Posted inଜାତୀୟ

କଶ୍ମୀର ପଣ୍ଡିତଙ୍କ ବିନା ପୂର୍ଣ୍ଣ ନୁହେଁ ଜମ୍ମୁ-କଶ୍ମୀର: ରାଜ୍ୟପାଳ

ଶ୍ରୀନଗର,୧୫।୮: ଶେର-ଇ-କଶ୍ମୀର ଷ୍ଟାଡିୟମରେ ୭୩ତମ ସ୍ବାଧୀନତା ଦିବସରେ ପତାକା ଉତ୍ତୋଳନ କରିବା ସମୟରେ ରାଜ୍ୟପାଳ ସତ୍ୟପାଲ ମଲିକ କହିଛନ୍ତି କଶ୍ମୀର ପଣ୍ଡିତଙ୍କ ବିନା ଜମ୍ମୁ-କଶ୍ମୀର ସମ୍ପୂର୍ଣ୍ଣ ନୁହେଁ। ପ୍ରଶାସନ ଏମାନଙ୍କର ଘରବାହୁଡା ଓ ଥଇଥାନର ପ୍ରତିଶ୍ରୁତି ଦେଇଛନ୍ତି। ଏହା କେବଳ ମଧ୍ୟସ୍ଥତା ଏବଂ ଉପତ୍ୟକାବାସୀଙ୍କ ସହଯୋଗ ବୋଲି ସେ କହିଛନ୍ତି। ତେବେ ସ୍ବାଧୀନତା ଦିବସ ଅବସରରେ ଯେଉଁମାନେ ଅମରନାଥ ଯାତ୍ରା ସମୟରେ ତୀର୍ଥଯାତ୍ରୀଙ୍କୁ ସାହାଯ୍ୟ କରିଛନ୍ତି ସେମିତି କଶ୍ମୀର ଜନତାଙ୍କୁ ମଲିକ ଧନ୍ୟବାଦ ଦେଇଛନ୍ତି। ଘରୋଇ ସଂସ୍ଥାରେ ୬ହଜାର ପଦବୀ ଖାଲିଥିବା ବେଳେ କେବଳ କଶ୍ମୀର ପଣ୍ଡିତଙ୍କ ପାଇଁ ୩ ହଜାର ପଦବୀ ରଖାଯିବ । ଏହା ଖୁବ୍‌ଶୀଘ୍ର ପୂରଣ ମଧ୍ୟ ହେବ ବୋଲି ସେ କହିଛନ୍ତି। ଆହୁରି ମଧ୍ୟ ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ସେ ଐତିହାସିକ ପଦକ୍ଷେପ ବୋଲି ମତ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ନେତାଙ୍କୁ ଫେରାଇ ଆଣିବାକୁ ଉଦ୍ୟମ

ଲକ୍ଷ୍ନୌ,୩ା୬(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି (ଏସ୍‌ପି)ର ପରାଜୟ ପରେ ଦଳ ଶିକ୍ଷାଲାଭ କରିଛି। ଏବେ ଭାଇ ଶିବପାଲ୍‌ ଯାଦବଙ୍କ ସମେତ ବରିଷ୍ଠ ନେତାମାନଙ୍କୁ ଦଳକୁ ଫେରାଇ...

ରାଜୀବ ଗାନ୍ଧୀ ଫାଉଣ୍ଡେଶନକୁ ପାଣ୍ଠି ଯୋଗାଉଛି ଚାଇନା ଦୂତାବାସ: ଭାଜପା

ନୂଆଦିଲ୍ଲୀ,୨୬ା୬:ରାଜୀବ ଗାନ୍ଧୀ ଫାଉଣ୍ଡେଶନ (ଆର୍‌ଜିଏଫ୍‌)କୁ ଚାଇନା ଦୂତାବାସ ପାଣ୍ଠି ଯୋଗାଉଛି ବୋଲି ଗୁରୁବାର ଭାଜପା ପକ୍ଷରୁ ଅଭିଯୋଗ ଅଣାଯାଇଛି। ଭାଜପାର ସୋସିଆଲ ମିଡିଆ ଟିମ୍‌ ଉକ୍ତ...

କୋଭିଡ ଚିକିତ୍ସାରେ ଏବେ ସାମିଲ ହେବ ଆୟୁର୍ବେଦିକ ଚିକିତ୍ସା: ମାଗଣାରେ ରୋଗୀଙ୍କୁ ବଣ୍ଟାଯିବ ୧ଲକ୍ଷ କରୋନିଲ୍‌ କିଟ୍‌

ଚଣ୍ଡିଗଡ଼,୨୫।୫: ଗୋଟିଏ ପଟେ ଯୋଗ ଗୁରୁ ବାବା ରାମଦେବ କ୍ରମାଗତ ଭାବେ ନିଜ ବୟାନକୁ ନେଇ ଚର୍ଚ୍ଚାରେ ରହୁଥିବା ବେଳେ ଏବେ ହରିଆଣାରେ କରୋନା ରୋଗୀଙ୍କୁ...

ଡି-ଗ୍ୟାଙ୍ଗ୍‌ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ୍‌ କଲା ଏନ୍‌ଆଇଏ, ଟାର୍ଗେଟ୍‌ରେ ରାଜନେତା…

ନୂଆଦିଲ୍ଲୀ,୧୯।୨ : ଡି-ଗ୍ୟାଙ୍ଗର ଷଡଯନ୍ତ୍ରର ପର୍ଦ୍ଦାଫାଶ୍‌ ହୋଇଛି। ନ୍ୟାସନାଲ ଇନଭେଷ୍ଟିଗେସନ ଏଜେନ୍ସି (ଏନଆଇଏ)କୁ ଏସମ୍ପର୍କରେ ବହୁ ଗୁପ୍ତ ସୂଚନା ମିଳିଛି। ଏନଆଇଏ ଅନୁଯାୟୀ, ଡି-ଗ୍ୟାଙ୍ଗ ମୁଖ୍ୟ...

ବିବାହର ଦୁଇ ଦିନ ପରେ କନ୍ୟାଙ୍କ କରୋନା ରିପୋର୍ଟ ଆସିଲା ପଜିଟିଭ: ବର ସମେତ ୩୨ ଜଣ କ୍ୱାରାଣ୍ଟାଇନରେ

ଭୋପାଳ,୨୧।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ବୁଧବାର ୩୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ଏମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଥିଲା। ତେବେ ସଂକ୍ରମିତଙ୍କ...

କୁଲୁ-ମନାଲିରେ ଭୂସ୍ଖଳନ: ଜାତୀୟ ରାଜପଥ ଜାମ୍‌

ଶିମଲା,୨୭।୭: ହିମାଚଳ ପ୍ରଦେଶର ମଣ୍ଡି ଜିଲାରେ ପ୍ରବଳ ବର୍ଷା ଯୋଗୁ ଭୂସ୍ଖଳନ ହୋଇଛି। ଫଳରେ ମଣ୍ଡି, କୁଲୁ ଓ ମନାଲି ଜାତୀୟ ରାଜପଥ ଅବରୋଧ ହେବା...

ରାମ ମନ୍ଦିର ମୂଳଦୁଆ ପାଇଁ ୩୩ କି.ଗ୍ରା.ର ରୂପା ଇଟା ଦାନ କଲେ ଜୁଏଲର୍ସ ଆସୋସିଏସନ୍‌

ଅଯୋଧ୍ୟା,୨୧।୭: ଅଯୋଧ୍ୟାରେ ରାମ ମନ୍ଦିର ନର୍ମାଣ ପାଇଁ ଭୂମିପୂଜା ଅଗଷ୍ଟ ୫ରେ ଆୟୋଜିତ ହେବ। ଏହାକୁ ନେଇ ହିନ୍ଦୁ ସମାଜ ଖୁସି ବ୍ୟକ୍ତ କରିଛି। ଟ୍ରଷ୍ଟର...

ନିର୍ଦ୍ଦୋଷରେ ଖଲାସ ହେଲେ ଛୋଟା ରାଜନ୍‌

ନୂଆଦିଲ୍ଲୀ,୨୯।୧୦: ୩୮ବର୍ଷ ପରେ ନିର୍ଦ୍ଦୋଷରେ ଖଲାସ ହେଲେ ଛୋଟା ରାଜନ୍‌। ତାଙ୍କୁ ମୁମ୍ବାଇର ଏକ ସ୍ବତନ୍ତ୍ର କୋର୍ଟ ଶୁକ୍ରବାର ନିର୍ଦ୍ଦୋଷ ସାବ୍ୟସ୍ତ କରିଛି। ଗ୍ୟାଙ୍ଗଷ୍ଟାର ବିରୋଧରେ...

Advertisement
Archives

Model This Week