Posted inଜାତୀୟ

କଶ୍ମୀର: ୨୬ ଗୃହବନ୍ଦୀଙ୍କ ଉପରୁ ପିଏସ୍‌ଏ ହଟିଲା

ଶ୍ରୀନଗର,୧୧ା୧(ପି.ଟି.): ଇଣ୍ଟରନେଟ ବନ୍ଦ ଏବଂ ଉପତ୍ୟକାରେ କଟକଣାକୁ ନେଇ ସୁପ୍ରିମକୋର୍ଟ ସରକାରଙ୍କୁ ସମାଲୋଚନା କରିବା ପରେ ଜମ୍ମୁ-କଶ୍ମୀର ପ୍ରଶାସନ ଅଟକ ଥିବା ୨୬ ଜଣଙ୍କ ଉପରୁ ସର୍ବସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ) ପ୍ରତ୍ୟାହାର କରିନେଇଛନ୍ତି। ସେମାନଙ୍କ ମଧ୍ୟରେ କଶ୍ମୀର ବାର୍‌ କାଉନସିଲ୍‌ର ପୂର୍ବତନ ଅଧ୍ୟକ୍ଷ ନାଜିର ଅହମଦ ରୋଙ୍ଗା ଅଛନ୍ତି। ୩୭୦ ଉଚ୍ଛେଦ ପରେ ସେମାନଙ୍କ ବିରୋଧରେ ପିଏସ୍‌ଏରେ ମାମଲା ଦାଏର କରାଯିବା ସହ ଅଟକ ରଖାଯାଇଥିଲା। ସେମାନଙ୍କୁ ଶନିବାର ମୁକ୍ତ କରାଯାଇପାରେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଡଙ୍ଗାରୁ ୨୦୦ କୋଟିର ହେରୋଇନ୍‌ ଜବତ: ୬ ଗିରଫ

ଅହମ୍ମଦାବାଦ,୧୪।୯: ଇଣ୍ଡିଆନ କୋଷ୍ଟ ଗାର୍ଡ (ଆଇସିଜି) ଏବଂ ଏଟିଏସ ଗୁଜୁରାଟ ଟିମ୍‌ ମିଳିତ ଅପରେଶନ କରି ଏକ ପାକିସ୍ତାନୀ ଡଙ୍ଗାରୁ ୨୦୦ କୋଟି ଟଙ୍କା ମୂଲ୍ୟର...

ପ୍ରଥମ ପ୍ଲାଜମା ଥେରାପିରେ ସୁସ୍ଥ ହେଲେ ଦେଶର କରୋନା ସଂକ୍ରମିତ: ମୁମ୍ବାଇ, ଇନ୍ଦୋରରେ ଆରମ୍ଭ ହେବ ଏହି ଥେରାପି

ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମିତଙ୍କ ଚିକିତ୍ସା କରିବାକୁ ଏବେ ପ୍ଲାଜମା ଥେରାପି ଦେଖାଇଛି ନୂତନ ଆଶାର ଆଲୋକ। ପ୍ରଥମେ ଦିଲ୍ଲୀରେ ଏହି ପ୍ଲାଜମା ଥେରାପି ଆରମ୍ଭ କରାଯାଇଥିବା...

‘ତୁମେମାନେ ମୋ ସହ ଅଛ, ମୁଁ ଜଣ ଜଣଙ୍କୁ ଦେଖିନେବି’

ରାଞ୍ଚି,୧୬।୧୧: ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ବୁଧବାର ଏକ କାର୍ଯ୍ୟକ୍ରମରେ ତାଙ୍କ ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। ଝାଡଖଣ୍ଡ ଲୋକମାନଙ୍କୁ ସମ୍ବୋଧିତ କରି ସୋରେନ କହିଛନ୍ତି, ସେମାନେ...

କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ କାମ ଦେବନି କନିକାଙ୍କ ପ୍ଲାଜମା !

ଲକ୍ଷ୍ନୌ,୨୮।୪: ବଲିଉଡ୍‌ ଗାୟିକା କନିକା କପୁର ନିକଟରେ କରୋନା ସଂକ୍ରମଣରୁ ସୁସ୍ଥ ହୋଇଥିବା ବେଳେ ଏବେ ସେ ପ୍ଲାଜମା ଦାନ କରିବାକୁ ମନ ବଳାଇଥିଲେ। ଯେଉଁଥିରେ...

ଭାରତରେ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଛୁଇଁଲା

ନୂଆଦିଲ୍ଲୀ,୩୦।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ନେଇ ଏବେ ଆତଙ୍କ ଜାରି ରହିଛି। ଦିନକୁ ଦିନ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।...

ହିଣ୍ଡନ ଏୟାର ଫୋର୍ସ ଷ୍ଟେଶନରେ ପହଞ୍ଚିଲେ ୨୪ ଭାରତୀୟ

ନୂଆଦିଲ୍ଲୀ,୨୬ ।୮: ଆଫଗାନିସ୍ତାନ ତାଲିବାନ ହାତକୁ ଚାଲିଯିବା ପରେ ଏବେ ସେଠାରେ ଥିବା ଭାରତୀୟଙ୍କ ଘର ବାହୁଡା ଜାରି ରହିଛି । ଗୁରୁବାର ଆଫଗାନିସ୍ତାନରୁ ୨୪...

ଲେଖାହେବ ଭାରତୀୟ ସୀମା ବିବାଦର ଇତିହାସ: ସଚେତନ ହେବେ ସୀମା ବାସିନ୍ଦା

ନୂଆଦିଲ୍ଲୀ,୧୯।୯: ସୀମାବର୍ତ୍ତୀ ଅଞ୍ଚଳରେ ବସବାସ କରୁଥିବା ଲୋକଙ୍କୁ ସଚେତନ କରାଇବା ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯିବା ଲାଗି ଯୋଜନା ହୋଇଛି।...

ମଧ୍ୟ ପ୍ରଦେଶର ୨୮ ଆସନରେ ଭାଜପା ଆଗରେ ୨୮ହଜାରରେ ସିନ୍ଧିଆ ପଛରେ

ଭୋପାଳ,୨୩।୫: ମଧ୍ୟପ୍ରଦେଶର ପ୍ରାୟ ୨୮ ଆସନରେ ଭାଜପା ଆଗରେ ଥିବା ବେଳେ ଏଠାକାର କଂଗ୍ରେସର ହେଭିଓ୍ବେଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ୨୮ ହଜାର ଭୋଟରେ ପଛରେ...

Advertisement
Archives

Model This Week