୁଷ୍ଠିତ ଶପଥଗ୍ରହଣ ସମାରୋହରେ ରାଜ୍ୟପାଳ ଫାଗୁ ଚୌହାନ ୩୦ ଜଣ...

ପାଖରେ ଥିଲା ମାତ୍ର ୩ ଟଙ୍କା, ୪୦ ହଜାର ଟଙ୍କା ଥିବା ବ୍ୟାଗ୍‌ ପାଇ କ’ଣ କଲେ ଏହି ବ୍ୟକ୍ତି ଜାଣନ୍ତୁ

ପୁଣେ,୪।୧୧: ଆଜି ବି ଦୁନିଆରେ ଏମିତି କିଛି ଲୋକ ଅଛନ୍ତି, ଯେଉଁମାନେ ନିଜ ସଚ୍ଚୋଟପଣିଆ ଦ୍ୱାରା ସମସ୍ତଙ୍କ ହୃଦୟ ଜିଣିଛନ୍ତି। ସେମିତି ଏକ ସଚ୍ଚୋଟ ହୃହୟର...

Advertisement
Archives

Model This Week