Advertisement
Posted inଜାତୀୟ

କଶ୍ମୀର: ୨ ମିନିଟ୍‌ ଫୋନ୍‌ରେ କଥାହେବା ପାଇଁ ଡିସି ଅଫିସ୍‌ ସମ୍ମୁଖରେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରୁଛନ୍ତି ଲୋକେ

ଶ୍ରୀନଗର,୧୪।୮: ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ସାମୟିକ ବନ୍ଦ କରାଯାଇଛି। ଏହା ଦ୍ୱାରା ସ୍ଥାନୀୟ ବାସିନ୍ଦା ହଇରାଣ ହେଉଛନ୍ତି। ତେବେ ଡିସି ଅଫିସ୍‌ ପକ୍ଷରୁ ଲୋକଙ୍କ ସୁବିଧା ପାଇଁ ଫୋନ୍‌ ବ୍ୟବସ୍ଥା କରାଯାଇଛି।  ଏଠାରେ ପ୍ରତି ବ୍ୟକ୍ତି ନିଜର ପ୍ରିୟପରିଜନ ଓ ବନ୍ଧୁବାନ୍ଧବଙ୍କ ସହିତ ମାତ୍ର ୨ ମିନିଟ୍‌ କଥା ହୋଇପାରିବେ। ଫୋନ୍‌ରେ କଥା ହେବା ଲାଗି ଡିସି ଅଫିସ୍‌ ସମ୍ମୁଖରେ ଲୋକେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରୁଛନ୍ତି। ସ୍ବାଧୀନତା ଦିବସ ପାଳନ ପାଇଁ ଜମ୍ମୁ-କଶ୍ମୀର ତଥା ଲଦାଖରେ ଜୋର୍‌ଦାର୍‌ ଆୟୋଜନ ଜାରି ରହିଛି। ଲୋକଙ୍କ ମଧ୍ୟରେ ଏନେଇ ପ୍ରବଳ ଉତ୍ସାହ ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁଦୀକ୍ଷାଙ୍କ ମୃତ୍ୟୁକୁ ନେଇ ରାଜନୀତି

ବୁଲନ୍ଦସହର,୧୨ା୮ : ଉତ୍ତରପ୍ରଦେଶର ଗୌତମବୁଦ୍ଧ ନଗରରେ ଜଣେ ମେଧାବୀ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ବିବାଦ ସୃଷ୍ଟି ହୋଇଛି। ଆମେରିକାର ଏକ କଲେଜରେ ପଢ଼ୁଥିବା ୨୦ ବର୍ଷୀୟା...

ସୁପ୍ରିମକୋର୍ଟରେ ୬ ରିଭ୍ୟୁ ପିଟିଶନ

ନୂଆଦିଲ୍ଲୀ, ୭ା୧୨(ପି.ଟି.): ନଭେମ୍ବର ୯ରେ ସୁପ୍ରିମକୋର୍ଟଙ୍କ ୫ଜଣିଆ ଖଣ୍ଡପୀଠ ବହୁ ପ୍ରତୀକ୍ଷିତ ଅଯୋଧ୍ୟା ଜମି ବିବାଦ ମାମଲାର ରାୟ ଦେଇ ରାମମନ୍ଦିର ନିର୍ମାଣ ପଥ ପରିଷ୍କାର...

ଏନ୍‌ଇଇଟି ବିବାଦ ମଧ୍ୟରେ ଅକ୍ଟୋବରରୁ ଏହି ରାଜ୍ୟରେ ଖୋଲିବ କଲେଜ

ବେଙ୍ଗାଲୁରୁ,୨୬।୮: ସମଗ୍ର ଦେଶରେ ଏନ୍‌ଇଇଟି ଓ ଜେଇଇ ପରୀକ୍ଷାକୁ ନେଇ ବିବାଦ ଜାରି ରହିଥିବା ବେଳେ ବର୍ତ୍ତମାନ କର୍ନାଟକ ସରକାର ରାଜ୍ୟରେ କଲେଜ ଖୋଲିବାକୁ ନିଷ୍ପତ୍ତି...

ୟୁଏଇ ହେଲିକପ୍ଟରର ଜରୁରୀ ଅବତରଣ

କୋଚି, ୧୨।୪: ୟୁଏଇର ଲୁଲୁ ଗ୍ରୁପ୍‌ ଅଧ୍ୟକ୍ଷ ଶିଳ୍ପପତି ଏମ୍‌.ଏ. ୟୁସୁଫ୍‌ ଅଲି, ତାଙ୍କ ସ୍ତ୍ରୀ ଓ ଅନ୍ୟ ୫ ଜଣଙ୍କୁ ଆଣି ଆସିଥିବା ଏକ...

ଡୋମିନିକାରେ ୮ ଜଣିଆ ଟିମ୍‌

ନୂଆଦିଲ୍ଲୀ,୨ା୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କୁ ସ୍ବଦେଶକୁ ଆଣିବା ପାଇଁ ବିଭିନ୍ନ ଭାରତୀୟ ସଂସ୍ଥାର ଏକ ୮ ଜଣିଆ ଟିମ୍‌ ଦ୍ୱୀପ ରାଷ୍ଟ୍ର ଡୋମିନିକାରେ...

କାହିଁକି ହେଉନି ପେଗାସସ୍‌ ତଦନ୍ତ

ନୂଆଦିଲ୍ଲୀ,୨୮ା୭ :ଇସ୍ରାଏଲ କମ୍ପାନୀ ଏନ୍‌ଏସ୍‌ଓ ଗ୍ରୁପ୍‌ ପକ୍ଷରୁ ବିକଶିତ ସ୍ପାଏଓ୍ବେରକୁ ନେଇ ବିଶ୍ୱବ୍ୟାପୀ ହଇଚଇ ସୃଷ୍ଟି ହୋଇଛି। ନେତା, ଖବରଦାତା, ମାନବାଧିକାର କର୍ମୀ ଓ ବିଜ୍‌ନେସମ୍ୟାନଙ୍କ...

ଅନନ୍ତନାଗରେ ଆତଙ୍କବାଦୀଙ୍କ ଗ୍ରେନେଡ୍‌ ଆକ୍ରମଣ

ଶ୍ରୀନଗର,୫।୧୦: ଜମ୍ମୁ-କଶ୍ମୀର ଅନନ୍ତନାଗରେ ଆତଙ୍କବାଦୀମାନେ ଗ୍ରେନେଡ୍‌ ଆକ୍ରମଣ କରିଛନ୍ତି। ସ୍ଥାନୀୟ ଡିସି ଅଫିସ୍‌ ସମ୍ମୁଖରେ ମୁତୟନ ଥିବା ସୁରକ୍ଷାକର୍ମୀଙ୍କୁ ଲକ୍ଷ୍ୟ କରି ଆକ୍ରମଣ ହୋଇଥିବା କୁହାଯାଉଛି।...

ଦାଦନଙ୍କୁ ନେଇ ତେଜିଲା ରାଜନୀତି

ଲକ୍ଷ୍ନୌ/ନୂଆଦିଲ୍ଲୀ,୨୦।୫: ଦାଦନ ଶ୍ରମିକ ପ୍ରସଙ୍ଗକୁ ନେଇ ଉତ୍ତରପ୍ରଦେଶ(ୟୁପି)ରେ ରାଜନୀତି ଜୋର୍‌ ଧରିବାରେ ଲାଗିଛି। କରୋନା ସଂକ୍ରମଣ ସମୟରେ ଲକ୍‌ଡାଉନ୍‌ ଯୋଗୁ ବାହାରେ କାମଧନ୍ଦା ହରାଇ ଭୋକ...

Advertisement
Archives

Model This Week