Posted inଜାତୀୟ

କଶ୍ମୀର ପ୍ରସଙ୍ଗରେ ଗୋଟିଏ ଶବ୍ଦ ବି କହିଲେନି ଜିନପିଙ୍ଗ

ଚେନ୍ନାଇ,୧୨।୧୦: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ହୋଇଥିବା ଅନୌପଚାରିକ ବୈଠକରେ ଜିନପିଙ୍ଗ କଶ୍ମୀର ପ୍ରସଙ୍ଗକୁ ନେଇ ଗୋଟିଏ ଶବ୍ଦ ବି କହି ନାହାଁନ୍ତି। ଆତଙ୍କବାଦକୁ ନେଇ କିନ୍ତୁ ବିସ୍ତାର ଭାବେ ଆଲୋଚନା ହୋଇଛି। ଏହି ବଠକ ସରିବା ପରେ ବୈଦେଶିକ ସଚିବ ବିଜୟ ଗୋଖଲେ ଏକ ଖବରଦାତା ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ନାଟକରେ ୩ କଶ୍ମୀରୀ ଛାତ୍ର ଗିରଫ

ବେଙ୍ଗାଲୁରୁ,୧୬ା୨: କର୍ନାଟକରେ ୩ କଶ୍ମୀରୀ ଇଞ୍ଜିନିୟରିଂ ଛାତ୍ରଙ୍କୁ ଗିରଫ କରାଯାଇଛି। ସେମାନେ ପାକିସ୍ତାନ ସପକ୍ଷରେ ସ୍ଲୋଗାନମାନ ଦେଉଥିଲେ। ହୁବାଲ୍ଲି ପୋଲିସ ସେମାନଙ୍କୁ ଗିରଫ କରିବା ସହ...

ଜ୍ୟୋତି ମୌର୍ଯ୍ୟଙ୍କ ସହ ପ୍ରେମ ସମ୍ପର୍କ ମାମଲା: ମନୀଷ ଦୁବେ ଚାକିରିରୁ ନିଲମ୍ବିତ

ଲକ୍ଷ୍ନୌ,୧୩।୭: ଉତ୍ତରପ୍ରଦେଶର ମହିଳା ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟଙ୍କ ସହ ପ୍ରେମ ସମ୍ପର୍କ ଏବଂ ତାଙ୍କ ସ୍ବାମୀଙ୍କୁ ଧମକ ଦେବା ମାମଲାରେ ମହୋବା ଜିଲା ହୋମ...

କାରଗୀଲ୍‌ ବିଜୟ ଦିବସକୁ ପୂରିଲା ୨୦ ବର୍ଷ: ମିରାଜ୍‌ ଯୁଦ୍ଧ ବିମାନର ପ୍ରଦର୍ଶନ କଲା ଭାରତୀୟ ବାୟୁସେନା

ଗ୍ବାଲିୟର,୨୪।୬: କାରଗୀଲ୍‌ ବିଜୟ ଦିବସକୁ ସୋମବାର ୨୦ ବର୍ଷ ପୂରିଛି। ଏହି ଅବସରରେ ମଧ୍ୟପ୍ରଦେଶ ଗ୍ବାଲିୟରସ୍ଥିତ ଭାରତୀୟ ବାୟୁସେନାର ମହାରାଜପୁର ଏୟାରବେସ୍‌ଠାରେ ଯୁଦ୍ଧରେ ଅଂଶଗ୍ରହଣ କରିଥିବା...

ଯୁଦ୍ଧ ସରଞ୍ଜାମ ଏୟାର ଡ୍ରପ କଲା ବାୟୁସେନା ବିମାନ…

ନୂଆଦିଲ୍ଲୀ,୨୯।୫ : ଭାରତୀୟ ବାୟୁସେନାର ଏଏନ-୩୨ ବିମାନ ଦ୍ୱାରା ଯୁଦ୍ଧ ସରଞ୍ଜାମଗୁଡ଼ିକୁ ସଫଳତାର ସହ ଏୟାର ଡ୍ରପ କରାଯାଇଛି। ଯୁଦ୍ଧ ସମୟରେ ଏହା ସେନା ପାଇଁ...

ମୋବାଇଲ୍‌ ସିମ୍‌ ଭଳି ବିଦ୍ୟୁତ୍‌ ସଂଯୋଗ ବି ବଦଳାଇ ପାରିବେ ଉପଭୋକ୍ତା…

ନୂଆଦିଲ୍ଲୀ,୨୫।୭: କେନ୍ଦ୍ର ସରକାରଙ୍କ ପକ୍ଷରୁ ଆଗାମୀ କିଛି ଦିନ ମଧ୍ୟରେ ବିଦ୍ୟୁତ୍‌ ସଂଶୋଧନ ବିଲ୍‌, ୨୦୨୧ ଅଣାଯିବାର ଯୋଜନା ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ...

ଲାଇଭ ଟେଲିକାଷ୍ଟ ସୁପ୍ରିମ କୋର୍ଟକୁ ଜନତାଙ୍କ ହୃଦୟ ପର୍ଯ୍ୟନ୍ତ ପହଞ୍ଚାଇ ପାରିଛି, ସିଜେଆଇ ଚନ୍ଦ୍ରଚୁଡ

ନୂଆଦିଲ୍ଲୀ,୧୦।୫: ଭାରତର ସୁପ୍ରିମ କୋର୍ଟ ଖୁବଶୀଘ୍ର ସେଠାରେ ହେଉଥିବା ମାମଲାର ଶୁଣାଣି ଅନଲାଇନରେ ପ୍ରସାରଣ ହେଉଥିବା ବେଳେ ଏହାକୁ ଭାରତୀୟ ଭାଷାରେ ପ୍ରସାରଣ କରିବାର ବ୍ୟବସ୍ଥା...

୧୦ ଦକ୍ଷିଣ ଆଫ୍ରିକୀୟଙ୍କ ମିଳୁନି ପତ୍ତା

ବେଙ୍ଗାଲୁରୁ,୩।୧୨: କର୍ନାଟକରେ ଦେଶର ପ୍ରଥମ ୨ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହେବା ପରେ ବେଙ୍ଗାଲୁରୁ ଆସିଥିବା ୧୦ ଜଣ ଦକ୍ଷିଣ ଆଫ୍ରିକା ନାଗରିକଙ୍କ ପତ୍ତା ମିଳୁନାହିଁ।...

ସମସ୍ତଙ୍କୁ ମିଳିବ ସ୍ମାର୍ଟ ହେଲଥ୍‌ କାର୍ଡ

ନୂଆଦିଲ୍ଲୀ,୧୫।୮: ଦେଶର ସମସ୍ତ ଲୋକଙ୍କୁ ଏବେ ମିଳିବ ଡିଜିଟାଲ ସ୍ମାର୍ଟ ହେଲଥ୍‌ କାର୍ଡ। ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କ ରୋଗର ବିବରଣୀ, ଔଷଧ ବିଷୟରେ ଆବଶ୍ୟକ ତଥ୍ୟ,...

Advertisement
Archives

Model This Week