Posted inଖେଳ

କଶ୍ମୀର ଘଟଣା: ସର୍ଫରାଜ ଅହମ୍ମଦଙ୍କ ଟିପ୍ପଣୀ

କରାଚୀ,୧୪।୮- କେନ୍ଦ୍ର ସରକାର ଜମ୍ମୁ-କଶ୍ମୀର ରାଜ୍ୟର ସ୍ବତନ୍ତ୍ର ମାନ୍ୟତା ପ୍ରତ୍ୟାହାର କରି କେନ୍ଦ୍ର ଶାସିତ ଅଞ୍ଚଳ ଘୋଷଣା କରିବାର ଗୋଟିଏ ସପ୍ତାହ ପରେ ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସର୍ଫରାଜ ଅହମ୍ମଦ ଟିପ୍ପଣୀ ଦେଇଛନ୍ତି। କଶ୍ମୀର ଭାଇଙ୍କ ସହ ଆମ ପୂରା ପାକିସ୍ତାନ ରହିଛି। ମୁଁ ଭଗବାନଙ୍କୁ ପ୍ରାର୍ଥନା କରୁଛି। ଏଭଳି କଠିନ ସମୟରେ କଶ୍ମୀର ଭାଇମାନଙ୍କୁ ରକ୍ଷା କରନ୍ତୁ ବୋଲି ସର୍ଫରାଜ କହିଛନ୍ତି। ପୂର୍ବରୁ ଶାହିଦ ଆଫ୍ରିଦୀ ଟୁଇଟ୍‌ କରି କଶ୍ମୀର ଘଟଣା ସମ୍ପର୍କରେ ଅସନ୍ତୋଷ ପ୍ରକାଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ବିଶାଳ ହାତୀଙ୍କ ଭୟଙ୍କର ଲଢ଼େଇ: ବଦଳିଗଲା ଜଙ୍ଗଲ, ଚାରିଆଡ଼ ହେଲା ଧୂଳିମୟ, ଭିଡିଓ ଦେଖିଲେ…

ଜଙ୍ଗଲ ଦୁନିଆ ଯେତିକି ରୋମାଞ୍ଚକର ସେତିକି ଆଶ୍ଚର୍ଯ୍ୟଜନକ ମଧ୍ୟ। ଅନେକ ସମୟରେ ଏଠାରେ ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଥାଏ, ଯାହା ଲୋକଙ୍କୁ ଆଶ୍ଚର୍ଯ୍ୟ ଏବଂ...

ଖଣ୍ଡଗିରିରୁ ଏମ୍ସ ହେବ ସ୍ବତନ୍ତ୍ର କରିଡର, ଆଉ ଭିଡ଼ରେ ଅଟକିବନି ଆମ୍ବୁଲାନ୍ସ

ଭୁବନେଶ୍ବର,୧୮।୧୨: ଆଉ ଭିଡରେ ଫସିବନି ଆମ୍ବୁଲାନ୍ସ । ଏନେଇ ପୂର୍ତ୍ତବିଭାଗ ସମୀକ୍ଷା ବୈଠକରେ ବଡ଼ ନିଷ୍ପତ୍ତି ହୋଇଥିବା ନେଇ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।...

ପୁଟିନ ଯିବେ ଆମେରିକା! ବଡ଼ ଘୋଷଣା କଲେ ଟ୍ରମ୍ପ ସରକାର, ଟେନସନରେ ଜେଲେନ୍ସକି

ଓ୍ବାଶିଂଟନ,୧୮।୧୨: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଏକ ଜଟିଳ ପ୍ରସଙ୍ଗ ହୋଇ ରହିଛି ଯାହାର ସମାଧାନ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ...

ଚାଇନାକୁ ବଡ଼ ଝଟକା, ତାଇୱାନକୁ ଏହି ସାହାଯ୍ୟ କରିବେ ଟ୍ରମ୍ପ

ନୂଆଦିଲ୍ଲୀ,୧୮।୧୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ତାଇୱାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଯାହା ଚାଇନାକୁ ଏକ ବଡ଼ ଧକ୍କା ଦେଇଛି...

ସୀମାନ୍ତରେ ପୋଲିସ-ମାଓବାଦୀ ଗୁଳି ବିନିମୟ, ୩ ମାଓବାଦୀ ସଫା

ମାଲକାନଗିରି,୧୮।୧୩(ଦୁର୍ଯ୍ୟୋଧନ ପାତ୍ର) ମାଲକାନଗିରି ସୀମାନ୍ତ ଛତିଶଗଡ ସୁକୁମା ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ତିନିଜଣ ମାଓବାଦୀ ନିହତ ହୋଇଛନ୍ତିା ସୂଚନା...

ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ

ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...

ବାହାଘରରେ ଯୋଗ ଦେବାକୁ ଯାଉଥିବାବେଳେ ଅଘଟଣ: ୪୦ ଫୁଟ୍‌ ତଳକୁ ଖସିଲା ବୋଲେରୋ

ମୋରଡା,୧୮।୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଏକ ପୋଲରୁ ୪୦ ଫୁଟ୍‌ ତଳକୁ ବୋଲେରୋ ଖସି ପଡିଛି। ଫଳରେ ୩ ଜଣ ଗୁରୁତର...

୨୦୨୬ରୁ ଚମକିବ ୩ରାଶିଙ୍କ ଭାଗ୍ୟ, ଯାହା ଛୁଇଁବେ ପାଲଟିବ ସୁନା!

୨୦୨୬ ବର୍ଷ ପାଖେଇ ଆସୁଛି, ଏବଂ ଏହି ନୂତନ ବର୍ଷରେ ହେଉଥିବା ଗ୍ରହ ପରିବର୍ତ୍ତନ କିଛି ରାଶି ପାଇଁ ବିଶେଷ ସୌଭାଗ୍ୟ ଆଣିବ ବୋଲି କହିଛନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri