‘କଶ୍ମୀର ପ୍ରସଙ୍ଗକୁ ମିଳୁନି ସମର୍ଥନ’

ବନ୍‌,୧୮ା୧: ପାକିସ୍ତାନ ବିଶ୍ୱ ମଞ୍ଚଗୁଡ଼ିକରେ କଶ୍ମୀର ପ୍ରସଙ୍ଗକୁ ଯେତେ ଉଠାଇଲେ ବି ଏହାକୁ ଅନ୍ତର୍ଜାତୀୟ ସମୁଦାୟର ସମର୍ଥନ ମିଳୁନାହିଁ। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ ଶୁକ୍ରବାର ଏହା ସ୍ବୀକାର କରିଛନ୍ତି। ଜର୍ମାନୀର ସରକାରୀ ଟିଭି ଚ୍ୟାନେଲ ଡିଡବ୍ଲ୍ୟୁକୁ ଏକ ସାକ୍ଷାତ୍‌କାର ଦେଇ ଇମ୍ରାନ୍‌ କହିଛନ୍ତି ଯେ, ପାଶ୍ଚାତ୍ୟ ଦେଶଗୁଡ଼ିକ ପାଇଁ ବ୍ୟବସାୟିକ ସ୍ବାର୍ଥ ବେଶି ଗୁରୁତ୍ୱପୂର୍ଣ୍ଣ ହୋଇଥିବାରୁ ସେମାନେ କଶ୍ମୀର ପ୍ରସଙ୍ଗରୁ ମୁହଁ ଫେରାଇ ନେଉଛନ୍ତି। ଭାରତ ଏକ ବଡ଼ ବଜାର ହୋଇଥିବାରୁ କଶ୍ମୀରରେ ବସବାସ କରୁଥିବା ୮୦ ଲକ୍ଷ ଲୋକ ଓ ଦେଶର ଅନ୍ୟ ସଂଖ୍ୟାଲଘୁଙ୍କ ପ୍ରତି ଦେଖାଯାଉଥିବା ବ୍ୟବହାର ଉପରେ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ବିଚାର କରୁନାହାନ୍ତି। ଏହା ଦୁର୍ଭାଗ୍ୟଜନକ କଥା ବୋଲି ଇମ୍ରାନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲବାହୀ ଟ୍ରେନ୍‌କୁ ଧକ୍କା ଦେଲା ପାସେଞ୍ଜର୍‌ ଟ୍ରେନ୍‌: ୧୧ ମୃତ, ୬୦ ଆହତ

ଲାହୋର,୧୧।୭: ପାକିସ୍ତାନର ପୂର୍ବ ପଞ୍ଜାବ ପ୍ରଦେଶରେ ଏକ ମାଲବାହୀ ଟ୍ରେନ୍‌ ଏବଂ ପାସେଞ୍ଜର ଟ୍ରେନ୍‌ ମଧ୍ୟରେ ଧକ୍କାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୬୦...

ମସ୍‌ଜିଦ୍‌ରେ ବିସ୍ଫୋରଣ: ୨୦ ନିହତ

କାବୁଲ,୧୮।୮: ଆଫଗାନିସ୍ଥାନ କାବୁଲର ଖେର ଖାନା ମସ୍‌ଜିଦ୍‌ରେ ବିସ୍ଫୋରଣରେ ୨୦ ଜଣଙ୍କ ମୃତ୍ୟୁ ଘଟିଛି। ତାଲିବାନ୍‌ ଇଣ୍ଟେଲିଜେନ୍ସ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନାନୁସାରେ ବିସ୍ଫୋରଣରେ ୩୫ରୁ...

ସେନା ବସ୍‌ ଉପରେ ଗୁଳିମାଡ଼: ୧୮ ସୈନ୍ୟ ମୃତ୍ୟୁ, ୨୭ ଆହତ

ଡାମସକସ,୧୩।୧୦: ସିରିଆର ଡାମସକସ ନିକଟରେ ଗୁରୁବାର ଏକ ସେନା ବସ ଉପରେ ବୋମା ମାଡ କରାଯାଇଛି। ଏହି ଆକ୍ରମଣରେ ଅତିକମରେ ୧୮ ସୈନିକଙ୍କର ମୃତ୍ୟୁ ଘଟିଥିବା...

ଅବସର ବୟସ ସୀମା ବୃଦ୍ଧି କରିବ ଚାଇନା, ୨୦୩୫ ବେଳକୁ ଦେଶରେ ୪୦ କୋଟି ଲୋକେ ହେବ ୬୦ ବର୍ଷ ବୟସ୍କ…

ବେଜିଂ,୧୪।୩ : ଦେଶର ଦ୍ରୁତ ବୃଦ୍ଧାବୃଦ୍ଧ ଜନସଂଖ୍ୟାକୁ ମୁକାବିଲା କରିବା ପାଇଁ ଚାଇନା ଅବସର ବୟସକୁ ଧୀରେ ଧୀରେ ଏବଂ ପର୍ଯ୍ୟାୟକ୍ରମେ ବୃଦ୍ଧି କରିବାକୁ ଯୋଜନା...

ଜଳବାୟୁ ପରିବର୍ତ୍ତନ ଯୋଗୁ ପୃଥିବୀର ପ୍ରଥମ ସ୍ବାସ୍ଥ୍ୟ ସମସ୍ୟା, ଆଗକୁ ନୂଆ ବିପଦ…

ଓଟଓ୍ବା,୯।୧୧: ଜଳବାୟୁ ପରିବର୍ତ୍ତନ ଯେ କେତେଦୂର ଭୟାବହ ତାହାର ପ୍ରମାଣ ଏବେ ଦେଖାଯିବା ଆରମ୍ଭ ହେଲାଣି। କାନାଡାର ଜଣେ ୭୦ ବର୍ଷ ବୟସ୍କା ଜଣେ ମହିଳା...

ବିବାହକୁ ଡରି ଘରୁ ପଳାଇଯାଇଥିବା ମାଣ୍ଡେଲା ଶେଷରେ ୩ ଜଣଙ୍କୁ ବିବାହ କରିଥିଲେ

କେପ୍‌ ଟାଉନ୍‌,୧୮।୭: ବର୍ଣ୍ଣ ବୈଶମ୍ୟକୁ ନେଇ ସ୍ବର ଉତ୍ତୋଳନ କରିଥିବା ଦକ୍ଷିଣ ଆଫିକ୍ରାର ନେତା ନେଲସନ ମାଣ୍ଡେଲା ଘରେ ଘରେ ବେଶ୍‌ ପରିଚିତ। ତାଙ୍କୁ ‘ଚାମ୍ପିୟନ...

୨୦୨୫ ସୁଦ୍ଧା ପୃଥିବୀର ଅଧା ବିଦ୍ୟୁତ ଶକ୍ତି ବ୍ୟବହାର କରିବ ଏସିଆ, ଭାରତରେ ବିଦ୍ୟୁତ ଚାହିଦା ୫.୬ ପ୍ରତିଶତ: ରିପୋର୍ଟ…

ପ୍ୟାରିସ,୯।୨ : ଭାରତରେ ବାର୍ଷିକ ୫.୩ ପ୍ରତିଶତ ହାରରେ ବିଦ୍ୟୁତ ଚାହିଦା ୨୦୨୨ ରେ ୮.୪ପ୍ରତିଶତରେ ପହଞ୍ଚିଛି। କୋଭିଡ ମହାମାରୀ ପରେ ଦେଶର ଦ୍ରୁତ ପୁନଃରୁଦ୍ଧାର...

ରୁଷିଆ ଉପରେ ପୁଣି ଡ୍ରୋନ ଆକ୍ରମଣ କଲା ୟୁକ୍ରେନ୍‌,୩ ବନ୍ଦରରେ ବିମାନ ଉଡ଼ାଣ ବନ୍ଦ…

ମସ୍କୋ,୨୬।୮ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ ବନ୍ଦ ହେବାର ନାମ ନେଉନାହିଁ। ଉଭୟ ଦେଶ କ୍ରମାଗତ ଭାବେ ପରସ୍ପର ଉପରେ ଆକ୍ରମଣ...

Advertisement
Archives

Model This Week