Posted inଜାତୀୟ

କଶ୍ମୀର ମାମଲାରେ ଟ୍ରମ୍ପକୁ ବି ହସ୍ତକ୍ଷେପ କରିବାକୁ ଦେଇ ନାହାଁନ୍ତି ମୋଦି: ଶାହ

ବୁଲଧାନା,୧୧।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ଏହାର ପ୍ରଚାରକୁ ଏବେ ଓହ୍ଲାଇଛନ୍ତି ବହୁ ହେଭିଓ୍ବେଟ ନେତା। ଶୁକ୍ରବାର ଭାଜପାର ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାାହ। ମହାରାଷ୍ଟ୍ରର ଚିଖଲିଠାରେ ଆୟୋଜିତ ଏକ ନିର୍ବାଚନ ରାଲିରେ ଶାହ କହିଛନ୍ତି କଶ୍ମୀର ଆମ ନିଜର ସମସ୍ୟା। ଏଥିରେ ଅନ୍ୟ କାହାର ହସ୍ତକ୍ଷେପ ଲୋଡା ନାହିଁ। ମୋଦି ମଧ୍ୟ ଅତିତରେ ଏହି ସୂଚନା ଦେଇଥିଲେ କି କଶ୍ମୀର ପ୍ରସଙ୍ଗକୁ ନେଇ ଅନ୍ୟ କୌଣସି ଦେଶ ଏମିତିକି ଆମେରିକା ମଧ୍ୟ ହସ୍ତକ୍ଷେପ କରୁ ବୋଲି ଆମେ ଚାହୁଁନା। କାରଣ ଏହା ଭାରତର ଭିତର ମାମଲା।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଭାରତ: ଟ୍ରଫିଠାରୁ ଆଉ ଗୋଟିଏ ପାଦ ଦୂରରେ

ଦୁବାଇ,୧୧/୯: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଏଠାରେ ଖେଳାଯାଇଥିବା ସେମିଫାଇନାଲରେ ବାଂଲାଦେଶକୁ ୪୦ ରନରେ ପରାସ୍ତ କରି ଭାରତ ଫାଇନାଲରେ ପ୍ରବେଶ କରିଛି। ଭାରତ ପକ୍ଷରୁ…

ଟିମ୍ ଇଣ୍ଡିଆକୁ ବଡ଼ ଝଟକା, BCCIକୁ ଇସ୍ତଫା ପତ୍ର ପଠାଇଲେ….

ନୂଆଦିଲ୍ଲୀ,୧୧ା୯: ଆଫଗାନିସ୍ତାନ ବିପକ୍ଷ T୨୦ ସିରିଜ୍‌ ପୂର୍ବରୁ ଭାରତୀୟ କ୍ରିକେଟ୍ ଟିମ୍‌ର ସପୋର୍ଟ ଷ୍ଟାଫ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି । ଟିମ୍ ଇଣ୍ଡିଆର ଫିଜିଓ କମଲେଶ…

ମାନବିକତାର ପରିଚୟ ଦେଲେ ଜିଲାପାଳ: ବଢୁଛି ଚର୍ଚ୍ଚା

ନୂଆପଡ଼ା,୧୧ା୯ (ମକାରୁ ବେମାଲ):ଦୁର୍ଘଟଣାରେ ଆହତ ଜଣେ ଯୁବକଙ୍କୁ ମେଡିକାଲ ପଠାଇ ମାନବିକତାର ପରିଚୟ ଦେଇଛନ୍ତି ନୂଆପଡ଼ା ଜିଲାପାଳ ମଧୁସୂଦନ ଦାଶ। ଗୁରୁବାର ଅପରାହ୍ନରେ ଜିଲା ଅଦାଲତ ନିକଟ…

ଭାରତର GDP ଅଭିବୃଦ୍ଧି ଦେଖି IMF ଛାନିଆ, କହିଲା ଫଳାଫଳ….

ନୂଆଦିଲ୍ଲୀ,୧୧ା୯: ଭାରତୀୟ ଅର୍ଥନୀତିକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ତ୍ରୈମାସିକରେ ଦେଶର ବାସ୍ତବ GDP ବୃଦ୍ଧି ୭.୮…

ସାମାଜିକ ଗଣମାଧ୍ୟମ ବ୍ୟବହାରରେ ନାବାଳକଙ୍କ ସୁରକ୍ଷା ପ୍ରସଙ୍ଗ, କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୧ା୯: ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଥିବା ନାବାଳକମାନଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା ଏବଂ ୧୮ବର୍ଷରୁ କମ୍‌ ବୟସର ପିଲାଙ୍କ ସହିତ କୌଣସି ପ୍ଲାଟଫର୍ମ ଯେପରି ଚୁକ୍ତିବଦ୍ଧ ନ…

ପୂରାଉଁଆସରେ ସଂସ୍କୃତି-ପରମ୍ପରାର ଝଲକ: କୁଣ୍ଢିକାଚିରେ ଘର ସଂସାର ଶିକ୍ଷା

ଅମରପାଲି,୧୧।୯(ପୀତାମ୍ବର ସାହୁ):ପରମ୍ପରା ହିଁ ଗୋଟିଏ ଜାତିର ପରିଚୟ। ଯେଉଁ ପରମ୍ପରା ଲୋକଜୀବନ ସହ ପିଢି ପରେ ପିଢି ଯୋଡ଼ି ରହିଛି। ଏହା ହିଁ ହୋଇଯାଏ ଲୋକସଂସ୍କୃତିର ଅମୂଲ୍ୟ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରନେତାଙ୍କ ତତ୍ପରତା: ୮ବର୍ଷ ପରେ ଛାତ୍ରସଂସଦ ନିର୍ବାଚନ ହେବା ଚର୍ଚ୍ଚା

ଭବାନୀପାଟଣା,୧୧ା୯(ଉତ୍ତମ କୁମାର ଦାଶ):ଦୀର୍ଘ ୮ବର୍ଷର ବ୍ୟବଧାନ ପରେ ଛାତ୍ରସଂସଦ ନିର୍ବାଚନକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ରାଜ୍ୟରେ ଛାତ୍ରସଂସଦ ପୁଣି ଥରେ ଆରମ୍ଭ କରିବା ନେଇ ଉଚ୍ଚଶିକ୍ଷା…

ଓରାଙ୍ଗ୍‌ଉଟାନ ଶାବକଙ୍କ ଡିଏନ୍‌ଏ ପରୀକ୍ଷାକୁ ନେଇ ଉଠୁଛି ପ୍ରଶ୍ନବାଚୀ: ଜାଣନ୍ତୁ କାହିଁକି

ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍‌ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri