Posted inଜାତୀୟ

କଶ୍ମୀରୀ ପଣ୍ଡିତଙ୍କ ମାତୃଭୂମିକୁ ଫେରିବାର ବାଟ ଫିଟିଲା

ନୂଆଦିଲ୍ଲୀ ,୬ା୮(ପି.ଟି.): ୧୯୯୦ରୁ ଉପତ୍ୟକାରୁ ସ୍ଥାନାନ୍ତର ହୋଇଥିବା କଶ୍ମୀରୀ ପଣ୍ଡିତମାନେ ୩୭୦ ଧାରା ଉଚ୍ଛେଦକୁ ପ୍ରଶଂସା କରିଛନ୍ତି। ଏବେ ସମ୍ମାନର ସହ ମାତୃଭୂମିକୁ ଫେରିବାର ବାଟ ଫିଟିଛି ବୋଲି ସେମାନେ ପ୍ରକାଶ କରିଛନ୍ତି। ବିଦେଶରେ ରହୁଥିବା ପ୍ରବାସୀ କଶ୍ମୀର ପଣ୍ଡିତମାନେ ଭାରତର ସାଂସ୍କୃତିକ, ରାଜନୈତିକ ଓ ଭୂଖଣ୍ଡକୁ ଯୋଡ଼ିବାର ଏହା ଏକ ପ୍ରଚଷ୍ଟା ବୋଲି କହିଛନ୍ତି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ରାଜ୍ୟ ସଭାରେ ଉପସ୍ଥାପନ କରିଥିବା ଚିଠା ବିଲ୍‌ ଶ୍ୟାମାପ୍ରସାଦ ମୁଖାର୍ଜୀ, ଦୀନଦୟାଲ ଉପାଧ୍ୟାୟ, ଅଟଳବିହାରୀ ବାଜପେୟୀଙ୍କ ଆଦର୍ଶ ଉପରେ ଆଧାରିତ ଓ ଏହା ଦେଶର ଭୌଗୋଳିକ ଅଖଣ୍ଡତା ଓ ସଂହତି ରକ୍ଷା କ୍ଷେତ୍ରରେ ବଳିଷ୍ଠ ଭୂମିକା ଗ୍ରହଣ କରିବ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିକେଟ ନ ମିଳିବାରୁ, ଏଏପି ନେତାଙ୍କ ହାଇ ଡ୍ରାମା

ନୂଆଦିଲ୍ଲୀ,୧୩ ।୧୧: ଦିଲ୍ଲୀ ନଗର ନିଗମ ନିର୍ବାଚନ ପାଇଁ ଆମ ଆଦମୀ ପାର୍ଟି(ଏଏପି) ପ୍ରାର୍ଥିଙ୍କ ଦ୍ୱିତୀୟ ତାଲିକା ଜାରି କରି ସାରିଛି । ଏହାସହ ଏଏପି...

ଗୁଜରାଟରେ ହୁ ହୁ ହୋଇ ଜଳୁଛି ପ୍ଲାଷ୍ଟିକ କାରଖାନା: ଦେଖନ୍ତୁ ଭିଡିଓ

ଗୁଜରାଟ,୧୪।୧୧-ଗୁଜରାଟର ଭାଲସାଡରେ ଥିବା ଏକ ପ୍ଲାଷ୍ଟିକ କାରଖାନାରେ ଶନିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ପ୍ରବଳ ନିଆଁ ଓ ଧୂଆଁରେ ସାରା ଅଞ୍ଚଳ ଆଚ୍ଛାଦିତ ହୋଇଯାଇଛି।...

ଅତ୍ୟାବଶ୍ୟକ ସାମଗ୍ରୀରୁ ଆଳୁ, ପିଆଜ, ଡାଲି ବାଦ୍‌

ନୂଆଦିଲ୍ଲୀ,୩ା୬(ପି.ଟି.): ଦେଶରେ ପୁଞ୍ଜିିନିବେଶ ବଢ଼ାଇବା ଲକ୍ଷ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ସଂଶୋଧନ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ଆଇନ...

ବିଚ୍‌ ରାସ୍ତାରେ ମୃତଦେହ ଅଦଳବଦଳ, ପୂରା ଘଟଣାବଳୀ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୨୭ା୯: ସବୁବେଳେ ଚର୍ଚ୍ଚାରେ ରହୁଥିବା ଇନ୍ଦୋରର ଗ୍ରେଟର କୈଳାସ ହସ୍ପିଟାଲ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଏଥର ଚର୍ଚ୍ଚା ସବୁ ଚର୍ଚ୍ଚାକୁ ଟପିଯାଇଛି। ଏଠାରେ ଏଥର...

କରୋନାକୁ ହରାଇଲେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୦।୮-କରୋନା ଭାଇରସ ଦ୍ୱାରା ସଂକ୍ରମିତ ହୋଇଥିବା କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରପ୍ପା ବର୍ତ୍ତମାନ ସୁସ୍ଥ ହୋଇଛନ୍ତି। ତାଙ୍କୁ ହସ୍ପିଟାଲରୁ ମୁକ୍ତ କରାଯାଇଛି। ଏ ନେଇ ସୋମବାର...

‘ସିନ୍ଧିଆଙ୍କୁ ଅଣଦେଖା କଲେ ଅଡୁଆରେ ପଡ଼ିବେ କମଲନାଥ’

ଭୋପାଳ,୭ା୩(ପି.ଟି.): ମଧ୍ୟପ୍ରଦେଶରେ କଂଗ୍ରେସ ସରକାରରେ ଅସ୍ଥିରତା ସୃଷ୍ଟି ପାଇଁ ଘୋଡ଼ାବେପାର ଉଦ୍ୟମ ଅଭିଯୋଗ ହେଉଥିବାବେଳେ ସଙ୍କଟର ଖିଅ ଦଳ ଭିତରେ ବୋଲି ସୂଚନା ମିଳିଛି। ଦଳର...

କକ୍ଷପଥରେ ଇଓଏସ୍‌-୦୪

ଶ୍ରୀହରିକୋଟା, ୧୪ା୨: ଚଳିତ ବର୍ଷର ପ୍ରଥମ ମିଶନ ଭାବେ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ସୋମବାର ସଫଳତାର ସହ ପିଏସ୍‌ଏଲ୍‌ଭି-ସି୫୨ ଯୋଗେ ଇଓଏସ୍‌-୦୪ ଉପଗ୍ରହକୁ...

ବର୍ଷକରେ କଶ୍ମୀରରେ ୧୮୬ ଆତଙ୍କବାଦୀ ନିହତ, ୧୫୯ ଗିରଫ

ଜମ୍ମୁ,୧।୧: ଜମ୍ମୁ-କଶ୍ମୀରରେ ବିଦାୟୀ ବର୍ଷ ୨୦୨୨ରେ ମୋଟ ୧୮୬ ଆତଙ୍କବାଦୀ ନିହତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫୬ ଜଣ ପାକିସ୍ତାନୀ। ଏହା ବ୍ୟତୀତ ବର୍ଷକ ମଧ୍ୟରେ...

Advertisement
Archives

Model This Week