Posted inଜାତୀୟ

କଶ୍ମୀର ବିସ୍ତାପିତଙ୍କ ପାଇଁ ମୋଦିଙ୍କ ଦିପାବଳୀ ଭେଟି

ନୂଆଦିଲ୍ଲୀ,୯।୧୦: ମୋଦି ସରକାର କଶ୍ମୀରବାସୀଙ୍କ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ବୁଧବାର ଆୟୋଜିତ ହୋଇଥିବା କେନ୍ଦ୍ରୀୟ କ୍ୟାବିନେଟରେ ବୈଠକରେ ପ୍ରଧାନମନ୍ତ୍ରୀ ୫୩୦୦ ପରିବାରଙ୍କୁ ଦିପାବଳୀ ଭେଟି ଦେଇଛନ୍ତି। ପାକ୍‌ ଅଧିକୃତ କଶ୍ମୀର (ପିଓକେ)ରୁ ଆସିଥିବା ବିସ୍ତାପିତ ଭାରତର ବହୁ ରାଜ୍ୟରେ ବସବାସ କରୁଛନ୍ତି। ଏହି ପରିବାରଙ୍କୁ କେନ୍ଦ୍ର ପକ୍ଷରୁ ସାଢ଼େ ୫ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦିଆଯିବ। ଏପର୍ଯ୍ୟନ୍ତ ଏହିସବୁ ପରିବାର ଜମ୍ମୁ-କଶ୍ମୀରର ବିସ୍ଥାପିତ ତାଲିକାରେ ସ୍ଥାନ ପାଇନାହାନ୍ତି। ହେଲେ ଏବେ ସେମାନଙ୍କୁ ଏହି ତାଲିକାରେ ସାମିଲ କରାଯାଇ ସହାୟତା ପ୍ରଦାନ କରାଯିବ। ଫଳରେ ଏମାନେ କଶ୍ମୀରରେ ପୁନଃଅବସ୍ଥାପିତ କରିପାରିବେ। ୨୦୧୬ରେ ବିସ୍ତାପିତ ପରିବାରଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଯୋଜନା ଘୋଷଣା କରିଥିଲେ। ଯାହାର ଲାଭ କଶ୍ମୀରବାସୀ ଏବେ ଉଠାଇପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

କମଲା ହାରିସ୍‌ଙ୍କ ବିଜୟକୁ ନେଇ ଖୁସି ପ୍ରକାଶ କଲେ ତାଙ୍କ ମାଉସୀ

ଚେନ୍ନାଇ,୯ ।୧୧: ଆମେରିକା ଉପରାଷ୍ଟ୍ରପତି ଭାବେ ଭାରତୀୟ ମୂଳ ବାସିନ୍ଦା କମଲା ହାରିସ୍ ବିଜୟଲାଭ କରିବା ପରେ ତାଙ୍କ ନିକଟକୁ ଶୁଭେଚ୍ଛାର ସୁଅ ଛୁଟିଛି ।...

ମୁସଲିମ ବିରୋଧୀ ସ୍ଲୋଗାନ ଦେଇ ଗିରଫ ହେଲେ ଭାଜପା ନେତା

ନୂଆଦିଲ୍ଲୀ,୧୧।୮ : ଦିଲ୍ଲୀର ଜନ୍ତର ମନ୍ତରଠାରେ ମୁସଲିମ ବିରୋଧୀ ସ୍ଲୋଗାନ ଦେଇ ଭାଜପା ନେତା ଅଶ୍ୱିନୀ ଉପାଧ୍ୟାୟ ଗିରଫ ହୋଇଥିଲେ। ତାଙ୍କ ଜାମିନକୁ କୋର୍ଟ ବୁଧବାର...

ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲା: ମୁଲାୟମ, ଅଖିଳେଶଙ୍କ କ୍ଲିନଚିଟ୍‌

ନୂଆଦିଲ୍ଲୀ, ୨୧।୫: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଛନ୍ଦି ହୋଇପଡିଥିବା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଏବଂ ତାଙ୍କ ପୁଅ...

ଦେଶରେ ଇଡ଼ି ଆତଙ୍କ, ସରକାର ଭାଙ୍ଗିବା ପାଇଁ ହେଉଛି ବ୍ୟବହୃତ, ଗେହଲଟଙ୍କ କଟାକ୍ଷ…

ଜୟପୁର, ୨୭।୭ : କଂଗ୍ରେସ ସଭାପତି ସୋନିଆ ଗାନ୍ଧୀଙ୍କ ଇଡି ପ୍ରଶ୍ନକୁ ବିରୋଧ କରି କଂଗ୍ରେସର ସତ୍ୟାଗ୍ରହ ଚାଲିଛି। ଏ ସମ୍ପର୍କରେ କଂଗ୍ରେସ ନେତା ତଥା...

ବୁଲେଟପ୍ରୁଫ୍‌ ମନ୍ଦିରକୁ ସ୍ଥାନାନ୍ତର ହେବେ ରାମଲାଲା

ନୂଆଦିଲ୍ଲୀ,୯ା୩: ଆଗାମୀ ୨୫ରେ ଭକ୍ତମାନେ ରାମଲାଲାଙ୍କୁ ଦର୍ଶନ କରିବାକୁ ଗଲେ ସେମାନେ ଖୁବ୍‌ ପାଖରୁ ତାଙ୍କୁ ଦେଖିବାର ସୁଯୋଗ ପାଇବେ। କାରଣ ରାମଲାଲାଙ୍କୁ ସେଠାରେ ଥିବା...

ଖୁବ୍‌ଶୀଘ୍ର ସରକାରୀ ହସ୍ପିଟାଲରେ ମାଗଣାରେ ଉପଲବ୍ଧ ହେବ ବୁଷ୍ଟର ଡୋଜ

ନୂଆଦିଲ୍ଲୀ,୧୨।୪: କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ କୋଭିଡ ଭ୍ୟାକ୍ସିନର ବୁଷ୍ଟର ଡୋଜକୁ ନେଇ ରାଜଧାନୀ ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ଏକ ବଡ଼ ଘୋଷଣା କରିଛନ୍ତି। ଖୁବ୍‌ଶୀଘ୍ର...

ଆଜମ୍‌ ଖାନ୍‌ଙ୍କ ମନ୍ତବ୍ୟ ଦେଶ ପାଇଁ ଲଜ୍ଜାଜନକ

ନୂଆଦିଲ୍ଲୀ, ୨୬।୭: ସମାଜବାଦୀ ପାର୍ଟି (ଏସପି) ଏମ୍‌ପି ଆଜମ ଖାନଙ୍କୁ ନେଇ ଲୋକ ସଭାରେ ପ୍ରବଳ ହଟ୍ଟଗୋଳ ଜାରି ରହିଛି। ଶୁକ୍ରବାର ଗୃହ ଆରମ୍ଭ ହେବା...

ଗୁଜରାଟରେ ଦେଖାଦେଲାଣି ମର୍ଚରି ଭ୍ୟାନର ଅଭାବ

ଅହମ୍ମଦାବାଦ, ୧୩ା୪- କୋଭିଡ୍‌ର ଦ୍ୱିତୀୟ ଲହର ଯୋଗୁ ବିଭିନ୍ନ ରାଜ୍ୟର ସରକାରୀ ମେଡିକାଲରେ ଦେଖିବାକୁ ମିଳୁଛି ଗଦା ଗଦା ମୃତଦେହ। କେଉଁଠାରେ ମର୍ଚରିରେ ଯାଗା ନାହିଁ...

Advertisement
Archives

Model This Week