Posted inଜାତୀୟ

କଶ୍ମୀର ଘାଟି ପୁଣି ଅଶାନ୍ତ, ଜଣେ ଦୋକାନୀଙ୍କୁ ହତ୍ୟା କଲେ ଆତଙ୍କବାଦୀ

ଶ୍ରୀନଗର,୩୦।୮: ଜମ୍ମୁ-କଶ୍ମୀରକୁ ପୁଣି ଅଶାନ୍ତ କରିବାକୁ ଚେଷ୍ଟା କରିଛନ୍ତି ଆତଙ୍କବାଦୀ। ଶ୍ରୀନଗରରେ ଜଣେ ବ୍ୟକ୍ତି ଦୋକାନ ଖୋଲିବାରୁ ତାଙ୍କୁ ଆତଙ୍କବାଦୀମାନେ ଗୁଳି ମାରି ହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ଗୁଲାମ ମହମ୍ମଦ(୬୫ବର୍ଷ)। ପରିମ ପୋରାରେ ଥିବା ଦୋକାନ ସେ ଗୁରୁବାର ସନ୍ଧ୍ୟାରେ ଖୋଲିଥିଲେ। ଏତିକିବେଳେ ଆତଙ୍କବାଦୀମାନେ ମୋଟରସାଇକେଲରେ ଆସି ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା। ଏହି ଘଟଣା ପରେ ସେଠାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୯,୩୯୪ କୋଟି ଠକେଇରେ ଟିଡିପି ନେତା

ହାଇଦ୍ରାବାଦ, ୨୨।୧୨: ଦେଶରେ ଗୋଟିଏ ପରେ ଗୋଟିଏ ବଡ଼ ବ୍ୟାଙ୍କ ଦୁର୍ନୀତି ପଦାକୁ ଆସିବାରେ ଲାଗିଛି। ବିଜୟ ମାଲ୍ୟା, ନୀରବ ମୋଦିଙ୍କ ପରେ ସବୁଠୁ ବଡ଼...

ଗାନ୍ଦରବଲ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୮।୯: ଜମ୍ମୁ-କଶ୍ମୀର ଗାନ୍ଦରବଲରେ ସୁରକ୍ଷାକର୍ମୀଙ୍କ ଏନ୍‌ କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସ୍ଥାନୀୟ ନାରାନାଦ ଜଙ୍ଗଲରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀ...

ପଙ୍ଗୋଙ୍ଗ ହ୍ରଦ ନିକଟରୁ ସୈନ୍ୟ ହଟାଉ ଚାଇନା: ସେନା ଅଧିକାରୀସ୍ତରୀୟ ଆଲୋଚନାରେ ଭାରତର ଦାବି

ନୂଆଦିଲ୍ଲୀ,୬ା୬(ପି.ଟି./ଆଇଏଏନ୍‌ଏସ୍‌)-ସୀମା ବିବାଦକୁ ନେଇ ପୂର୍ବ ଲଦାଖରେ ମାସେ ହେଲା ଅଚଳାବସ୍ଥା ଲାଗି ରହିଥିବାବେଳେ ଏହାର ସମାଧାନ ପାଇଁ ପ୍ରଥମ ବଡ଼ ପଦକ୍ଷେପ ସ୍ବରୂପ ଶନିବାର ଭାରତ...

ଦିଦିଙ୍କ ମନରେ ନାହିଁ ମମତା; ଗରିବଙ୍କୁ ଅଧିକ ଗରିବ କରୁଛନ୍ତି: ମୋଦି

କୋଲକତା, ୨୦।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗରେ ଏକ ନିର୍ବାଚନୀ ସଭାରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଦିଦିଙ୍କ...

କଟକଣା କୋହଳ ସହ ଏହି ରାଜ୍ୟରେ ଅଗଷ୍ଟ ୩୧ ଯାଏଁ ବଢ଼ିଲା ଲକ୍‌ଡାଉନ

ଚେନ୍ନାଇ,୩୦।୭: ଦେଶରେ କରୋନା ସଙ୍କଟକୁ ଦେଖି କେନ୍ଦ୍ର ସରକାର ବୁଧବାର ଅନ୍‌ଲକ-୩ ଘୋଷଣା କରିଛନ୍ତି। ଜୁଲାଇ ୩୧ରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ଶେଷ ହେଉଥିବା ବେଳେ...

ଆଇସିଜେ ନିର୍ଦ୍ଦେଶ ପାଳନ କରିବ ପାକିସ୍ତାନ: କୁଳଭୂଷଣଙ୍କୁ ଭେଟି ପାରିବେ ଭାରତୀୟ ହାଇକମିଶନର

ନୂଆଦିଲ୍ଲୀ, ୧୯।୭: ଅନ୍ତର୍ଜାତୀୟ ଅଦଲାତ(ଆଇସିଜେ) କୁଲଭୂଷଣ ଯାଦବ ମାମଲାରେ ଯେଉଁ ରାୟ ଦେଇଛନ୍ତି, ତା’ହା ପାକିସ୍ତାନ ପାଳନ କରିବ। ଆଇସିଜେ ଭିଏନା କନଭେନସନର ନୀତି ଅନୁଯାୟୀ...

ମୁଁ ସର୍ବପ୍ରଥମେ ଜଣେ ଭାରତୀୟ,କେ.ଶିବନ୍‌ଙ୍କ ହୃଦୟସ୍ପର୍ଶୀ ଭିଡିଓ ଭାଇରାଲ୍‌

ଚେନ୍ନାଇ,୧୧।୯:ଭାରତୀୟ ମହାକାଶ ଗବେଷଣା କେନ୍ଦ୍ର(ଇସ୍ରୋ)ର ଅଧ୍ୟକ୍ଷ କେ.ଶିବନ୍‌ଙ୍କୁ ନେଇ ଏବେ ଚାରିଆଡେ ଚର୍ଚ୍ଚା। ଚନ୍ଦ୍ରଯାନ-୨କୁ ନେଇ  ଅଧିକ ଲୋକପ୍ରିୟ ହୋଇଥିବା ଶିବନ୍‌ଙ୍କ ଏକ ପୁରୁଣା ଭିଡିଓ...

ସୁରଟ ହୀରା କାରବାରରେ ମାନ୍ଦାବସ୍ଥା ମାଡ଼:୬୦ ହଜାର କର୍ମଚାରୀ ବେକାର

ନୂଆଦିଲ୍ଲୀ,୩୦-୮:ଦେଶର ହୀରା କାରବାର ଗଡ଼ ଭାବେ ପରିଚିତ ଗୁଜରାଟର ସୁରଟରେ ଏବେ ମାନ୍ଦାବସ୍ଥା ଛାଇଗଲାଣି। ଗତ କିଛି ମାସ ମଧ୍ୟରେ ଏଠାରେ ୬୦ ହଜାର କର୍ମଚାରୀ...

Play 250+ Trending Games
Archives

Model This Week

Why Dharitri